ବାଳସୁଧାର ଗୃହରୁ ଅନ୍ତେବାସୀ ଚମ୍ପଟ ଘଟଣା: ୩ ଜଣଙ୍କୁ ଧରିଲା ପୋଲିସ, ୪ ଜଣଙ୍କ ପତ୍ତା ମିଳୁନି

ବ୍ରହ୍ମପୁର ଅଫିସ , ୨୧।୫ : ଗଞ୍ଜାମ ଜିଲା ବ୍ରହ୍ମପୁର ଏସ୍‌ପି ଓ ଦକ୍ଷିଣାଞ୍ଚଳ ରେଞ୍ଜ ଡିଆଇଜିଙ୍କ କାର୍ଯ୍ୟାଳୟ ଠାରୁ ଅଳ୍ପ ଦୂରରେ ବାଳସୁଧାର ଗୃହ ରହିଛି । ତେବେ ଗତ ୩ ଦିନ ତଳେ ଉକ୍ତ ବାଳାଶ୍ରମରେ ରହୁଥିବା ପ୍ରାୟ ୮୭ ଅନ୍ତେବାସୀଙ୍କ ମଧ୍ୟରୁ ୭ ଜଣ ଜଗୁଆଳୀଙ୍କୁ ମାଡ଼ମାରି ଚମ୍ପଟ ମାରିଥିଲେ। ତେବେ ଗୁରୁବାର ବୈଦ୍ୟନାଥପୁର ଥାନା ପୋଲିସ ୩ ଜଣଙ୍କୁ ଧରିବାରେ ସଫଳ ହୋଇଥିବା ବେଳେ ମାଷ୍ଟରମାଇଣ୍ଡ ସମେତ ଅନ୍ୟ ୪ ଜଣଙ୍କୁ ଧରିପାରି ନାହିଁ। ଏ ନେଇ ଜିଲା ଶିଶୁ ସୁରକ୍ଷା ଅଧିକାରୀ ସୁବୋଧ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି।


All Right Reserved By Dharitri.Com

ପାରାଦୀପ ଟ୍ରକ୍‌ ସଂଘ ବିବାଦ ପ୍ରସଙ୍ଗ: ବୈଠକ ବସିଲା, ସମାଧାନ ହେଲାନି

ପାରାଦୀପ,୧୦।୧ (ସ୍ବ.ପ୍ର.): ପାରାଦୀପ ଟ୍ରକ ମାଲିକ ସଂଘଗୁଡ଼ିକ ମଧ୍ୟରେ ଚାଲିଥିବା ବିବାଦ ସମାଧାନ ପାଇଁ ଗୁରୁବାର ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ତ୍ରିପାକ୍ଷିକ ବୈଠକ ବସିଥିଲେ ବି...

ଅଗ୍ନିକାଣ୍ଡରେ ୪ ବଖରା ଜଳିଗଲା

ଜଗନ୍ନାଥପ୍ରସାଦ/ଭଞ୍ଜନଗର, ୨୧ା୮(ଡି.ଏନ.ଏ.)-ତାରସିଂ ଥାନା କୁଡୁତାଇ ଗ୍ରାମ ଖଦାଳ ସାହିରେ ମଙ୍ଗଳବାର ଅଗ୍ନିକାଣ୍ଡ ଘଟି ୪ ପରିବାରର ୪ ବଖରା ଜଳିଯାଇଛି। ନିଆଁ ଲାଗିବାର ପ୍ରକୃତ କାରଣ...

ସଫେଇ କାମକୁ ନେଇ ଲଙ୍କାକାଣ୍ଡ ଘଟଣା: ୨ ମାମଲାରେ ୩ ଗିରଫ, ୩ ଜେଜେବିରେ ହାଜର

ବ୍ରହ୍ମପୁର ଅଫିସ ,୨।୧୨: ବ୍ରହ୍ମପୁର ମହାନଗର ନିଗମ( ବିଏମ୍‌ସି)ର ସଫେଇ କାମକୁ ନେଇ ୨ ଜମାଦାର ଗୋଷ୍ଠୀ ମଧ୍ୟରେ ସଙ୍ଗଠିତ ଲଙ୍କାକାଣ୍ଡ ଘଟଣାରେ ବଡ଼ବଜାର ପୋଲିସ...

ମାଟ୍ରିକ ପରୀକ୍ଷା ଫଳ: ଶକ୍ତି ପ୍ରସାଦ ମାଲକାନଗିରି ଜିଲାରେ ପ୍ରଥମ

ମାଲକାନଗିରି,୨୧ା୫ (ଡି.ଏନ୍‌.ଏ.)- ମଙ୍ଗଳବାର ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ। ମାଲକାନଗିରି ଜିଲାରେ ଶତକଡ଼ା ୫୮.୩୯ ପ୍ରତିଶତ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି। ମୋଟ ୫୪୧ ନମ୍ବର...

ଥମୁନି ହାତୀ ଉପଦ୍ରବ: ମଞ୍ଚାରେ କଟୁଛି ରାତି

କେନ୍ଦୁଝର,୧୪।୮( ସ୍ବ.ପ୍ର.)-ଦିନରେ କଠିନ ପରିଶ୍ରମ ଓ ରାତିରେ ହାତୀ ପାଇଁ ଉଜାଗର । ଏଭଳି କଷ୍ଟ ଯନ୍ତ୍ରଣାରେ ଗରିବ ଚାଷୀ ମାନେ ଦିନ ଓ ରାତି...

ଭାଲୁ ସହ ହାତାହାତି: ଯୁବକ ଗୁରୁତର

କେନ୍ଦୁଝର, ୯ା୩: (ସ୍ବ.ପ୍ର.):ଜଙ୍ଗଲଜାତ ଆଳୁ ଖୋଳିବାକୁ ଜଣେ ଯୁବକ ଯାଇଥିବା ବେଳେ ଭାଲୁ ହାବୁଡ଼ରେ ପଡ଼ି ଗୁରୁତର ହୋଇଛନ୍ତି। ଉକ୍ତ ଯୁବକ ହେଲେ ହରିଚ଼ନ୍ଦନପୁର ବ୍ଲକ...

ବ୍ୟାଙ୍କ ଡକାୟତି ଯୋଜନା ପଣ୍ଡ, ୭ ଗିରଫ

ଗୋପାଳପୁର/କନିଷି,୧୭ା୪(ଡି.ଏନ.ଏ.)-ଗୋଳନ୍ଥରା ଥାନା ପୋଲିସ ସୋମବାର ରାତିରେ ଏକ ବ୍ୟାଙ୍କରୁ ଡକାୟତି ଯୋଜନା କରୁଥିବା ୭ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ କୁନା ବେହେରା, ସୁରଜ...

‘ପିଲାଙ୍କ ମନ ଜିଣିବା ଖୁସି ନିଆରା’

(ଦୀପ୍ତିରଞ୍ଜନ ନାୟକ) ଆରଡି, ୨୩।୫ (ଡି.ଏନ.ଏ.)- ହସହସ ମୁହଁ। ହାତରେ ଡମ୍ବରୁ। ମୁଣ୍ଡରେ ଧଳାଟୋପି ା କମରରେ ଭିଡ଼ା ହୋଇଥିବ ଗାମୁଛା। ଏଭଳି ନିଆରା ବେଶଭୂଷାରେ...

Leave a comment

Your email address will not be published. Required fields are marked *