ଅନ୍‌ଲାଇନ୍‌ରେ ଟ୍ରେନ୍‌ ଟିକଟ ବିକ୍ରି ଆରମ୍ଭ: ଅଢ଼େଇ ଘଣ୍ଟା ମଧ୍ୟରେ ୪ ଲକ୍ଷରୁ ଅଧିକ ବୁକିଂ

ନୂଆଦିଲ୍ଲୀ,୨୧।୫: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏପରିସ୍ଥଳେ ଯାତ୍ରୀଙ୍କ ସୁବିଧା ପାଇଁ ଭାରତୀୟ ରେଳ ବିଭାଗ ପକ୍ଷରୁ ଜୁନ୍‌ ୧ଠାରୁ ୨୦୦ ପାସେଞ୍ଜର ଟ୍ରେନ୍‌ ଚଳାଚଳ ଲାଗି ଘୋଷଣା କରାଯାଇଛି। ଘୋଷଣା ଅନୁସାରେ ଗୁରୁବାର ଅନ୍‌ଲାଇନ୍‌ରେ ଟିକଟ ବିକ୍ରି ୧୦ଟି ଓ୍ବେବସାଇଟ୍‌ ମାଧ୍ୟମରେ ଆରମ୍ଭ ହୋଇଛି। ବିକ୍ରି ଆରମ୍ଭ ହେବାର ଅଢ଼େଇ ଘଣ୍ଟା ମଧ୍ୟରେ ୪ ଲକ୍ଷ ଟିକଟ ବୁକିଂ ହୋଇଥିବା ରେଳ ମନ୍ତ୍ରୀ ପୀୟୂଷ ଗୋଏଲ ଟୁଇଟ୍‌ କରି ସୂଚନା ଦେଇଛନ୍ତି।


All Right Reserved By Dharitri.Com

ଆନ୍ଧ୍ରରେ ଫସି ରହିଛନ୍ତି ୨୫୦ ଶ୍ରମିକ

ବରଗଡ଼ ଅଫିସ୍‌,୨୯।୪: ଲକ୍‌ ଡାଉନ୍‌ ଯୋଗୁ ରାଜ୍ୟ ବାହାରକୁ ଯାଇଥିବା ଶ୍ରମିକଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଏହି କ୍ରମରେ ବରଗଡ଼ ଓ ବଲାଙ୍ଗୀର ଜିଲାରୁ ଆନ୍ଧ୍ର...

ଭଦ୍ରକରେ ପୁଣି ଜଣେ କରୋନା ପଜିଟିଭ୍‌: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ଛୁଇଁଲା

ଭୁବନେଶ୍ୱର,୨୪ା୪(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୦ରେ ପହଞ୍ଚିଛି। ଚିହ୍ନଟ...

ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବ ବିଏମ୍‌ସି

ଭୁବନେଶ୍ୱର, ୧୧ା୫(ବ୍ୟୁରୋ): ଭୁବନେଶ୍ୱରରେ କରୋନା ସଂକ୍ରମଣକୁ ରୋକିବା ଦିଗରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆଉ ପାଦେ ଆଗେଇଛି। ଚଳିତ ମାସ ଏବଂ ଜୁନ୍‌ ପ୍ରଥମ...

ଆମାଜନ ବିରୋଧରେ ମାମଲା ରୁଜୁ

ନୋଏଡା,୧୮।୫: ଅନ୍‌ଲାଇନ କମ୍ପାନୀ ଆମାଜନ ବିରୋଧରେ ନୋଏଡା କୋତଓ୍ବାଲୀ ସେକ୍ଟର-୫୮ରେ ମାମଲା ରୁଜୁ କରାଯାଇଛି। କମ୍ପାନୀ ନିଜ ଓ୍ବେବସାଇଟରେ ବିକ୍ରି କରୁଥିବା ପ୍ରଡକ୍ଟ ଉପରେ ଲଗାଇଥିବା...

କରୋନା ମୁକାବିଲା: ସରପଞ୍ଚଙ୍କ ପାଇଁ ୫୦ ଲକ୍ଷ

ଭୁବନେଶ୍ୱର,୧୪ା୫(ବ୍ୟୁରୋ)- କରୋନା(କୋଭିଡ-୧୯) ସଂକ୍ରମଣ ରୋକିବା କ୍ଷେତ୍ରରେ ଆଗଧାଡ଼ିରେ କାର୍ଯ୍ୟ କରୁଥିବା ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସ କର୍ମଚାରୀଙ୍କର ମୃତ୍ୟୁ ହେଲେ ରାଜ୍ୟ ସରକାର ୫୦ ଲକ୍ଷ ଟଙ୍କାର...

ଭାରତ ଉପରେ ବିଶ୍ୱ ମାନ୍ଦାବସ୍ଥାର ପ୍ରଭାବ

ନୂଆଦିଲ୍ଲୀ,୧୦-୧୦: ମାନ୍ଦାବସ୍ଥାର ପ୍ରଭାବ ସାରା ବିଶ୍ୱର ଦେଶଗୁଡିକ ଉପରେ ଏବେ ପରିଲକ୍ଷିତ ହେଉଛି। ଏହାର ପ୍ରଭାବରେ ବିଶ୍ୱ ଅର୍ଥ ବ୍ୟବସ୍ଥାର ଅଭିବୃଦ୍ଧି ହାର ଏକ ଦଶନ୍ଧିର...

କରୋନା ପାଇଁ ପ୍ରଶାସନର କଠୋର ପଦକ୍ଷେପ: ଗଞ୍ଜାମ ସହରକୁ ସଂଯୋଗ କରୁଥିବା ସମସ୍ତ ରାସ୍ତା ସିଲ୍‌

ଗଞ୍ଜାମ,୨।୪(ଡି.ଏନ୍‌.ଏ.): ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ବ୍ୟାପିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ବିଭିନ୍ନ...

କର୍ଫ୍ୟୁ ସମୟରେ ଘରୁ ଗୋଡ଼ କାଢ଼ିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବ ଅନୁଗୋଳ ପୋଲିସ

ଅନୁଗୋଳ ଅଫିସ,୮ା୫: ଅନୁଗୋଳ ପୋଲିସ ପ୍ରଶାସନ ପକ୍ଷରୁ ଶୁକ୍ରବାର ସକାଳେ ଫ୍ଲାଗ୍‌ମାର୍ଚ୍ଚ କରାଯାଇଛି। ଏହି ଫ୍ଲାଗ୍‌ମାର୍ଚ୍ଚ ସମୟରେ କରୋନା ଭାଇରସ୍‌ ସଂକ୍ରମଣ ସମ୍ପର୍କରେ ଲୋକଙ୍କୁ ସଚେତନ...

Leave a comment

Your email address will not be published. Required fields are marked *