ମିନିଟ୍ରକ ସହ ୪ ଟନ୍‌ କୋଇଲା ଜବତ: ଡ୍ରାଇଭର ଫେରାର

ବଅଁରପାଳ,୨୧ା୫,(ଡି.ଏନ.ଏ.)-ବଅଁରପାଳ ଥାନା ମହିଧରପୁର ନିକଟରେ ପୋଲିସ ଚଢାଉ କରି ଏକ ମିନିଟ୍ରକରୁ ପ୍ରାୟ ୪ ଟନ୍‌ର ଚୋରା କୋଇଲା ଜବତ କରିଛି। ବୁଧବାର ରାତିରେ ଏହି ମିନିଟ୍ରକଟି ଚୋରା କୋଇଲା ବୋଝେଇ କରି ଅନୁଗୋଳରୁ ହିନ୍ଦୋଳ ଅଭିମୁଖେ ଆସୁଥିବାବେଳେ ପୋଲିସ ହାତରେ ଧରାପଡ଼ିଥିଲା। ଘଟଣାସ୍ଥଳରୁ ଟ୍ରାଇଭର ଫେରାର ହୋଇଯାଇଛି। ଏ ନେଇ ନଂ. ୧୨୫/୨୦ରେ ଏକ ମାମଲା ରୁଜୁ ହୋଇଛି।


All Right Reserved By Dharitri.Com

ଯନ୍ତ୍ରଣାରେ ଛଟପଟ ସନ୍ତୋଷ

ବଇଣ୍ଡା,୧୭।୧୦(ଡି.ଏନ.ଏ.)- ସାଙ୍ଗମାନଙ୍କ ସହ ଖେଳୁଥିବାବେଳେ ପଡିଯାଇ ପେଟରେ ଆଘାତ ପାଇଥିଲେ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଗ୍ରାମର ସନ୍ତୋଷ ସାହୁ (୩୦)। ଜିଲା ମୁଖ୍ୟ...

ମେଡିକାଲର ୩ଶହ କର୍ମଚାରୀ ନେଲେ ତାଲିମ: ପଢ଼ିଲେ ଅଗ୍ନି ନିରାପତ୍ତା ପାଠ

ଅନୁଗୋଳ ଅଫିସ, ୧୫।୯ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ କର୍ମଚାରୀଙ୍କୁ ଶନିବାର ଅଗ୍ନି ନିରାପତ୍ତା ପାଠ ପଢ଼ାଯାଇଛି। କୌଣସି ସ୍ଥାନରେ ଅଗ୍ନି ସଂଯୋଗ ହେଲେ...

ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

ରାୟଗଡ଼ା ଅଫିସ,୨୨।୧୧: ରାୟଗଡ଼ା ଜିଲା କଂଗ୍ରେସ କମିଟି ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି l କେନ୍ଦ୍ରର ଭାଜପା ଏବଂ ରାଜ୍ୟ ସରକାରଙ୍କ ଜନମାରଣ...

ଆଶ୍‌ପାଇପ୍‌ ଫାଟି ଘର ଭିତରେ ପଶିଲା ପାଉଁଶ ପାଣି: କ୍ଷତିପୂରଣ ନ ମିଳିଲେ ରାଜରାସ୍ତାକୁ ଓହ୍ଲାଇବେ ଗ୍ରାମବାସୀ

ତାଳଚେର,୬।୩(ନି.ପ୍ର.): ଏନ୍‌ଟିପିସି ପରିଚାଳନାଧୀନ ଟିଟିପିଏସ୍‌ର ଆଶ୍‌ପାଇପ୍‌ ଜଗନ୍ନାଥପୁର ଗ୍ରାମ ନିକଟରେ ଫାଟିବାରୁ ପାଉଁଶ ପାଣି ରାସ୍ତା ଓ ଲୋକଙ୍କ ଘର ଭିତରେ ମାଡ଼ିଯାଇଛି। ଏନେଇ ଗ୍ରାମବାସୀ...

୫-ଟି ସଚିବଙ୍କ ସମ୍ଭାବ୍ୟ ଗସ୍ତକୁ ନେଇ ମେଡିକାଲରେ ଛନକା: ସୌନ୍ଦର୍ଯ୍ୟ ବଢ଼ାଇବାକୁ ରଖାଗଲା ଫୁଲଗଛ

ଅନୁଗୋଳ ଅଫିସ, ୧୬ା୧୦- ରାଜ୍ୟ ସରକାରଙ୍କ ‘ମୋ ସରକାର’ କାର୍ଯ୍ୟକ୍ରମର ତଦାରଖ ପାଇଁ ୫-ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନଙ୍କଠାରୁ ଆରମ୍ଭ କରି ଅନ୍ୟ ବରିଷ୍ଠ...

ପୋଲିସର ସହଯୋଗକୁ ଆଇଜିଙ୍କ ପ୍ରଶଂସା

ଅନୁଗୋଳ ଅଫିସ, ୨୮।୪ ଲକ୍‌ଡାଉନ୍‌ କଟକଣାକୁ ଅନୁଗୋଳରେ କଡ଼ାକଡ଼ି କରିବା ସହ ଭୋକିଲା ଓ ସହଯୋଗ ଲୋଡ଼ୁଥିବା ଲୋକଙ୍କ ନିକଟରେ ସହାୟତା ପହଞ୍ଚାଇପାରୁଥିବା ଅନୁଗୋଳ ପୋଲିସକୁ...

ଡାକ୍ତରଖାନା ପରିସରରେ ମୃତ ଶିଶୁ

ଅନୁଗୋଳ ଅଫିସ, ୧୯ା୧୦ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ଶୁକ୍ରବାର ଭୋର ସମୟରେ ଜଣେ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର କରାଯାଇଛି। ଶିଶୁର ଦେହରେ...

ଜିଲାପରିଷଦ ସଧାରଣ ବୈଠକ: ଅଧିକାରୀଙ୍କ ଉପରେ ବର୍ଷିଲେ ଜନପ୍ରତିନିଧି

ଅନୁଗୋଳ ଅଫିସ,୧୮।୧୨: ଅନୁଗୋଳ ଜିଲାପରିଷଦ ସମ୍ମିଳନୀ କକ୍ଷରେ ୫୦ତମ ଜିଲା ପରିଷଦ ସାଧାରଣ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଜିଲାପିଷଦ ଅଧ୍ୟକ୍ଷା ବାସନ୍ତୀ କିଷାନଙ୍କ ଅଧ୍ୟକ୍ଷତାରେ...

Leave a comment

Your email address will not be published. Required fields are marked *