କୁମ୍ଭାରପଡ଼ା ଥାନା କର୍ମଚାରୀଙ୍କ ରିପୋର୍ଟ ନେଗେଟିଭ

ପୁରୀ ଅଫିସ,୨୩ା୫: ଆଶ୍ୱସ୍ତ ହୋଇଛନ୍ତି କୁମ୍ଭାରପଡ଼ା ଥାନା କର୍ମଚାରୀ। ଜଣେ ଗିରଫ ଅଭିଯୁକ୍ତ କରୋନା ଆକ୍ରାନ୍ତ ଜଣାପଡ଼ିିବା ପରେ ଥାନା ଆଇଆଇସିଙ୍କଠାରୁ ଆରମ୍ଭ କରି ପ୍ରାୟ ୩୦ କର୍ମଚାରୀ କ୍ବାରାଣ୍ଟାଇନରେ ଥିଲେ। ପରେ ସମସ୍ତଙ୍କର କୋଭିଡ଼ ଟେଷ୍ଟ ଲାଗି ସ୍ବାବ ନମୁନା ସଂଗ୍ରହ କରାଯାଇଥିଲା। ସମସ୍ତଙ୍କର ରିପୋର୍ଟ ନେଗେଟିଭ ଆସିଥିବା ଶୁକ୍ରବାର ଏସ୍‌ପି ଉମାଶଙ୍କର ଦାଶ କହିଛନ୍ତି। ସେହିପରି ସମ୍ପୃକ୍ତ କରୋନା ଆକ୍ରାନ୍ତ ଅଭିଯୁକ୍ତଙ୍କ ସଂସ୍ପଶର୍ର୍ରେ ଆସିଥିବା ସନ୍ଦେହରେ ପୁରୀ ଜେଲ୍‌ର ୫ ଜଣଙ୍କ ସ୍ବାବ ନମୁନା ସଂଗ୍ରହ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୪ଜଣଙ୍କ ରିପୋର୍ଟ ଆସିଛି। ସମସ୍ତଙ୍କର ନେଗେଟିଭ ଥିବାବେଳେ ଜଣଙ୍କର ରିପୋର୍ଟ ଆସି ନ ଥିବା ସୂଚନା ମିଳିଛି।


All Right Reserved By Dharitri.Com

ଫାଇଲିନକୁ ବିତିଲା ୬ ବର୍ଷ: ବୁଢ଼ାବଳଙ୍ଗରେ ହୋଇପାରୁନି ଆଡ଼ିବନ୍ଧ

ବାରିପଦା ଅଫିସ,୧୩।୧୦- ସେଦିନ ଥିଲା ୨୦୧୩ ଅକୋ୍ଟବର ୧୩ ତାରିଖର କାଳ ରାତ୍ରି । ଫାଇଲିନ ବାତ୍ୟା ପ୍ରଭାବରେ ଫୁଲି ଉଠିଥିଲା ବୁଢ଼ାବଳଙ୍ଗ । ଚାହୁଁଚାହୁଁ...

କରୋନା ମାଡ଼ ପରେ ଚାଷୀଙ୍କୁ କରାମାଡ଼ ଚିନ୍ତା

ଦେଓଗାଁ,୧୯ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକରେ କରୋନା ଯୋଗୁଁ ହୋଇଥିବା ଲକଡାଉନ ଯୋଗୁ ପ୍ରଭାବିତ ହୋଇଥିବା ଚାଷୀଙ୍କୁ ଏବେ ଅଦିନିଆ ବର୍ଷା ଓ କରାମାଡ଼ ଚିନ୍ତା...

ରାୟଗଡ଼ାରେ ପହଞ୍ଚିଲେ ଆଉ ୪୬୧ ଶ୍ରମିକ

ରାୟଗଡ଼ା ଅଫିସ,୧୬ା୫: ଦକ୍ଷିଣ ଭାରତରେ ଫସିରହିଥିବା ପ୍ରବାସୀ ଶ୍ରମିକଙ୍କୁ ଓଡ଼ିଶା ସରକାର ପର୍ଯ୍ୟାୟକ୍ରମେ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ଆଣୁଛନ୍ତି। ଗୁରୁବାର ୨ଟି ଏକ ସ୍ବତନ୍ତ୍ର ଟ୍ରେନ୍‌ରେ...

