ଶ୍ରମିକମାନଙ୍କୁ କରୋନା ସଚେତନତା

ବଅଁରପାଳ,୨୧।୫(ଡି.ଏନ୍‌.ଏ): ହିନ୍ଦ୍‌ ମଜଦୁରୁ ସଭା ସହ ଜଡ଼ିତ ନାଲକୋ ନନ୍‌ ଏକ୍ସ୍ୟୁଟିଭ୍‌(ଏନ୍‌ଏନ୍‌ଇୟୁ) ପକ୍ଷରୁ ଗୁରୁବାର ସକାଳେ ନାଲକୋ ସିପିପି ଫାଟକ ସମ୍ମୁଖରେ ଶ୍ରମିକମାନଙ୍କୁ କରୋନା ସଚେତନତା କରାଯାଇଛି। ୟୁନିୟନର ସଭାପତି ରଜନୀ କାନ୍ତ ସିଂଙ୍କର ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ୩ଶହରୁ ଊର୍ଦ୍ଧ୍ୱ ଶ୍ରମିକମାନଙ୍କୁ ମାସ୍କ ବଣ୍ଟନ କରାଯାଇଥିଲା। ଦେଶରେ କରୋନା ସଂକ୍ରମଣରେ ଲକ୍ଷାଧିକ ଲୋକ ଆକ୍ରାନ୍ତ ହେଉଥିବା ବେଳେ ଏହି ମହାମାରୀରୁ କିଭଳି ବର୍ତ୍ତିପାରିବା ସେନେଇ ସାଧାରଣ ସମ୍ପାଦକ ନିର୍ମଳ ଶତପଥୀ ବୁଝାଇଥିଲେ। ଏଥିସହ ମାକ୍ସ ବ୍ୟବହାର ସହ ବାରମ୍ବାର ସାବୁନରେ ହାତ ଧୋଇ ହେବା ଓ ସ।ମ।ଜିକ ଦୁରତ୍ୱ ରକ୍ଷା କରିବା ଆଦି ସମ୍ପର୍କରେ ଆଲୋଚନା ହୋଇଥିଲା।


All Right Reserved By Dharitri.Com

ସ୍ମେଲ୍‌ ଟେଷ୍ଟ୍‌ରୁ ଜଣାପଡୁଛି କରୋନା ସଂକ୍ରମଣ ସୂଚନା

ସିଓଲ,୭।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ସଂକ୍ରମିତଙ୍କ ଚିହ୍ନଟ କରିବା ଲାଗି ବିଭିନ୍ନ ପ୍ରକାରର ପରୀକ୍ଷା କରାଯାଉଥିବାବେଳେ ଦକ୍ଷିଣ କୋରିଆରେ ସ୍ମେଲ୍‌...

ବ୍ଲିଚିଂ ପାଣିରେ ହେଲା ବିଶୋଧନ

ପରଜଙ୍ଗ/ଭୁବନ, ୫।୩(ଡି.ଏନ.ଏ.)-ରାଜ୍ୟରେ ବୃଦ୍ଧି ପାଉଥିବା କରୋନା ରୋଗୀ ସଂଖ୍ୟା ରାଜ୍ୟ ସରକାରଙ୍କୁ ଚିନ୍ତାରେ ପକାଇଛି। ଏହା ପରେ ପ୍ରତିଷେଧକମୂଳକ ବ୍ୟବସ୍ଥା ସ୍ବରୂପ ଜନଗହଳିପୂର୍ଣ୍ଣ ସ୍ଥାନକୁ ରାସାୟନିକ...

ଭଦ୍ରକ ଷ୍ଟେଶନରେ ଓହ୍ଲାଇବେ ପ୍ରବାସୀ ଓଡ଼ିଆ: ବ୍ୟାପକ ପ୍ରସ୍ତୁତି

ଭଦ୍ରକ ଅଫିସ,୧୧ା୫: ଭଦ୍ରକ ଷ୍ଟେଶନରେ ସୋମବାର ପ୍ରବାସୀ ଓଡ଼ିଆ ସ୍ବତନ୍ତ୍ର ଟ୍ରେନ ମାଧ୍ୟମରେ ଆସି ପହଞ୍ଚିବେ। ଏଥିପାଇଁ ପ୍ରଶାସନିକସ୍ତରରେ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ରବିବାର...

