ସଙ୍ଗୀତ ମାଧ୍ୟମରେ କରୋନା ସଚେତନ କଲେ ଶିକ୍ଷକ

ଦାରିଙ୍ଗବାଡ଼ି,୨୨।୫(ଡି.ଏନ.ଏ)-କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ କରିବା ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନତା ସୃଷ୍ଟି କରାଯାଉଛି। ଏହି ସମୟରେ କନ୍ଧମାଳ ଜିଲା ଚକାପାଦ ବ୍ଲକ ଲାଇନପଡ଼ା ସରକାରୀ ବିଦ୍ୟାଳୟର ଶିକ୍ଷକ ଅସିତ କୁମାର ନନ୍ଦ ସଙ୍ଗୀତ ମାଧ୍ୟମରେ କରୋନା ସଚେତନତା ସୃଷ୍ଟି କରି ଚର୍ଚ୍ଚାକୁ ଆସିଛନ୍ତି। ସେ ନିଜ କଣ୍ଠରେ କରୋନାକୁ ନେଇ ସଙ୍ଗୀତ ଏବଂ ଭିଡିଓ ପ୍ରସ୍ତୁତ କରି ଲୋକଙ୍କୁ ସଚେତନ କରିଛନ୍ତି। ଅସିତଙ୍କ ଦ୍ୱାରା କଣ୍ଠଦାନ କରାଯାଇଥିବା ‘ଜିତିବ ମୋ ଦେଶ’ ସଙ୍ଗୀତଟି ବେଶ୍‌ ଚର୍ଚ୍ଚା ହେବା ସହ ଭାଇରାଲ ହୋଇଛି। କ.ନୂଆଗାଁ ବିଇଓଙ୍କ କାର୍ଯ୍ୟାଳୟର ଆକାଉଣ୍ଟାଣ୍ଟ ଗୋପିନାଥ ରାଉତ ଗୀତଟିକୁ ରଚନା କରିଥିବାବେଳେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ରାଜେନ୍ଦ୍ର ବେହେରା।


All Right Reserved By Dharitri.Com

କୋଟାରୁ ଫେରିଥିବା ଛାତ୍ରୀଛାତ୍ରଙ୍କ ସ୍ବାବ୍‌ ସଂଗ୍ରହ

ସୋନପୁର,୪।୫(ନି.ପ୍ର.): ଲକ୍‌ଡାଉନ୍‌ ଯୋଗୁଁ ରାଜସ୍ଥାନର କୋଟାରେ ଫସି ରହିଥିବା ସୁବର୍ଣ୍ଣପୁର ଜିଲାର ୩୭ ଛାତ୍ରୀଛାତ୍ର ସୋମବାର ସୋନପୁରରେ ପହଞ୍ଚତ୍ଛନ୍ତି । ୨ଟି ସ୍ବତନ୍ତ୍ର ବସ୍‌ରେ ମେଡିକାଲ...

ଭୁବନେଶ୍ୱର କରୋନା ହଟ୍‌ସ୍ପଟ୍‌: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୭।୪(ବ୍ୟୁରୋ): କରୋନା ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ନିୟୋଜିତ ହୋଇଥିବା ସମସ୍ତ ଅଧିକାରୀ...

୨୪ ଘଣ୍ଟାରେ ୧୮୦୦ରୁ ଅଧିକ କରୋନା ସଂକ୍ରମିତ ହେଲେ ସୁସ୍ଥ

ନୂଆଦିଲ୍ଲୀ,୧୩।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହେବାରେ ଲାଗିଛି। ଇତିମଧ୍ୟରେ ୭୪ ହଜାର ୨୮୧ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି।...

ପିଏମ୍‌ କେୟାର୍ସ ଫଣ୍ଡକୁ ୫୦୦କୋଟି ଦାନ କଲା ରିଲାଏନ୍ସ

ନୂଆଦିଲ୍ଲୀ,୩୧।୩: କରୋନା ସହ ମୁକାବିଲା ପାଇଁ ଦେଶର ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରି ମଙ୍ଗଳବାର ପିଏମ୍‌ କେୟାର୍ସ ଫଣ୍ଡକୁ ୫୦୦କୋଟି ଟଙ୍କା...

ଭୁବନେଶ୍ୱରର ୫ଟି ସ୍କୁଲରେ ସ୍ବାବ୍‌ ନମୂନା ସଂଗ୍ରହ ଆରମ୍ଭ

ଭୁବନେଶ୍ୱର,୧୧।୪(ବ୍ୟୁରୋ): କରୋନା (କୋଭିଡ-୧୯) ଟେଷ୍ଟ ପାଇଁ ଶନିବାରଠାରୁ ଭୁବନେଶ୍ୱରର ବିଭିନ୍ନ ସ୍କୁଲରେ ଆରମ୍ଭ ହୋଇଛି ସ୍ବାବ୍‌ ନମୁନା ସଂଗ୍ରହ ପ୍ରକ୍ରିୟା। ରାଜଧାନୀର ୫ଟି ସ୍କୁଲରେ ମେଡିକାଲ...

ଘୋର ମାନ୍ଦାବସ୍ଥା: ଜିଡିପି ଖସିବ ୪୫%

ନୂଆଦିଲ୍ଲୀ,୧୯।୫: ଦେଶର ଜିଡିପି ଗତ କିଛି ତ୍ରୈମାସ ହେବ ଲଗାତର ଭାବେ ଖସି ଚାଲିଥିବା ବେଳେ ଚଳିତ ବର୍ଷ ଏହା ପ୍ରାୟ ୧.୯% ରହିବ ବୋଲି...

ଅଗଷ୍ଟ ୧ରୁ କଲେଜ ପାଠପଢ଼ା

ନୂଆଦିଲ୍ଲୀ,୩୦ା୪: ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ୨୦୨୦-୨୧ ଶିକ୍ଷାବର୍ଷ ଲାଗି ବୁଧବାର ନୂଆ ଗାଇଡ୍‌ଲାଇନ ଜାରି କରିଛି। ଏହି ଗାଇଡ୍‌ଲାଇନ ଅନୁଯାୟୀ ପୁରୁଣା ଛାତ୍ରୀଛାତ୍ରଙ୍କ ପାଠପଢ଼ା...

ସ୍ବତନ୍ତ୍ର ପ୍ୟାକେଜ ଘୋଷଣାକୁ ଉଦ୍ୟୋଗ ସଂଘର ଦାବି

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ଲକ୍‌ଡାଉନ ଯୋଗୁ ରାଜ୍ୟରେ ଥିବା ୨ ଲକ୍ଷରୁ ଊର୍ଦ୍ଧ୍ୱ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ)ଗୁଡିକ ଗୁରୁତର ଭାବେ ପ୍ରଭାବିତ ହୋଇଛି। ଏସବୁ...

Leave a comment

Your email address will not be published. Required fields are marked *