୫୦ ପ୍ରବାସୀଙ୍କ ସ୍ବାବ ସଂଗ୍ରହ

ବଇଣ୍ଡା, ୨୧ା୫(ଡି.ଏନ.ଏ.)- ଅନୁଗୋଳ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କିଶୋରନଗର ବ୍ଲକ ନୁନୁକାପଶି ରାମଦେଓ ଉଚ୍ଚ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରୁ ଗୁରୁବାର ୨୫ ଜଣ ଓଡ଼ିଆ ପ୍ରବାସୀ ଶ୍ରମିକଙ୍କ ସ୍ବାବ ସଂଗ୍ରହ କରାଯାଇଛି। ସେହିପରି ଗାଁ ବଇଣ୍ଡା ସଙ୍ଗରୋଧ କେନ୍ଦ୍ରରୁ ୧୭, ଇଚ୍ଛାପୁରରୁ ୩, ଲୁହାମୁଣ୍ଡାରୁ ୫ ଜଣକ ସ୍ବାବ ପରୀକ୍ଷା ପାଇଁ ନିଆଯାଇଛି। ବଇଣ୍ଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଆୟୁଷ ଡାକ୍ତର ସରୋଜ କୁମାର ନନ୍ଦ, ସ୍ବାସ୍ଥ୍ୟକର୍ମୀ ନାରାୟଣ ଦେହୁରୀ, ମନୋଜ ପ୍ରଧଶନ, ଆଶାକର୍ମୀ ମାନିଜା ସେଠୀ, କୋଭିଡ଼ ଷ୍ଟାଫ ନର୍ସ ନିହାରିକା ନାୟକ, ଚନ୍ଦନା ସାହୁ, ବିଦୁସ୍ମିତା ବେହେରା ପ୍ରମୁଖ ସ୍ବାବ ସଂଗ୍ରହ କରିଥିଲେ।


All Right Reserved By Dharitri.Com

ଗଁ। ରେ ପଶି ଜୀବନ ନେଲା ହାତୀ

କଣିହାଁ,୨୯।୧୨(ଡି.ଏନ.ଏ.)-ଅନୁଗୋଳ ଜିଲା ରେଙ୍ଗାଳି ଥାନା କୁଳୁମା ପଞ୍ଚାୟତ ଓଳନ୍ଦା ଗ୍ରାମରେ ଶନିବାର ସାରେ ହାତୀ ଆକ୍ରମଣରେ ନବକିଶୋର ସେଠୀଙ୍କ ମୃତ୍ୟୁ ହୋଇଛି। ଅସାଧୁ ନାୟକଙ୍କ ଚାଳ...

ଗଡ଼ମଣ୍ଡଳ ସରସ୍ବତୀ ଶିଶୁ ମନ୍ଦିରରୁ ଚୋରି

ଛେଣ୍ଡିପଦା,୩।୨(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପାତ୍ରପଡା ପଞ୍ଚାୟତର ଗଡ଼ମଣ୍ଡଳ ସରସ୍ବତୀ ଶିଶୁମନ୍ଦିର କାର୍ଯ୍ୟାଳୟ ତାଲାଭାଙ୍ଗି ରବିବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ନେଇ ସୋମବାର...

ଖୁଲୁଡି ହେବ ଅଗ୍ରଣୀ ପର୍ଯ୍ୟଟନୀ ସ୍ଥଳୀ; ଭିତ୍ତିଭୂମି ବିକାଶ ପାଇଁ ଖର୍ଚ୍ଚ ହେବ ୫ କୋଟି: ବିଧାୟକ

ପାଲଲହଡା,୨୯।୧୦(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡର ପ୍ରସିଦ୍ଧ ଶୈବପୀଠ ଝାରବେଡାସ୍ଥିତ ଖୁଲୁଡି ଗିରିଶ୍ୱର ମନ୍ଦିରର ବିକାଶ ପାଇଁ ଆଗାମୀ ୫ ବର୍ଷରେ ୫ କୋଟିରୁ ଊର୍ଦ୍ଧ୍ୱ...

