ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମୁଖ୍ୟଙ୍କୁ ଭେଟିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୩।୫: ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମୁଖ୍ୟମାନଙ୍କୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶୁକ୍ରବାର ଭେଟିଛନ୍ତି। ଭିଡିଓ କନ୍‌ଫରେନ୍ସ ଯୋଗେ ହୋଇଥିବା ଏହି ବୈଠକରେ ଅର୍ଥମନ୍ତ୍ରୀ ବିଭିନ୍ନ ପ୍ରସଙ୍ଗ ଉପରେ ସମୀକ୍ଷା କରିଛନ୍ତି। କୋଭିଡ୍‌ ପ୍ରଭାବିତ ଅର୍ଥ ବ୍ୟବସ୍ଥାକୁ ଟ୍ରାକ୍‌କୁ ଫେରାଇ ଆଣିବା ଲାଗି ସରକାରଙ୍କ ମେଗା ଆତ୍ମନିର୍ଭର ଭାରତ ପ୍ୟାକେଜ ଲାଗୁ କରାଇବା ଦିଗରେ ବ୍ୟାଙ୍କଗୁଡିକ ସହଯୋଗ କରନ୍ତୁ ବୋଲି ସେ ଏହି ଅବସରରେ ଆହ୍ବାନ ଜଣାଇଛନ୍ତି। ସରକାର ୨୦ଲକ୍ଷ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଥିବା ବେଳେ ରିଜର୍ଭ ବ୍ୟାଙ୍କ ଶୁକ୍ରବାର ରେପୋ ହ୍ରାସ କରିଛି। ଏହାବାଦ କେନ୍ଦ୍ର କ୍ୟାବିନେଟ ଗୁରୁବାର ବିଭିନ୍ନ ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରିଛି। ସରକାରଙ୍କ ଏହି ଯୋଜନାଗୁଡିକ ପ୍ରଭାବିତ ଅର୍ଥ ବ୍ୟବସ୍ଥାକୁ ଆଗକୁ ବଢ଼ାଇବା ଦିଗରେ ସହାୟକ ହେବ ବୋଲି ସୀତାରାମନ ମତପ୍ରକାଶ କରିଛନ୍ତି।


All Right Reserved By Dharitri.Com

ମ୍ୟୁଚୁଆଲ ଫଣ୍ଡ୍‌ରେ ସୁଧାର ଉଦ୍ୟମ: ଆର୍‌ବିଆଇ ପକ୍ଷରୁ ୫୦ ହଜାର କୋଟିର ସ୍ବତନ୍ତ୍ର ନଗଦ ଘୋଷଣା

ନୂଆଦିଲ୍ଲୀ,୨୭।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ ଦେଶର ଅର୍ଥନୀତିରେ ସୁଧାର ଆଣିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ପକ୍ଷରୁ ୫୦...

ଡେପୁଟି ଗଭର୍ନର ଭାବେ ବିଶ୍ୱନାଥନଙ୍କୁ ପୁନଃନିଯୁକ୍ତି

ମୁମ୍ବାଇ,୧-୭: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ଡେପୁଟି ଗଭର୍ନର ଭାବେ ଏନ୍‌.ଏସ୍‌.ବିଶ୍ୱନାଥନଙ୍କୁ ଆହୁରି ଏକ ବର୍ଷ ପାଇଁ ପୁନଃନିଯୁକ୍ତ କରାଯାଇଛି। ଦ୍ୱିତୀୟଥର ପାଇଁ ସେ ଏହି ଦାୟିତ୍ୱରେ...

ଏନ୍‌ସିଏଲ୍‌ଟିକୁ ଯିବ ବ୍ୟାଙ୍କ ସମୂହ;ଜେଟ୍‌ର ପୁନରୁଦ୍ଧାର ଆଶା ଶେଷ

ନୂଆଦିଲ୍ଲୀ,୧୮-୬: ନଗଦ ସଙ୍କଟ କାରଣରୁ ଅଚାନକ ବନ୍ଦ ହୋଇଯାଇଥିବା ଜେଟ୍‌ ଏୟାରଓ୍ବେଜ୍‌ର ପୁନରୁଦ୍ଧାର ଲାଗି ସବୁ ଉଦ୍ୟମ ଫସର ଫାଟିଛି। ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ) ନେତୃତ୍ୱରେ...

