୨୪ ଘଣ୍ଟାରେ ରାଜ୍ୟରୁ ୨୩୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୭।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୩୬ ଜଣ ଚିହ୍ନଟ ହୋଇଥିବା ବେଳେ ୯୭ ଜଣ ଲୋକାଲ କେସ ରହିଛନ୍ତି। ସେହିପରି ୧୮ ବର୍ଷରୁ କମ୍‌ ବୟସର ପିଲା ୩୪ ଜଣ ରହିଛନ୍ତି। ଏନେଇ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ବଲେଶ୍ୱରରରୁ ୭, ବରଗଡରୁ ୭, ଭଦ୍ରକରୁ ୧, ବଲାଙ୍ଗୀରରୁ ୧୨, ବୌଦ୍ଧରୁ ୩, କଟକରୁ ୩୧, ଦେବଗଡରୁ ୨, ଢେଙ୍କାନାଳରୁ ୧, ଗଜପତିରୁ ୧, ଗଞ୍ଜାମରୁ ୪, ଜଗତ୍‌ସିଂପୁରରୁ ୧ ରହିଥିବା ବେଳେ ସେହିପରି ଯାଜପୁରରୁ ୨, ଝାରସୁଗୁଡାରୁ ୧, କଳାହାଣ୍ଡିରୁ ୯, କନ୍ଧମାଳରୁ ୩, କେନ୍ଦୁଝରରରୁ ୨ଜଣ ରହିଛନ୍ତି। ସେହିପରି ଖୋର୍ଦ୍ଧାରୁ ୫୩, କୋରାପୁଟ୍‌ରୁ ୧, ମୟୁରଭଞ୍ଜରୁ ୧୦, ନବରଙ୍ଗପୁରରୁ ୧୧, ନୟାଗଡରୁ ୯, ନୂଆପଡାରୁ ୬, ପୁରୀରୁ ୮, ରାୟଗଡ଼ାରୁ ୨, ସମ୍ବଲପୁରରୁ ୯, ସୁନ୍ଦରଗଡ଼ରୁ ୨୪ ଏବଂ ଷ୍ଟେଟ୍‌ ପୁଲ୍‌ରୁ ୧୧ ଜଣ ଆକ୍ରାନ୍ତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri