Posted inବୌଦ୍ଧ

ସାବିତ୍ରୀ ବ୍ରତ ପାଇଁ ବଜାରରେ ଭିଡ଼: ମାନିଲେନି ସାମାଜିକ ଦୂରତା

ବୌଦ୍ଧ,୨୧ା୫ (ସ୍ବ.ପ୍ର.)-ବୌଦ୍ଧ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩ ଛୁଇଁଛି ା ତେବେ ଆସନ୍ତାକାଲି ସାବିତ୍ରୀ ବ୍ରତ ପଡୁଥିବାରୁ ଲୋକେ ସାମାଜିକ ଦୂରତାକୁ ଭୁଲିଯାଇ ଗୁରୁବାର ଦୈନିକ ବଜାରରେ ଭିଡ ଜମାଇଥିବା ଦେଖିବାକୁ ମିଳିଥିଲା ା ଅଧିକାଂଶ ଲୋକେ ବିନା ମାସ୍କରେ ବୁଲିବା ସହ ଯାନବାହାନ ଉପରେ କୌଣସି ନିୟନ୍ତ୍ରଣ ନ ଥିବା ପରିଲକ୍ଷିତ ହୋଇଥିଲା ା


All Right Reserved By Dharitri.Com

ବୌଦ୍ଧ ପ୍ରଶାସନ ଜାରି କଲା ନୂତନ ନିର୍ଦ୍ଦେଶନାମା

ବୌଦ୍ଧ,୫ା୫(ସ୍ବ.ପ୍ର.)-ତୃତୀୟ ପର୍ଯ୍ୟାୟ ଲକଡାଉନ ପରେ ସାରା ଦେଶକୁ ତିନିଗୋଟି ଜାନରେ ବିଭକ୍ତ କରାଯାଇଛି। ରେଡ, ଅରେଞ୍ଜ ଓ ଗ୍ରୀନ ଜୋନରେ ଭିନ୍ନ ଭିନ୍ନ ଭାବେ ନିୟମ...

ଲକ୍‌ଡାଉନ ଉଲଂଘନ, ୫୧ ଗାଡି ଜବତ

ବୌଦ୍ଧ, ୧୫ା୪(ସ୍ବ.ପ୍ର): ଲକଡାଉନ ନିୟମ ଅମାନିଆ ବାଇକ ଚାଳକଙ୍କୁ ସାବାଡ କରିବାକୁ ବୌଦ୍ଧ ପୋଲିସ ପକ୍ଷରୁ ଉଦ୍ୟମ ହୋଇଛି। ବୁଧବାର ପୋଲିସ ପକ୍ଷରୁ ବିଭିନ୍ନ ଛକରେ...

୪ ଦୋକାନକୁ ସିଲ୍‌ କଲା ପ୍ରଶାସନ

ବୌଦ୍ଧ,୧୨।୪(ସ୍ବ.ପ୍ର):  ସାମାଜିକ ନିୟମ ପାଳନ ନ କରିବା ଅଭିଯୋଗରେ ବୌଦ୍ଧ ସହରର ୪ଟି ଦୋକାନକୁ ସିଲ୍‌ କରାଯାଇଥିବା ବେଳେ ଅନେକ ଦୋକାନୀଙ୍କୁ ଚେତାବନୀ ଦିଆଯାଇଛି। ରବିବାର...

ବର୍ଷାରେ ଭିଜୁଛି ଶହ ଶହ ଧାନ ବସ୍ତା

ବୌଦ୍ଧ,୫।୨(ସ୍ବ.ପ୍ର.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକର ଖଟଖଟିଆ ଧାନ ମଣ୍ଡିରେ ଦୀର୍ଘ ୬ ଦିନ ହେଲା ୨୦ରୁ ୨୫ ଚାଷୀ ଟୋକନ ପାଇ ଧାନ ବିକ୍ରି...

ଲକ୍‌ ଡାଉନରେ ଭୁଲିଆଙ୍କ କୌଳିକ ବୃତ୍ତି ଠପ୍‌: ଦୁଃଖ ଦୁର୍ଦ୍ଦଶାରେ ପରିବାର

ମନମୁଣ୍ଡା, ୧୯।୪ (ଡି.ଏନ.ଏ.)- ଲାଭ ମିଳୁ ନ ମିଳୁ, କାମ ଛୋଟ ହେଉକି ବଡ କେହି ନିଜର କୌଳିକ ବୃତ୍ତିରୁ ବିଚ୍ୟୁତ ହେବାକୁ ଚାହାନ୍ତି ନାହିଁ...

ସରସରା ଧାନ ମଣ୍ଡି ବନ୍ଦ: ଯୋଗାଣ ଅଧିକାରୀଙ୍କୁ ଫେରାଦ

ବୌଦ୍ଧ,୩।୧(ସ୍ବ.ପ୍ର): ବୌଦ୍ଧ ଜିଲାରେ ସମସ୍ତ ମଣ୍ଡିରେ ଧାନ କିଣାବିକା ଚାଲିଥିବା ବେଳେ ସରସରା ମଣ୍ଡି ବନ୍ଦ ରହିଛି। ଏହି ମଣ୍ଡିରେ ଗତ ୧୮ ତାରିଖରୁ ଧାନକିଣା...

ଅଂଶୁମାନର ଚିକିଛା ଲାଗି କଥା ଦେଲେ ଜିଲାପାଳ

ତଳଗାଁ,୩୦।୧୦(ଡି.ଏନ୍‌.ଏ.)-ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଅଧୀନ କୁଶଙ୍ଗ ଗଁାର ଅମିତ ଦେହୁରୀକଁର ପୁଓ ଅଂଶୁମାନ ଦେହୁରୀ(୩)। ଜନମ୍‌ବେଲୁ ତାକର ମୁଡ଼ ଅସୁଆଭାବିକ୍‌ ଭାବେ ବଢ଼ତେଲ ଯାଉଛେ।...

ଯୋଗ୍ୟ ଚାଷୀଙ୍କୁ ମିଳିବ କିଷାନ କ୍ରେଡିଟ କାର୍ଡ

ବୌଦ୍ଧ,୯ା୨(ସ୍ବ.ପ୍ର):ବୌଦ୍ଧ କୃଷି ବିଭାଗ ପକ୍ଷରୁ କିଷାନ କ୍ରେଡିଟ କାର୍ଡ ନେଇ ଏକ ଖବରଦାତା ସମ୍ମିଳନୀ ଜିଲା କୃଷି କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି ା ଜିଲା ମୁଖ୍ୟ...

Leave a comment

Your email address will not be published. Required fields are marked *