ମିନିଷ୍ଟାଡ଼ିୟମ୍‌ ପରିଦର୍ଶନ କଲେ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ

ବାଲେଶ୍ୱର ଅଫିସ, ୩।୯-ବାଲେଶ୍ୱର ବିଜୁ ଛାତ୍ର ଜନତା ଦଳ ତରଫରୁ ଜିଲାସଭାପତି ସିମନ ଦାସ ମହାପାତ୍ରଙ୍କ ନେତୃତ୍ୱରେ ରାଜ୍ୟ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ...

ଚୋରି ଟଙ୍କା, ସୁନା ଜବତ: ୨ ଗିରଫ

ଦିଗପହଣ୍ଡି,୧୨ା୫(ଡି.ଏନ.ଏ.)- ଦିଗପହଣ୍ଡି ପୋଲିସ ମଙ୍ଗଳବାର ପାଟପୁର ଥାନା ସାହସପୁର ଉତୁରାସି ବସ୍ତିର ବୁଦ୍ଧିଆ ପ୍ରଧାନ ଏବଂ ଟି. ସନ୍ତୋଷଙ୍କୁ ଏକ ଚୋରି ମାମଲାରେ ଗିରଫ କରିଛି।...

ଋଣ ଦେବା ନାଁରେ ୧.୪୦ଲକ୍ଷ ହଡ଼ପ: ଥାନାର ଦ୍ୱାରସ୍ଥ ହେଲେ ମହିଳା

ରୂପ୍‌ସା, ୨୨।୧୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଥାନା ଆଘିରିଆ ଗ୍ରାମରେ ଋଣ ଦେବା ନାମରେ ଏକ ଫାଇନାନ୍ସ ସଂସ୍ଥାର ଅଧିକାରୀ ୧ଲକ୍ଷ ୪୦ହଜାର ଟଙ୍କା ହଡ଼ପ...

ମୋବାଇଲ ଚାର୍ଜ କରୁଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ୨ ଯୁବକ ମୃତ

ବଲାଙ୍ଗୀର ଅଫିସ/ଦେଓଗାଁ, ୧୬।୮(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ବରକାନୀ ଗାଁରେ ୧୧ କେଭି ଉଚ୍ଚ କ୍ଷମତା ସମ୍ପନ୍ନ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି...

ପିଏକ୍ସଇର ବାର୍ଷିକ ସ୍ଥାପନା ଦିବସ ସମାରୋହ: କମଳାକାନ୍ତ ଶ୍ରେଷ୍ଠ ବୈଜ୍ଞାନିକ, ବନମାଳୀ ଶ୍ରେଷ୍ଠ ପ୍ରୁଫ୍‌ ମ୍ୟାନ୍‌ ଭାବେ ପୁରସ୍କୃତ

ବାଲେଶ୍ୱର ଅଫିସ,୨୧।୧୧- ବାଲେଶ୍ୱର ଚାନ୍ଦିପୁର ସ୍ଥିତ ପ୍ରତିରକ୍ଷା ପ୍ରତିଷ୍ଠାନ ପିଏକ୍ସଇ (ପ୍ରୁଫ୍‌ ଆଣ୍ଡ ଏକ୍ସପେରିମେଣ୍ଟାଲ ଏଷ୍ଟାବ୍ଲିଶମେଣ୍ଟ) (ପ୍ରମାଣ ତଥା ପ୍ରାୟୋଗିକ ସ୍ଥାପନା)ର ୧୨୫ତମ ବାର୍ଷିକ ସ୍ଥାପନା...

Leave a comment

Your email address will not be published. Required fields are marked *