କାକଟପୁର ମଙ୍ଗଳା ମନ୍ଦିରରୁ ଉଡ଼ିଗଲା ବାନା

କାକଟପୁର,୨୧।୫(ଡି.ଏନ.ଏ): ବାତ୍ୟା ଅମ୍ଫନ ପ୍ରଭାବରେ ବୁଧବାର କାକଟପୁରର ମା’ ମଙ୍ଗଳା ମନ୍ଦିର ଚୂଡ଼ରେ ଲାଗିଥିବା ବାନା ଉଡ଼ିଯାଇଛି। ମଙ୍ଗଳବାର ରାତିରୁ ବାତ୍ୟା ଯୋଗୁ ବର୍ଷା ପବନ ଲାଗିରହିଥିବାବେଳେ ମଙ୍ଗଳବାର ସକାଳେ ମନ୍ଦିର ପୂଜକ ଓ ସ୍ଥାନୀୟ ଲୋକେ ମା’ଙ୍କ ମନ୍ଦିରରେ ଲାଗିଥିବା ବାନା ଉଡ଼ିଯାଇଥିବା ଦେଖିବାକୁ ପାଇଥିଲେ। ଗତ ଦୁଇଦିନ ତଳେ ପୁରୀ ଶ୍ରୀମନ୍ଦିରର ପତିିତପାବନ ବାନା ଉଡିଯାଇଥିବାବେଳେ ପୁଣି ମଙ୍ଗଳା ମନ୍ଦିରରେ ଏଭଳି ବାନା ଉଡିଯିବା ଘଟଣାକୁ ଭକ୍ତଗଣ ଶୁଭଙ୍କର ମଣୁ ନାହାନ୍ତି।


All Right Reserved By Dharitri.Com

ସୋହେଲା ହତ୍ୟା ମାମଲା : ଜଣେ ନାବାଳକଙ୍କ ସମେତ ୫ ଗିରଫ

ସୋହେଲା,୧୦।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ସୋହେଲାଠାରେ ରାବଣ ପୋଡ଼ି ସମୟରେ ଏକ ହତ୍ୟାକାଣ୍ଡ ଘଟିଥିଲା। ଏଥିରେ ସଂପୃକ୍ତ ପୋଲିସ ଜଣେ ନାବାଳକଙ୍କ ସମେତ ୫ ଜଣଙ୍କୁ ଗିରଫ...

ରାଶନ ଦୋକାନରୁ ବିପୁଳ ପରିମାଣରେ ଗୁଟ୍‌ଖା ଜବତ

ଚିକିଟି,୩୦ା୪(ଡି.ଏନ.ଏ.)- କେ.ନୂଆଗାଁ ପୋଲିସ ଚିକିଟି ବଜାରସ୍ଥିତ ଏକ ରାଶନ ଦୋକାନରେ ଗୁରୁବାର ସକାଳେ ଚଢାଉ କରି ବିପୁଳ ପରିମାଣରେ ଗୁଟ୍‌ଖା ଜବତ କରିଛି। ଏନେଇ ତଦନ୍ତ...

ସ୍ବଳ୍ପ ବୃଷ୍ଟି: ଚାଷୀ ଆନନ୍ଦିତ: ଜମିରେ ଚାଲିଛି ତଳି ରୁଆ କାର୍ଯ୍ୟ

ନୟାଗଡ଼ ଅଫିସ,୨୭।୭: ଶ୍ରାବଣ ମାସର ୧୦ ଦିନ ବିତିଗଲାଣି। ବର୍ଷା ଯେଉଁଭଳି ଭାବେ ହେବା କଥା ନ ହେବାରୁ ଡହଡ଼ହ ଖରାରେ ଜମି ଫାଟି ଅଁା...

ଶ୍ରମିକଙ୍କ ବିନା ପ୍ରଗତି ଅସମ୍ଭବ

ବଅଁରପାଳ, ୧।୫(ଡି.ଏନ.ଏ.)-ଶ୍ରମିକ ହେଉଛନ୍ତି ରାଷ୍ଟ୍ର ନିର୍ମାତା। ଶ୍ରମଜୀବୀ, ଚାଷୀଙ୍କୁ ବାଦ୍‌ ଦେଇ ଦେଶ ପ୍ରଗତିର ମୂଲ୍ୟାଙ୍କନ କରିବା ନିରର୍ଥକ। ବିକାଶର ସାରଥୀ ଏହି ଦୁଇ ଗୋଷ୍ଠୀଙ୍କୁ...

ଜନ୍ତୁ ଶିକାର ଲାଗି ଫାଶ ବିଛାବେଳେ ଧରାପଡିଲେ ଶିକାରୀ

ଦେବଗଡ, ୭।୫(ଡି.ଏନ.ଏ.):ଦେବଗଡ଼ ଜିଲା ଲକ୍ଷ୍ମୀପୁର ବିଟ୍‌ ଅଧୀନ ବାବାଜୀ ମଠ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ ଜଣେ ଶିକାରୀଙ୍କୁ ଧରିଛି। ତାଙ୍କ ନିକଟରୁ ଗୋଟିଏ ଦେଶୀ...

କରୋନା ମୁକାବିଲା: ଗାଁ ଗାଁ ବୁଲି ସଚେତନତା, ଘରେ ରହିବାକୁ ପରାମର୍ଶ

ରାଇକିଆ, ୨୪।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକରେ କରୋନା ମୁକାବିଲା ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି । ପ୍ରତେକ ଦିନ ବାହାର ରାଜ୍ୟ ଫେରନ୍ତାମାନେ...

ମୟୂରଭଞ୍ଜ ଛଉନୃତ୍ୟ ଦଳର ବିଦେଶ ଯାତ୍ରା

ବାରିପଦା ଅଫିସ, ୩୦।୧୧- ମୟୂରଭଞ୍ଜ ଛଉନୃତ୍ୟର ପ୍ରଚାର ପ୍ରସାର ଲାଗି ଜିଲା ପ୍ରଶାସନ ପକ୍ଷରୁ ୨୦୧୬ରୁ କାର୍ଯ୍ୟକାରୀ ହେଉଥିବା ପ୍ରୋଜେକ୍ଟ ଛାଉଣୀର ଏକ ନୃତ୍ୟଦଳ ଓ୍ବେଷ୍ଟଇଣ୍ଡିଜ...

୧୪୪ ଧାରା ଉଲ୍ଲଂଘନ: ୭ ଗିରଫ

ଖୋର୍ଦ୍ଧା ଅଫିସ,୨୪।୩: କରୋନା ପାଇଁ ଲାଗୁ ହୋଇଥିବା ୧୪୪ ଧାରା ଉଲ୍ଲଂଘନ ଅଭିଯୋଗରେ ଖୋର୍ଦ୍ଧା ସଦର ଥାନା ପୋଲିସ ସୋମବାର ୭ଜଣଙ୍କୁ ଗିରଫ କରି କୋର୍ଟ...

Leave a comment

Your email address will not be published. Required fields are marked *