ସାପ୍ତାହିକ ହାଟ ସ୍ଥାନାନ୍ତର

ବଇଣ୍ଡା, ୧୨।୪(ଡି.ଏନ.ଏ.)- କିଶୋରନଗର ବ୍ଲକ ବଇଣ୍ଡାର ରବିବାର ହେଉଥିବା ସାପ୍ତାହିକ ହାଟକୁ ପୋଲିସ ପ୍ରଶାସନ ପକ୍ଷରୁ ବଇଣ୍ଡା ହାଇସ୍କୁଲ ନିକଟସ୍ଥ ଏକ ଖୋଲା ପଡିଆକୁ ସ୍ଥାନାନ୍ତର...

ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ଦାନ

ପାଲଲହଡ଼ା, ୭ା୪(ଡି.ଏନ.ଏ.)- କରୋନା ମୁକାବିଲା ପାଇଁ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡର ମାଲ୍ୟଗିରି ମହାବିଦ୍ୟାଳୟ ପକ୍ଷରୁ ସହାୟତା ପ୍ରଦାନ କରାଯାଇଛି।...

ଜଳସେଚନ ପ୍ରକଳ୍ପ ପରିଦର୍ଶନ କଲେ ନୀତି ଆୟୋଗ ଟିମ୍‌: ଚାଷୀଙ୍କ ଆର୍ଥତ୍କ ସ୍ଥିତିରେ ଉନ୍ନତି ଉପରେ ଗୁରୁତ୍ୱ

ଅନୁଗୋଳ ଅଫିସ, ୧।୯ – ଅନୁଗୋଳ ଜିଲାକୁ ୩ ଦିନିଆ ଗସ୍ତରେ ଆସିଥିବା ନୀତି ଆୟୋଗର କେନ୍ଦ୍ରୀୟ ଆନ୍ତଃ ମନ୍ତ୍ରଣାଳୟ ଦଳ ରବିବାର ଜିଲାର ବିଭିନ୍ନ...

ସର୍ଭେରେ ସୀମିତ ଧଉରାଗୋଠ ଜଳସେଚନ ପ୍ରକଳ୍ପ : ପାଣିକୁ ଅନାଇଛନ୍ତି ୨୨ ଗ୍ରାମର ବାସିନ୍ଦା

ଆଠମଲ୍ଲିକ,୨୭।୭(ଡି.ଏନ.ଏ.)- ପ୍ରକଳ୍ପ ହେବ। ଜମିକୁ ମାଡ଼ିବ ପାଣି। ଫଳିବ ସୁନାର ଫସଲ। ଏହି ଆଶାରେ ଦୀର୍ଘ ୩୬ ବର୍ଷ ହେଲା ଅପେକ୍ଷା କରିଛନ୍ତି ଆଠମଲ୍ଲିକ ଉପଖଣ୍ଡ...

ବଳାତ୍କାର ଶିକାର ନାବାଳିକାଙ୍କୁ ବାପାଙ୍କ ଜିମା: ପ୍ରଶ୍ନ ଉଠାଇଲା ଶିଶୁ ମଙ୍ଗଳ ସମିତି

ଅନୁଗୋଳ ଅଫିସ, ୧୧।୮ – ଅନୁଗୋଳ ବସ୍‌ଷ୍ଟାଣ୍ଡ ନିକଟରେ ଜୁଲାଇ ୨୧ରେ ବଳାତ୍କାରର ଶିକାର ହୋଇଥିବା ନାବାଳିକାଙ୍କୁ ଅନୁଗୋଳ ପୋଲିସ ଶନିବାର ମେଡିକାଲ ପରିସରରେ ତାଙ୍କ...

Leave a comment

Your email address will not be published. Required fields are marked *