ଓଡ଼ିଶା: ଆଜିର ଫଟୋ

ସାବିତ୍ରୀ ଅମାବାସ୍ୟାରେ ମହାପ୍ରସାଦ ପାଇଁ ଶ୍ରୀମନ୍ଦିର ସମ୍ମୁଖରେ ଶ୍ରଦ୍ଧାଳୁ

ପୁରୀଘାଟ ଦେବୀଗଡ଼ା କାଠଯୋଡି ନଦୀତଟ ପାର୍ଶ୍ୱରେ ଥିବା ବରଗଛ ମୂଳରେ ସାବିତ୍ରୀ ବ୍ରତପୂଜା କରୁଥିବା ବିହାରୀ ସମ୍ପ୍ରଦାୟର ମହିଳାମାନେ

ଲକ୍‌ଡାଉନ ୪.୦ ନିୟମରେ କୋହଳ ହେବା ପରେ ଶୁକ୍ରବାର ପ୍ରଥମ କରି ଭୁବନେଶ୍ୱର ରେଲଓ୍ବେ ଷ୍ଟେଶନର ଟିକେଟ କାଉଣ୍ଟର ଖୋଲିଛି

ନିମଖଣ୍ଡି ପ୍ରାଥମିକ ବିଦ୍ୟାଳୟରେ ପ୍ରବାସୀ ଓଡିଆମାନେ ଛାତ୍ରୀଛାତ୍ରଙ୍କ ପାଇଁ ଶିକ୍ଷଣ ଉପକରଣ ପ୍ରସ୍ତୁତ କରିଛନ୍ତି

ଆଳୁ ବୋଝେଇ ଟ୍ରକ ଉପରେ ବହୁ ଲୋକ ବସି ଯାଉଛନ୍ତି


All Right Reserved By Dharitri.Com

ଓଡ଼ିଶା: ଆଜିର ଫଟୋ

ଭୁବନେଶ୍ୱରରେ ସାମାଜିକ ଦୂରତ୍ୱ ରକ୍ଷା ହେଉ ନଥିବାରୁ ୟୁନିଟ-୧ ରାସ୍ତାପାର୍ଶ୍ଵରେ ଥିବା ଦୋକାନଗୁଡିକୁ ବିଏମସି ପକ୍ଷରୁ ଉଛେଦ କରାଯାଉଛି   ଯାନବାହନ ଚଳାଚଳ କଟକଣା କୋହଳ...

ଓଡ଼ିଶା: ଆଜିର ଫଟୋ

ସମ୍ଭାବ୍ୟ ବାତ୍ୟାର ମୁକାବିଲା ନେଇ କଟକରେ ଅଗ୍ନିଶମ ବିଭାଗ ପକ୍ଷରୁ ପ୍ରସ୍ତୁତି ରସୁଲଗଡ଼ ଆଶ୍ରମ ସ୍କୁଲରେ ପ୍ରବାସୀ ଓଡ଼ିଆଙ୍କୁ ସରକାରଙ୍କ ପକ୍ଷରୁ ରନ୍ଧାଖାଦ୍ୟ ଦିଆଯାଉଛି। ଖାଦ୍ୟଦେବା...

ଓଡ଼ିଶା: ଆଜିର ଫଟୋ

ବାତ୍ୟା ‘ଅମ୍ପନ’ ଯୋଗୁଁ ଉପକୂଳବର୍ତ୍ତୀ ଅଞ୍ଚଳ ସମେତ ରାଜ୍ୟର ଅନେକ ସ୍ଥାନରେ ଭୀଷଣ ବର୍ଷା ଓ ପବନ ଅନୁଭୂତ ହୋଇଛି   ବାତ୍ୟା ‘ଅମ୍ଫନ’ ପ୍ରଭାବରେ...

ଓଡ଼ିଶା: ଆଜିର ଫଟୋ

ଦରଘାବଜାର ସ୍ଥିତ କ୍ୟୁଡମ୍‌-ଇ-ରସୁଲ ବନ୍ଦ ଥିବା ବେଳେ କରୋନା କଟକଣାକୁ ମାନି ପବିତ୍ର ଇଦ୍‌-ଉଲ୍‌-ଫିତର ପାଳନ ଅବସରରେ ମୁସଲମାନଧର୍ମୀ ବ୍ୟକ୍ତି ନମାଜ ପାଠ କରୁଛନ୍ତି। ସରକାରଙ୍କ...

ଓଡ଼ିଶା: ଆଜିର ଫଟୋ

୪ର୍ଥ ପର୍ଯ୍ୟାୟ ଲକ୍‌ଡାଉନ କୋହଳ ଯୋଗୁ ରବିବାର ସକାଳେ ଭୁବନେଶ୍ୱରସ୍ଥିତ ଫରେଷ୍ଟ ପାର୍କ ଖୋଲିବା ପରେ ଲୋକମାନେ ପ୍ରାତଃଭ୍ରମଣ କରୁଛନ୍ତି। ପ୍ରବଳ ଖରାରୁ ରକ୍ଷା ପାଇବା...

ଓଡ଼ିଶା: ଆଜିର ଫଟୋ

ସାବିତ୍ରୀ ବ୍ରତ ପାଇଁ ଫଳ ଓ ସାଢି ଦୋକାନରେ ଗହଳି ଲାଗି ରହିଛି ସାବିତ୍ରୀ ବ୍ରତ ପାଇଁ ଦୋଳମୁଣ୍ଡାଇ ଛକଠାରେ ମହିଳାମାନେ ଶଙ୍ଖ ଓ ପୂଜା...

ଓଡ଼ିଶା: ଆଜିର ଫଟୋ

ଲକଡାଉନ ୩.୦ରେ ରାଜଧାନୀ ଭୁବନେଶ୍ୱରର ଦୃଶ୍ୟ   କରୋନା ସଚେତନତା ପାଇଁ କଟକ ପୁରୀଘାଟ ନିକଟରେ ବୁଲୁଥିବା ଯାନ   ବ୍ୟସ୍ତବହୁଳ ରାଜଧାନୀ ଭୁବନେଶ୍ୱରରେ ଟ୍ରାଫିକ...

Leave a comment

Your email address will not be published. Required fields are marked *