ଅମ୍ଫନ୍‌କୁ ଜାତୀୟ ବିପତ୍ତି ଘୋଷଣା କର: ସିପିଏମ୍‌

ନୂଆଦିଲ୍ଲୀ,୨୨ା୫(ପି.ଟି.): ବାତ୍ୟା ଅମ୍ଫନକୁ ଜାତୀୟ ବିପତ୍ତି ଘୋଷଣା କରିବାକୁ ସିପିଆଇ(ଏମ୍‌) ପକ୍ଷରୁ ଦାବି କରାଯାଇଛି। ପଶ୍ଚିମବଙ୍ଗ ଏବଂ ଓଡ଼ିଶାର ଜନସାଧାରଣ କେନ୍ଦ୍ରୀୟ ସହାୟତା ଚାହାନ୍ତି। ଅମ୍ଫନ ପ୍ରଭାବରେ ଓଡ଼ିଶା ଓ ପଶ୍ଚିମବଙ୍ଗର ବ୍ୟାପକ କ୍ଷତି ହୋଇଛି। ଏଭଳି ସମୟରେ ରିଲିଫ ଓ ପୁନର୍ବାସନ ପ୍ରଥମ କାର୍ଯ୍ୟ। ସାରା ଦେଶ କୋଭିଡ୍‌-୧୯ ବିରୋଧରେ ଲଢ଼େଇ କରୁଥିବାବେଳେ ଅମ୍ଫନ କ୍ଷତିଗ୍ରସ୍ତ ଦୁଇ ରାଜ୍ୟର ଜନସାଧାରଣଙ୍କୁ ତୁରନ୍ତ ସହାୟତା ମିଳିବା ଆବଶ୍ୟକ। ୨୦୦୯ର ଅଇଲା ଏବଂ ୨୦୧୯ର ବୁଲ୍‌ବୁଲ୍‌ଠାରୁ ଅମ୍ଫନ ଅଧିକ ଧ୍ୱଂସକାରୀ ବୋଲି ସିପିଏମ୍‌ ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ ଟୁଇଟ୍‌ କରିଛନ୍ତି।


All Right Reserved By Dharitri.Com

ରାଷ୍ଟ୍ରପତି ଭବନରେ କରୋନା

ନୂଆଦିଲ୍ଲୀ,୧୭।୫: କରୋନା ସଂକ୍ରମଣ ଯୋଗୁ ଦେଶରେ ସ୍ଥିତି ଧୀରେଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି।...

ଲକ୍‌ଡାଉନ ୩.୦: ମଦ କିଣିବା ପାଇଁ ଲାଇନ୍‌ ଲଗାଇଲେ ହେଲମେଟ୍‌, ବୋତଲ

ନୂଆଦିଲ୍ଲୀ,୮।୫: କରୋନା ମହାମାରୀ ସହ ମୁକାବିଲା ପାଇଁ ଦେଶରେ ଲକ୍‌ଡାଉନ ୩.୦ ଜାରି ରହିଛି। ତୃତୀୟ ପର୍ଯ୍ୟାୟର ଏହି ଲକ୍‌ଡାଉନରେ ସରକାର କେତେକ କଟକଣାକୁ କୋହଳ...

କରୋନା ହଟ୍‌ସ୍ପଟ୍‌ ଚାନ୍ଦିନୀ ମହଲକୁ ଘୋଷଣା କରାଗଲା କଣ୍ଟେନମେଣ୍ଟ ଜୋନ୍‌

ନୂଆଦିଲ୍ଲୀ,୧୩।୪: ଦିଲ୍ଲୀରେ କରୋନା ଭାଇରସର୍‌ ହଟ୍‌ସ୍ପଟ୍‌ କୁହାଯାଉଥିବା ଚାନ୍ଦିନୀ ମହଲ ଅଞ୍ଚଳରେ ରବିବାର ଆଉ ୨ଜଣଙ୍କର ମୃତ୍ୟୁ ଘଟିଛି। ଏହି ଖବର ସାମ୍ନାକୁ ଆସିବା ପରେ...

୧୯୬୫ ଏବଂ ୧୯୭୧ ଯୁଦ୍ଧ ଯବାନଙ୍କୁ ମିଳୁ ସ୍ବତନ୍ତ୍ରତା ସେନାନୀ ପେନସନ୍‌: ସେନାର ପ୍ରସ୍ତାବ

ନୂଆଦିଲ୍ଲୀ,୧୪।୧: ଶତ୍ରୁ ବିପକ୍ଷରେ ୫୫ ବର୍ଷ ତଳେ ଯୁଦ୍ଧ ଲଢ଼ିଥିବା ଯବାନଙ୍କୁ ସ୍ବତନ୍ତ୍ରତା ସେନାନୀ ପେନସନ୍‌ ମିଳିବ। ଏନେଇ ସେନାଧ୍ୟକ୍ଷ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ...

ନୋଏଡାରେ ଚତୁର୍ଥ କରୋନା ରୋଗୀ

ନୋଏଡା,୧୮।୩: ଉତ୍ତରପ୍ରଦେଶ ନୋଏଡାରେ କରୋନା ଭାଇରସ୍‌ ସଂକ୍ରମଣରେ ଆଉ ଜଣେ ବ୍ୟକ୍ତି ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଏହାକୁ ମିଶାଇ ନୋଏଡାରେ ଏପର୍ଯ୍ୟନ୍ତ ସଂକ୍ରମିତଙ୍କ ସଂଖ୍ୟା ୪...

ଫଡନବିସଙ୍କ ପାଇଁ ସମସ୍ୟା ଆଣିପାରେ ସଂଖ୍ୟା ଗରିଷ୍ଠତା

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ରାଜନୀତି ନୂଆ ମୋଡ ନେଇଥିବା ବେଳେ ଏବେ ସମସ୍ତଙ୍କ ନଜର ଫଡନବିସ ସରକାରଙ୍କ ଉପରେ। ରାତାରାତି ମେଣ୍ଟ ଓ ପରେ ଦେବେନ୍ଦ୍ର ଫଡନବିସ...

ଜେଏନ୍‌ୟୁ ହିଂସା: ‘ଫ୍ରି କଶ୍ମୀର’ ପୋଷ୍ଟରକୁ ନେଇ ସଫେଇ ଦେଲେ ଯୁବତୀ

ମୁମ୍ବାଇ,୭।୧: ଜେଏନ୍‌ୟୁ ହିଂସାକୁ ନେଇ ମୁମ୍ବାଇର ଗେଟ୍‌ ଓ୍ବେ ଅଫ୍‌ ଇଣ୍ଡିଆରେ ବିରୋଧ ପ୍ରଦର୍ଶନ ସମୟରେ ସାମ୍ନାକୁ ଆସିଥିବା ‘ଫ୍ରି କଶ୍ମୀର’ ପୋଷ୍ଟରକୁ ନେଇ ଏବେ...

ଲକ୍‌ଡାଉନ୍‌କୁ ନେଇ କ୍ଷୋଭ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୩।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢି ଚାଲିଛି। ତେବେ କରୋନାର ମୁକାବିଲା କରିବାକୁ କେନ୍ଦ୍ର ସରକାର...

Leave a comment

Your email address will not be published. Required fields are marked *