ଓଡିଶା ମ୍ୟୁଚୁଆଲ ଫଣ୍ଡ ଶିଳ୍ପ ପକ୍ଷରୁ ଦାନ

ଭୁବନେଶ୍ୱର,୧୭।୪ : କୋଭିଡ୍‌-୧୯ ଲଢେଇରେ ଯୋଗଦାନ ସ୍ବରୂପ ଓଡିଶା ମ୍ୟୁଚୁଆଲ ଫଣ୍ଡ ଶିଳ୍ପ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୩.୪୦ ଲକ୍ଷ ଟଙ୍କାର ସହାୟତା ରାଶି...

ଚାଇନାଠାରୁ ପଛଉଛି ଅର୍ଥନୀତି

ନୂଆଦିଲ୍ଲୀ,୩୧-୫: ଜାନୁୟାରୀ-ମାର୍ଚ୍ଚ ତ୍ରୈମାସିକ ଆର୍ଥିକ ଅଭିବୃଦ୍ଧିକୁ ହିସାବକୁ ନେଲେ ଚାଇନାଠାରୁ ଭାରତର ଅର୍ଥନୀତି ପଛଉଛି। ଘରୋଇ ଓ ବିଶ୍ୱ ସ୍ତରରେ ଚାହିଦା କମୁଥିବାରୁ ଏହାର ପ୍ରତ୍ୟକ୍ଷ...

ଶୀଘ୍ର କାର୍ଯ୍ୟକ୍ଷମ ହେବ ଏସ୍‌ବିଆଇର ସବୁ ଶାଖା

ଭୁବନେଶ୍ୱର,୧୨-୫ : ଫନୀ ଯୋଗୁ ପ୍ରଭାବିତ ହୋଇଥିବା ରାଜ୍ୟର ୧୪ ଜିଲାରେ ଥିବା ନିଜର ଅଧିକାଂଶ ଶାଖାକୁ କାର୍ଯ୍ୟକ୍ଷମ କରାଇଥିବା ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ...

ବିଓବିରେ ମିଶ୍ରଣର ପ୍ରଭାବ;୯୦୦ ଶାଖା ବନ୍ଦ ହେବା ସମ୍ଭାବନା

ନୂଆଦିଲ୍ଲୀ,୨୦-୫: ବ୍ୟାଙ୍କ ଅଫ୍‌ ବରୋଦା(ବିଓବି) ସହ ଅନ୍ୟ ଦୁଇଟି ରାଷ୍ଟ୍ରାୟତ୍ତ ବ୍ୟାଙ୍କର ମିଶ୍ରଣ ପରେ ଏବେ ୮୦୦ରୁ ୯୦୦ ଶାଖା ବନ୍ଦ ହୋଇଯିବ ଅଥବା ସ୍ଥାନାନ୍ତରିତ...

ଡେଲ୍‌,ଜିପ୍‌,ଏଲ୍‌ଆଇସି ଦେଶର ଭରସାଯୁକ୍ତ ବ୍ରାଣ୍ଡ

ନୂଆଦିଲ୍ଲୀ,୫-୬: ଲାପ୍‌ଟପ୍‌ କମ୍ପାନୀ ଡେଲ୍‌ ଭାରତର ସବୁଠାରୁ ଭରସାଯୋଗ୍ୟ ବ୍ରାଣ୍ଡ। ଏହାପରେ ଗାଡ଼ି କମ୍ପାନୀ ଜୀପ ଓ ବୀମା କ୍ଷେତ୍ରର ଶୀର୍ଷ କମ୍ପାନୀ ଏଲ୍‌ଆଇସି ରହିଛି।...

Leave a comment

Your email address will not be published. Required fields are marked *