କୁରାଳ ପଞ୍ଚାୟତକୁ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ଓଡ଼ଗାଁ,୨୨ା୫(ସ୍ବ.ପ୍ର.): ନୟାଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ସର୍ବାଗ୍ରେ କୁରାଳ ପଞ୍ଚାୟତ ରହିଛି। ଲଗାତାର ଦୁଇ ଦିନରେ ଏହି ପଞ୍ଚାୟତ ଅଧୀନରେ ଥିବା ସଙ୍ଗରୋଧ କେନ୍ଦ୍ରରୁ ୧୬ ସୁରଟ ଫେରନ୍ତା କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଫଳରେ ସରପଞ୍ଚ ପଞ୍ଚାୟତରେ ଶୁକ୍ରବାର ସନ୍ଧ୍ୟା ୬ଟାରୁ ୨୪ ତାରିଖ ରବିବାର ସନ୍ଧ୍ୟା ପର୍ଯ୍ୟନ୍ତ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ସମୟରେ କେବଳ ଜରୁରିକାଳୀନ ସେବାରେ ଥିବା ଡାକ୍ତରଖାନା, ଔଷଧ ଦୋକାନ ଖୋଲିବ। ଆଗାମୀ ଦିନରେ ରାଜ୍ୟ ବାହାରୁ ବହୁସଂଖ୍ୟାରେ ପ୍ରବାସୀ ଆସିବାକୁ ରହିଥିବା ପରିପ୍ରେକ୍ଷୀରେ ସରପଞ୍ଚ ଏହିଭଳି ପଦକ୍ଷେପ ନେଇଥିବା କହିଛନ୍ତି।


All Right Reserved By Dharitri.Com

ବଚସାରୁ ଭୁଜାଲି ମାଡ଼

ବାରିପଦା ଅଫିସ, ୩ା୫- ମୟୂରଭଞ୍ଜ ଜିଲା ବାରିପଦା ହାଟରେ ରବିବାର ସାମାନ୍ୟ ବଚସାରୁ ଭୁଜାଲି ମାଡ଼ରେ ଜଣେ ବ୍ୟକ୍ତି ଗୁରତର ଆହତ ହୋଇଛନ୍ତି। ଚିକିତ୍ସା ପାଇଁ...

ମଦ ବ୍ୟବସାୟୀଙ୍କୁ ସରକାରଙ୍କ ପ୍ରୋତ୍ସାହନ: ଆନ୍ଦୋଳନକୁ ଓହ୍ଲାଇଲା ବେଗୁନିଆ ଜନକଲ୍ୟାଣ ପ୍ରତିଷ୍ଠାନ

ବେଗୁନିଆ, ୧୫।୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅଞ୍ଚଳରେ ଦିନକୁ ଦିନ ବେଆଇନ ନିଶାଦ୍ରବ୍ୟ କାରବାର ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଏଠାରେ ଦେଶୀ ରନ୍ଧା...

ଧାନ ଅମଳ ସମୟରେ ଝିପିଝିପି ବର୍ଷା: ଚାଷୀ ମନରେ ଛନକା

ବନ୍ତ,୨୭।୧୨(ସ୍ବ.ପ୍ର.)-ଏବେ ଚଳିତବର୍ଷ ଖରିଫ୍‌ ଧାନ ଅମଳ ଚାଲିଥିବାବେଳେ ଗୁରୁବାର ଅପରାହ୍ନରେ ଝିପିଝିପି ବର୍ଷା ଆରମ୍ଭ ହୋଇଥିବାରୁ ଚାଷୀ ମନରେ ଛନକା ପଶିଛି। ବର୍ଷାର ପରିମାଣ ବଢ଼ିଲେ...

ଶ୍ରୀମନ୍ଦିରରେ ସରିଲା ଦେବ ଦୀପାବଳି ଉତ୍ସବ

ପୁରୀ ଅଫିସ, ୨୭ା୧୧: ଶ୍ରୀମନ୍ଦିରରେ ଶେଷ ହୋଇଛି ଦେବ ଦୀପାବଳି ଉତ୍ସବ। ବୁଧବାର ମାର୍ଗଶିର ଶୁକ୍ଲ ପ୍ରତିପଦା ତିଥିରେ ବସୁଦେବ ଓ ଦେବକୀ, ନନ୍ଦ ଓ...

ବୈତରଣୀରେ ବୃଦ୍ଧି ପାଉଛି ଜଳସ୍ତର

ଭଣ୍ଡାରିପୋଖରୀ, ୧୪ା୮(ଡି.ଏନ୍‌.ଏ.)- ଲଘୁଚାପ ଜନିତ ବର୍ଷା ଯୋଗୁ ବୈତରଣୀ ନଦୀ ଫୁଲିବା ଆରମ୍ଭ କରିଛି। ନଦୀର ଜଳସ୍ତର ଆଖୁଆପଦା ଆନିକଟ ଠାରେ ମଙ୍ଗଳବାର ସକାଳ ୬ଟାରୁ...

ଝାରସୁଗୁଡ଼ାରୁ ବାରାଣସୀକୁ ଉଡ଼ିଲା ପ୍ରଥମ ବିମାନ

ଝାରସୁଗୁଡ଼ା ଅଫିସ/ଲଖନପୁର,୩୧।୧(ଡି.ଏନ୍‌.ଏ): ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଶୁକ୍ରବାର ଏଲାୟନ୍ସ ଏୟାର୍‌ ଏଟିଆର୍‌ ୭୨ ବିମାନ ଭାୟା ଭୁବନେଶ୍ବର ଦେଇ ବାରାଣସୀକୁ ପ୍ରଥମ...

କରୋନା ସଂକ୍ରମିତ ବ୍ୟବହାର ପରିପାରିବେ ନାହିଁ ମୋବାଇଲ୍‌ ଫୋନ

ଲକ୍ଷ୍ନୌ,୨୪।୫: ଉତ୍ତରପ୍ରଦେଶରେ କରୋନା ସଂକ୍ରମିତଙ୍କୁ ମୋବାଇଲ ବ୍ୟବହାର କରିବାକୁ ମନା କରାଯିବା ପରେ ଏବେ ଏହାକୁ ନେଇ ଆରମ୍ଭ ହୋଇଛି ରାଜନୀତି। ସମାଜବାଦୀ ପାର୍ଟି ମୁଖ୍ୟ...

ଓଡ଼ିଶାରେ ପୁଣି ୧୧ : କରୋନା ସଂକ୍ରମିତ ସଂଖ୍ୟା ହେଲା ୨୦

ଭୁବନେଶ୍ୱର, ୩।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କୁ ନେଇ ଯେଉଁ ଆଶଙ୍କା ଥିଲା ତାହା ବାସ୍ତବ ରୂପ ନେବାରେ ଲାଗିଛି। ଶୁକ୍ରବାର କଟକରେ ଜଣେ ଏବଂ ଭୁବନେଶ୍ୱର...

Leave a comment

Your email address will not be published. Required fields are marked *