ପୋଡ଼ାଡିହ ଗାଁ ଦାଣ୍ଡରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଭାଇରାଲ ହେଉଛି ଭିଡିଓ

ଖୋର୍ଦ୍ଧା ଅଫିସ,୨୧।୫ : ଖୋର୍ଦ୍ଧା ଜିଲା ବାଘମାରୀ ଥାନା ଅନ୍ତର୍ଗତ ପୋଡାଡିହ ଗ୍ରାମରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଗାଁ ଦାଣ୍ଡରେ ଉପରେ ତାଙ୍କୁ ନିର୍ଦ୍ଦୟ ଭାବେ ମାଡ଼ ମରାଯାଉଥିବାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଗତ ୮ ତାରିଖ ଦିନ ସାମାନ୍ୟ କଥାକୁ ନେଇ ସେହି ଗାଁର ରମେଶ ଜଗଦେବଙ୍କୁ ଗାଁର କିଛି ଯୁବକ ବର୍ବରଚିତ ଭାବେ ମାଡ଼ ମାରିଥିଲେ। ଆକ୍ରମଣରେ ରମେଶ ଗୁରୁତର ଆହତ ହୋଇ ଭୁବନେଶ୍ୱର ସ୍ଥିତ ଏକ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଅପରପକ୍ଷେ ଘଟଣା ସମ୍ପର୍କରେ ଗତ ୯ତାରିଖ ଦିନ ବାଘମାରୀ ଥାନାରେ ରମେଶଙ୍କ ପରିବାର ପକ୍ଷରୁ ଏତଲା ଦିଆଯାଇଥିବା ବେଳେ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନ ଥିବା ଜଣାପଡିଛି ।


All Right Reserved By Dharitri.Com

ହ୍ବାଇଟ ଟପିଂ ଟେକ୍ନୋଲୋଜି ବ୍ୟବହାରକୁ ଗୁରୁତ୍ୱ

ଭୁବନେଶ୍ୱର,୧୩ା୨: ରାସ୍ତାର ରକ୍ଷଣାବେକ୍ଷଣ ଅଭାବ ଏବଂ ଖାଲ ଯୋଗୁ ଲୋକମାନଙ୍କୁ ଅନେକ ଅସୁବିଧା ସାମ୍ନା କରିବାକୁ ପଡୁଛି। ରାସ୍ତା ଭିତ୍ତିଭୂମି ବିଗିଡିବା ଏବଂ ଗାଡି ସଂଖ୍ୟା...

ଖରସ୍ରୋତାରେ ଗାଧୋଇବାକୁ ଯାଇ ବୁଡ଼ିଗଲେ, ବୃଦ୍ଧ ମୃତ

ଯାଜପୁର ଅଫିସ,୧୪।୧୧: ଖରସ୍ରୋତାରେ ଗାଧୋଇବାକୁ ଯାଇଥିବା ବେଳେ ଗୁରୁବାର ଜଣେ ମୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଜରୀ ଗ୍ରାମର...

ଭାଇରାଲ ହେଉଛନ୍ତି ଜୟପୁରର କିଶୋର କୁମାର

ଜୟପୁର,୪ା୯ (ଡି.ଏନ୍‌.ଏ.):‘ଚଲ୍‌ତେ ଚଲ୍‌ତେ ମେରେ ୟେ ଗୀତ୍‌ ୟାଦ୍‌ ରଖନା, କଭି ଅଲ୍‌ବିଦା ନା କେହ୍‌ନା।’ ଜୟପୁର ସହରର ଏକ ନିର୍ଦ୍ଦିଷ୍ଟ ଅଟୋରେ ଆପଣ ଯାତ୍ରା...

ଶତାଧିକ ମହିଳା ସଂଘକୁ ମିଳୁନି ବ୍ୟାଙ୍କ ଋଣ

ବ୍ରହ୍ମପୁର ଅଫିସ,୨୯ା୪-ବ୍ରହ୍ମପୁରର ୩ ଶତାଧିକ ମହିଳା ସଂଘ ବ୍ୟାଙ୍କ ଋଣ ପାଇବାରୁ ବଞ୍ଚିତ ହୋଇଛନ୍ତି। ଏଥିପାଇଁ ବିଏମ୍‌ସି (ମହାନଗର ନିଗମ)ର ଅବହେଳା ଓ ପ୍ରତାରଣାକୁ ଦାୟୀ...

ମୃତଦେହ ଧରି ଆସୁଥିବା ଆମ୍ବୁଲାନ୍ସ ଓଲଟିଲା : ୩ ଗୁରୁତର

ଭଦ୍ରକ ଅଫିସ,୧୨।୮: ସୋମବାର ଭୋର୍‌ ସମୟରେ କଟକରୁ ମୃତଦେହ ଧରି ଧାମନଗର ଅଞ୍ଚଳକୁ ଆସୁଥିବା ଏକ ଆମ୍ବୁଲାନ୍ସ ଭଣ୍ଡାରିପୋଖରୀ ନିକଟରେ ଜାତୀୟ ରାଜପଥରୁ ଏକ ଖାଲକୁ...

ସାମାକୋଇ ନଦୀରୁ ବେଆଇନ ବାଲି ଚାଲାଣ: କାର୍ଯାନୁଷ୍ଠାନ ଦାବି କଲେ ଗ୍ରାମବାସୀ

ତେଲକୋଇ, ୨୭।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅନ୍ତର୍ଗତ କରଦାଙ୍ଗୀ ପଞ୍ଚାୟତ ଦେଇ ପ୍ରବାହିତ ସାମାକୋଇ ନଦୀ ପଠାରୁ ଦୈନିକ ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ଟ୍ରାକ୍ଟର, ଡମ୍ଫର...

ଆଜିଠୁ ୭୫ ମିଟର ଉଚ୍ଛେଦ ଅଭିଯାନ

ପୁରୀ ଅଫିସ, ୨୭।୮: ଶ୍ରୀମନ୍ଦିରର ସୁରକ୍ଷା ପାଇଁ ତ୍ୟାଗ କର। ମୁଖ୍ୟମନ୍ତ୍ରୀଙ୍କ ଏହି ଆହ୍ବାନ ପରେ ମେଘନାଦ ପ୍ରାଚୀର ଚତୁଃପାର୍ଶ୍ୱର ୭୫ ମିଟର ପରିଧି ମଧ୍ୟରେ...

ଏସ୍‌ଭିଏମ୍‌ କଲେଜ ଆଖପାଖରେ ୧୪୪ ଧାରା

ଜଗତ୍‌ସିଂହପୁର ଅଫିସ,୧୫ା୫: ଲକ୍‌ଡାଉନ ଯୋଗୁ ଦେଶର ବିଭିନ୍ନ ପ୍ରାନ୍ତରେ ଫସି ରହିଥିବା ପ୍ରବାସୀ ଓଡ଼ିଆମାନେ ଏବେ ଘରକୁ ଫେରୁଛନ୍ତି। ଏହିକ୍ରମରେ ବିଭିନ୍ନ ରାଜ୍ୟରୁ ପ୍ରତ୍ୟହ ଶତାଧିକ...

Leave a comment

Your email address will not be published. Required fields are marked *