ବିଦ୍ୟାଳୟରେ ଦୈତାରିଙ୍କୁ ସମ୍ବର୍ଦ୍ଧନା

କେନ୍ଦୁଝର, ୧୮ା୪(ସ୍ବ.ପ୍ର.): ପଦ୍ମଶ୍ରୀ ପ୍ରାପ୍ତ ଦୈତାରୀ ନାଏକଙ୍କୁ ସଦର ବ୍ଲକ ଅନ୍ତର୍ଗତ ବନାଯୋଡ଼ିସ୍ଥିତ ଆନନ୍ଦାଶ୍ରମ ଓ ସାଇଆନନ୍ଦ ବିଦ୍ୟାଳୟ ପରିସରରେ ସମ୍ବର୍ଦ୍ଧନା ଦିଆଯାଇଛି। ଜୀବନରେ କର୍ମର...

ଟ୍ରକ ଧକ୍କାରେ ସାଇକେଲ ଆରୋହୀ ମୃତ: କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ

କୋଳିମାଟି,୫ା୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ୨୦ ନଂ. ଜାତୀୟ ରାଜପଥର ବୀରଗୋବିନ୍ଦପୁର ଛକ ନିକଟରେ ସୋମବାର ଆଇରନ୍‌ ବୋଝେଇ ଟ୍ରକ୍‌ ଧକ୍କାରେ ଜଣେ ସାଇାକେଲ ଆରୋହୀଙ୍କ ମୃତ୍ୟୁ...

ସରକାରୀ ଯୋଜନା ବାଟ୍‌ବନା: ଦୁରଦିନ୍‌ରେ ଦମୟନ୍ତୀକଁର ପରିବାର

  କେସିଙ୍ଗା, ୧୭।୧୨ (ଡି.ଏନ୍‌.ଏ.)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ପଁଚେତ୍‌ ଅଧୀନ ରିଗିଡ଼ିମାଲ ପଡ଼ର ବିଧବା ମହିଲା ଦମୟନ୍ତୀ ଜାନୀ। ସେ ୨...

ସଙ୍କୁଚିତ ହେଉଛି ପୁରୁଣାକଟକ-ସମ୍ବଲପୁର ରାସ୍ତା: ବଢୁଛି ଦୁର୍ଘଟଣା

ଭାପୁର, ୨୮।୮(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲାର ଅନ୍ୟତମ ବ୍ୟସ୍ତବହୁଳ ପୁରୁଣା କଟକ-ସମ୍ବଲପୁର ରାସ୍ତା ଦିନକୁ ଦିନ ସଙ୍କୁଚିତ ହୋଇପଡୁଛି। ରାସ୍ତାର ପ୍ରମୁଖ ଜନଗହଳିପୂର୍ଣ୍ଣ ସ୍ଥାନ ଜବରଦଖଲକାରୀଙ୍କ କବ୍‌ଜାରେ ରହିଛି।...

କୋଣାର୍କକୁ ମିଳିଲା ‘ଆଇକନିକ୍‌ ପର୍ଯ୍ୟଟନସ୍ଥଳୀ’ ମାନ୍ୟତା

ଭୁବନେଶ୍ୱର,୧୭।୩(ବ୍ୟୁରୋ): ଆଇକନିକ ପର୍ଯ୍ୟଟନସ୍ଥଳୀ ତାଲିକାରେ ସ୍ଥାନ ପାଇଲା ଓଡ଼ିଶା। କୋଣାର୍କକୁ ଏହି ମାନ୍ୟତା ମିଳିଲା । ମଙ୍ଗଳବାର ରାଜ୍ୟ ସଭାରେ ଏ ନେଇ କେନ୍ଦ୍ର ମନ୍ତ୍ରୀ...

Leave a comment

Your email address will not be published. Required fields are marked *