ଅଗ୍ନିକାଣ୍ଡରେ ଜଳିଗଲା ୩ ବଖରା: ୨ ବଳଦ ଜୀବନ୍ତ ଦଗ୍ଧ

ଖୋର୍ଦ୍ଧା ଅଫିସ,୨୨।୫: ଖୋର୍ଦ୍ଧା ଜିଲା ବୋଲଗଡ଼ ଥାନା ସାଗରଗାଁ ପଞ୍ଚାୟତ ନୂଆସାହି ଗ୍ରାମର ଦାଶରଥୀ ଦଳେଇଙ୍କ ଘରେ ଶୁକ୍ରାବର ଅଗ୍ନିକାଣ୍ଡ ଘଟି ୩ ବଖରା ଜଳିଯିବା ସହ ୨ଟି ବଳଦ ଜୀବନ୍ତ ଦଗ୍ଧ ହୋଇଛନ୍ତି। ଖବର ପାଇ ବୋଲଗଡ଼ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ବିଦ୍ୟୁତ ସର୍ଟଶର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି।


All Right Reserved By Dharitri.Com

ସାକ୍ଷୀଗୋପାଳ ମନ୍ଦିରରେ ଠାକୁରଙ୍କ ଲକ୍ଷ୍ମୀନାରାୟଣ ବେଶ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ସାକ୍ଷୀଗୋପାଳ, ୮।୧୨(ଡି.ଏନ୍‌.ଏ.): ଆଜିଠୁ ଆରମ୍ଭ ହୋଇଛି ପଞ୍ଚୁକ। ଏହି କାର୍ତ୍ତିକ ବଡ଼ ଏକାଦଶୀ ଅବସରରେ ସାକ୍ଷୀଗୋପାଳ ମନ୍ଦିରରେ ଠାକୁରଙ୍କ ଲକ୍ଷ୍ମୀନାରାୟଣ ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ...

ଭଙ୍ଗାଗଲା ବଇଣ୍ଡା ରାଧାକୃଷ୍ଣ ମନ୍ଦିର

ବଇଣ୍ଡା,୧୨।୧୦(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ରାଧାକୃଷ୍ଣ ମନ୍ଦିରକୁ ଶନିବାର ଠିକାସଂସ୍ଥା ପକ୍ଷରୁ ଭଙ୍ଗାଯାଇଛି। ୫୫ ନଂ. ଜାତୀୟ ରଜପଥ ସମ୍ପ୍ରସାରଣରେ ଉକ୍ତ ମନ୍ଦିର ଉଚ୍ଛେଦ...

ବାଲି ଚୋରା ଚାଲାଣ ନ ରୋକିଲେ ଆନ୍ଦୋଳନ

ଭଣ୍ଡାରିପୋଖରୀ, ୩୧।୧୦ (ଡି.ଏନ.ଏ.)- ଭଣ୍ଡାରିପୋଖରୀ ତହସିଲ ବୈତରଣୀ ନଦୀର ବିଭିନ୍ନ ଘାଟରୁ ବେଆଇନ ଭାବେ ବାଲି ଉତ୍ତୋଳନ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ...

ଖାଦ୍ୟ ସୁରକ୍ଷା ଯୋଜନା ହିତାଧିକାରୀଙ୍କୁ ଟଙ୍କା ବଣ୍ଟନ

ଭବାନୀପାଟଣା/କୋକସରା-୪ । ୪, (ଡି.ଏନ.ଏ.) : ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ଥିବା ରାଜ୍ୟର ହିତାଧିକାରୀମାନଙ୍କୁ ଓଡ଼ିଶା ସରକାର ଆଗୁଆ ୩ ମାସର ରାସନ ସାମଗ୍ରୀ...

ଚୋରାରେ ପିଗ୍‌ ଆଇରନ କିଣି ଗିରଫ ହେଲେ ଶିଳ୍ପପତି

ଯାଜପୁର ଅଫିସ, ୩୦-୧୦- ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଏକ କାରଖାନାରୁ ଛତିଶଗଡ଼ ଯାଉଥିବା ପିଗ୍‌ ଆଇରନକୁ ଚୋରାରେ କିଣି ରାରକେଲାର ଜଣେ ଶିଳ୍ପପତି ଯାଜପୁର...

ମକା ବିକ୍ରି ପାଇଁ ମଣ୍ଡି ନାହିଁ, ଚାଷୀ ହତାଶ

ଆର.ଉଦୟଗିରି,୧୪ା୧୨(ଡି.ଏନ.ଏ.)-ଗଜପତି ଜିଲା ଆର.ଉଦୟଗିରି, ନୂଆଗଡ ଓ ମୋହନା ବ୍ଲକ ଅଞ୍ଚଳରେ ବ୍ୟାପକ ମକା ଚାଷ ହେଉଛି। ସରକାର ଚାଷୀମାନଙ୍କଠାରୁ ମକା କ୍ରୟ କରୁ ନ ଥିବାବେଳେ...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବରଗଡ଼ରେ ହେବ କ୍ୟାନ୍‌ସର ହସ୍ପିଟାଲ

ବରଗଡ ଅଫିସ,୨୧।୧- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବରଗଡ ଗସ୍ତରେ ଆସି ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା(ଖେଦାପାଲି) ନିକଟରେ ନିର୍ମିତ ନୂତନ ଜିଲା ମୁଖ୍ୟ ଡାକ୍ତରଖାନା,...

ଏସିଆନ୍‌ କୋଚ୍‌ ଭାବେ ଏହେସାସ ହୋତାଙ୍କ ସଫଳତା

ବୀରମହାରାଜପୁର, ୧୦।୬ (ଡି.ଏନ୍‌.ଏ): ଜାତୀୟ ଏବଂ ଅନ୍ତର୍ଜାତୀୟସ୍ତରର କ୍ରୀଡ଼ା କ୍ଷେତ୍ରରେ ଲଗାତର ପାରଦର୍ଶିତା ପ୍ରଦର୍ଶନ କରି ଚର୍ଚ୍ଚାକୁ ଆସିଥିବା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରର ଯୁବ କ୍ରୀଡାବିତ୍‌...

Leave a comment

Your email address will not be published. Required fields are marked *