Posted inଜାତୀୟ

ପାକିସ୍ତାନ ବିମାନ ଦୁର୍ଘଟଣା: ସମବେଦନା ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୨।୫: ପାକିସ୍ତାନରେ ହୋଇଥିବା ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଟୁଇଟ୍‌ କରି ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ଆହତଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର ଲାହୋରରୁ କରାଚି ଯାଉଥିବା ପାକିସ୍ତାନ ଇଣ୍ଟରନ୍ୟାଶନାଲ ଏୟାରଲାଇନ୍ସ(ପିଆଇଏ)ର ଏକ ବିମାନ ଦୁର୍ଘଟଣାର ଶିକାର ହୋଇଛି। ବିମାନଟି କରାଚି ବିମାନ ବନ୍ଦର ନିକଟରେଥିବା ଜନବସତି ଅଞ୍ଚଳରେ ଖସିପଡିବା ଫଳରେ ସେଠାରେ କେତେଗୁଡିଏ କୋଠାରେ ନିଆଁ ଲାଗିଯାଇଥିବା ଦେଖାଯାଇଥିଲା। ବିମାନଟି କରାଚି ବିମାନ ବନ୍ଦରରେ ଅବତରଣ କରିବା ସମୟରେ ଏହି ଦୁର୍ଘଟଣା ହୋଇଥିବା ଜଣାପଡିଛି। ଏଥିରେ ୮ କ୍ରିୟୁ ମେମ୍ବରଙ୍କ ସହ ୯୦ ଜଣ ଯାତ୍ରୀ ଥିବା କୁହାଯାଉଛି। ମୃତାହତଙ୍କ ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ଖବର ମିଳିନାହିଁ।


All Right Reserved By Dharitri.Com

ମହାରାଷ୍ଟ୍ରରେ ଭାଜପା ଖେଳ ଶେଷ:ପରାଜୟ ପୂର୍ବରୁ ପଳାୟନ

ନୂଆଦିଲ୍ଲୀ/ମୁମ୍ବାଇ,୨୭-୧୧:ମହାରାଷ୍ଟ୍ରରେ କ୍ଷମତା ଦଖଲ ପାଇଁ ଚାଲିଥିବା ଭାଜପାର ସଂଖ୍ୟାଖେଳ ଶେଷ ହୋଇଯାଇଛି। ବୁଧବାର ସନ୍ଧ୍ୟା ୫ଟା ସୁଦ୍ଧା ଆସ୍ଥାଭୋଟର ସମ୍ମୁଖୀନ ହୋଇ ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେବା...

ଉତ୍ତରପ୍ରଦେଶରେ ମାର୍ଚ୍ଚ ୨୨ଯାଏଁ ସମସ୍ତ ସ୍କୁଲ, କଲେଜ ବନ୍ଦ

ଲକ୍ଷ୍ନୌ,୧୩।୩: କରୋନା ଭାଇରସ ସାରା ଦେଶରେ ଆତଙ୍କ ଖେଳାଇଛି। ଦେଶର ବିଭିନ୍ନ ସ୍ଥାନରେ କରୋନା ମାମଲା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏହି ରୋଗରେ...

ସରୁନି ଦାଦନ ଦୁର୍ଦ୍ଦିନ

ନୂଆଦିଲ୍ଲୀ,୧୫।୫: ମାର୍ଚ୍ଚ ୨୫ରେ ଆରମ୍ଭ ହୋଇଥିବା ଲକ୍‌ଡାଉନ୍‌ର ଏବେ ତୃତୀୟ ପର୍ଯ୍ୟାୟ ଚାଲିଛି। ଏହି ତିନି ପଯର୍ର୍‌ୟାୟ ତାଲାବନ୍ଦ ମଧ୍ୟରେ ଉଜୁଡ଼ିଯାଇଛି ଅର୍ଥନୀତି ଓ ଏହା...

ଆଖି ବୁଜିଲେ ଉନ୍ନାଓ ପୀଡ଼ିତା

ନୂଆଦିଲ୍ଲୀ,୭।୧୨: ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ହାରିଯାଇଛନ୍ତି ଉନ୍ନାଓର ଗଣବଳାତ୍କାର ପୀଡ଼ିତା। ୨୩ ବର୍ଷୀୟା ଯୁବତୀଙ୍କ ଶରୀରର ୯୦ ଭାଗ ପୋଡ଼ିଯାଇଥିବାରୁ ତାଙ୍କୁ ଗୁରୁବାର...

ମେ’ ୧୮ ପର୍ଯ୍ୟନ୍ତ ବଢିପାରେ ଲକ୍‌ଡାଉନ ଅବଧି

ମୁମ୍ବାଇ,୨୫।୪: କରୋନା ଭାଇରସକୁ ନେଇ ଦେଶରେ ଚାଲିଥିବା ଲକ୍‌ଡାଉନ ଅବଧି ମେ’ ୩ରେ ଶେଷ ହେଉଛି। ହେଲେ ମୁମ୍ବାଇ ଓ ପୁନେରେ ଏହି ଲକ୍‌ ଡାଉନ୍‌...

ଅଯୋଧ୍ୟା ମାମଲାରେ ଦାଖଲ ହୋଇଥିବା ସମସ୍ତ ପୁନର୍ବିଚାର ଆବେଦନ ସୁପ୍ରିମକୋର୍ଟରେ ଖାରଜ

ନୂଆଦିଲ୍ଲୀ,୧୨।୧୨: ଅଯୋଧ୍ୟା ମାମଲାକୁ ନେଇ ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ସମସ୍ତ ପୁନର୍ବିଚାର ଆବେଦନ ଗୁରୁବାର ଖାରଜ ହୋଇଯାଇଛି। ଗତ ନଭେମ୍ବର ୯ରେ ସୁପ୍ରିମକୋର୍ଟ ଅଯୋଧ୍ୟା ଜମି...

ବିବାହରେ କନ୍ୟାଙ୍କୁ ଏକ ତୋଳା ସୁନା ଉପହାର ଦେବେ ଆସାମ ସରକାର: ଜାନୁଆରୀ ୧ରୁ ଯୋଜନା ହେବ ଲାଗୁ

ଗୁଆହାଟୀ,୩୦।୧୨: ଆସାମରେ ୧ ଜାନୁୟାରୀଠାରୁ ସରକାର ଏକ ନୂଆ ଯୋଜନା ଲାଗୁ କରିବାକୁ ଯାଉଛନ୍ତି। ଏହି ଯୋଜନା ଅନ୍ତର୍ଗତ ବିବାହରେ ସରକାର ପ୍ରତି କନ୍ୟାଙ୍କୁ ଏକ...

କରୋନା ଯୋଗୁ ପୃଥିବୀ ଅର୍ଥନୀତି ଦୋହଲିଯିବା ଆଶଙ୍କା !

ନୂଆଦିଲ୍ଲୀ, ୨୬।୧: ସମ୍ପ୍ରତି ଚାଇନାରେ ଦେଖାଦେଇଥିବା କରୋନା ଭୁତାଣୁ ସଂକ୍ରମଣ ୧୧ଟି ଅନ୍ୟ ଦେଶକୁ ବ୍ୟାପିଛି। ଇତିମଧ୍ୟରେ ଏହାଯୋଗୁ ୫୬ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୬...

Leave a comment

Your email address will not be published. Required fields are marked *