Posted inଜାତୀୟ

ପ୍ରବାସୀ ଶ୍ରମିକଙ୍କ ଗସ୍ତ ଖର୍ଚ୍ଚ ବହନ କରିବେ କର୍ନାଟକ ସରକାର

ବେଙ୍ଗାଲୁରୁ,୨୨।୫: ପ୍ରବାସୀ ଶ୍ରମିକଙ୍କ ଗସ୍ତ ଖର୍ଚ୍ଚ କର୍ନାଟକ ସରକାର ବହନ କରିବେ ବୋଲି ଶୁକ୍ରବାର ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ଘୋଷଣା କରିଛନ୍ତି। ମେ ୩୧ ପର୍ଯ୍ୟନ୍ତ ଯେଉଁ ଶ୍ରମିକମାନେ ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ କର୍ନାଟକ ଗସ୍ତ କରିଛନ୍ତି ସେମାନଙ୍କ ଗସ୍ତ ଖର୍ଚ୍ଚ ସରକାର ବହନ କରିବେ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟଳୟ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି ଯେ ଯେଉଁ ପ୍ରବାସୀ ଶ୍ରମିକମାନେ ଗସ୍ତ ଖର୍ଚ୍ଚ ଦେବାକୁ ସକ୍ଷମ ନୁହଁନ୍ତି ସେମାନଙ୍କ ଗସ୍ତ ଖର୍ଚ୍ଚ ସରକାର ବହନ କରିବେ।


All Right Reserved By Dharitri.Com

ଲକ୍‌ଡାଉନ ନିୟମ ଭାଙ୍ଗି ଗୋପାଳଗଞ୍ଜ ଅଭିମୁଖେ ତେଜସ୍ବୀ

ପାଟନା,୨୯।୫: ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ନେତା ତେଜସ୍ବୀ ଯାଦବ ଶୁକ୍ରବାର ଲକ୍‌ଡାଉନ ନିୟମ ଭାଙ୍ଗି ବିହାର ପାଟନାରୁ ଗୋପାଳଗଞ୍ଜ ଅଭିମୁଖେ ଯାତ୍ରା କରିଛନ୍ତି। ଏହି...

ବାମପନ୍ଥୀଙ୍କ ଆନ୍ଦୋଳନ ଆଜି

ନୂଆଦିଲ୍ଲୀ,୧୯।୧୨: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)କୁ ବିରୋଧ କରି ବାମପନ୍ଥୀ ଦଳଗୁଡ଼ିକ ଗୁରୁବାର ଦେଶବ୍ୟାପୀ ବିକ୍ଷୋଭ କରିବେ। ସିପିଆଇ,...

ବର୍ଷକ ପାଇଁ ଦରମାର ୩୦ ପ୍ରତିଶତ ଛାଡ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୪।୫: ଦେଶରେ କରୋନା ସଂକ୍ରମଣର ମୁକାବିଲା କରିବାକୁ ଗତ ମାର୍ଚ୍ଚ ମାସରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପିଏମ୍‌ କେୟାର୍ସ ଫଣ୍ଡକୁ ତାଙ୍କର ଗୋଟିଏ ମାସର ଦରମା...

ରତନ ଟାଟାଙ୍କ ପ୍ରେମ କାହାଣୀ: ଚାଇନା ଯୋଗୁ ପ୍ରେମିକାଙ୍କୁ କରିପାରିଲେନି ବିବାହ

ମୁମ୍ବାଇ,୧୩।୨: ଟାଟା ଗ୍ରୁପ୍‌ର ଅଧ୍ୟକ୍ଷ ରତନ ଟାଟା ଚାଇନା ଯୋଗୁ ପ୍ରେମିକାଙ୍କୁ ବିବାହ କରି ପାରି ନ ଥିଲେ। ଏ ସମ୍ପର୍କରେ ସେ ନିଜ ଫେସ୍‌ବୁକ୍‌...

ସାଧ୍ୱୀ ପ୍ରାଚୀଙ୍କୁ ଆଲିଗଡ଼ ମନା

ଆଲିଗଡ଼,୧୦ା୬(ପି.ଟି.): ହିନ୍ଦୁତ୍ୱବାଦୀ ନେତା ସାଧ୍ୱୀ ପ୍ରାଚୀ ରବିବାର ଆଲିଗଡ଼ର ତପ୍ପାଲ ସହରକୁ ଯାଉଥିବାବେଳେ ଉତ୍ତେଜନା ଆଶଙ୍କାରେ ତାଙ୍କୁ ରୋକାଯାଇଛି। ହତ୍ୟାର ଶିକାର ହୋଇଥିବା ଅଢ଼େଇ ବର୍ଷୀୟା...

ବଢିଲା କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୧୩।୩: ଦେଶରେ କରୋନା ଭାଇରସର ଆତଙ୍କ ଚାଲିଥିବା ବେଳେ ମୋଦିଙ୍କ କ୍ୟାବିନେଟ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର ଆଣିଛନ୍ତି। ଶୁକ୍ରବାର ହୋଇଥିବା କ୍ୟାବିନେଟ...

ଟ୍ରାଫିକ୍‌ ନିୟନ୍ତ୍ରଣ କରିବେ ଘୋଡ଼ା ସବାର ପୋଲିସ

ମୁମ୍ବାଇ, ୨୦।୧: ମୁମ୍ବାଇରେ ଟ୍ରାଫିକ୍‌ ନିୟନ୍ତ୍ରଣ ପାଇଁ ସରକାର ଏକ ନିଆରା ଉଦ୍ୟମ ଆରମ୍ଭ କରିଛନ୍ତି। ୮୮ ବର୍ଷ ପରେ ପୁଣିଥରେ ଘୋଡ଼ା ସବାର ଟ୍ରାଫିକ୍‌...

ମାଓବାଦୀଙ୍କ ଟାର୍ଗେଟରେ ଏସ୍‌ପି ନେତା: ଅପହରଣ ପରେ କଲେ ହତ୍ୟା

ବିଜାପୁର,୧୯।୬: ଛତିଶଗଡ଼ରେ ପୁଣି ମାଓବାଦୀଙ୍କ ଦବ୍‌ଦବା ଦେଖିବାକୁ ମିଳିଛି। ମଙ୍ଗଳବାର ରାତିରେ ସମାଜବାଦୀ ପାର୍ଟି (ଏସ୍‌ପି) ନେତା ସନ୍ତୋଷ ପୁନେମଙ୍କୁ ମାଓବାଦୀ ଅପହରଣ କରି ହତ୍ୟା...

Leave a comment

Your email address will not be published. Required fields are marked *