ଗଞ୍ଜାମ ଷ୍ଟେସନ ଅଞ୍ଚଳରୁ ଚୋରି, ଥାନାରେ ଏତଲା

ଗଞ୍ଜାମ,୨୩।୫(ଡି.ଏନ୍‌.ଏ.): ଗଞ୍ଜାମ ଷ୍ଟେସନ ରୋଡରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ଘରୁ ବଡ଼ ଧରଣର ଚୋରି ହୋଇଛିବ। ଏନେଇ ଶନିବାର ସ୍ଥାନୀୟ ଥାନାରେ ଅଭିଯୋଗ ହୋଇଛି। ସୂଚନା ଅନୁଯାଇ ଷ୍ଟେସନ ରୋଡ଼ଠାରେ ଦୀର୍ଘ ବର୍ଷ ହେବ ସୁଶାନ୍ତ ସେଠୀ ନାମକ ଜଣେ ବ୍ୟକ୍ତି ରହି ଆସୁଥିଲେ। ଶୁକ୍ରବାର ରାତିରେ ଶୋଇଥିବା ବେଳେ କେହି ଦୁର୍ବୃତ୍ତ ରାତ୍ର ପ୍ରାୟ ସାଢେ ଗୋଟାଏ ସମୟରେ ବାରିପଟ ଗ୍ରୀଲ ସହ ୩କବାଟ ଭାଙ୍ଗି ଘରକୁ ପ୍ରବେଶ କରିଥିଲେ। ଏହାପରେ ଆଲମିରାରୁ ୮ଭରି ସୁନା ଅଳଙ୍କାର, ନଗଦ ୩ହଜାର ଟଙ୍କା ଓ ଜମି ଜମା କାଗଜ ପତ୍ର ଆଦି ଚୋରି କରି ନେଇଥିବା ସୁଶାନ୍ତ ଏତଲାରେ ଦର୍ଶାଇଛନ୍ତି। ତେବେ ସୁଶାନ୍ତଙ୍କ ସ୍ତ୍ରୀଙ୍କ ବେକରୁ ଦୁର୍ବୃତ୍ତ ସୁନା ହାର କାଟିବା ବେଳେ ସେ ଉଠି ପଡି ଚିତ୍କାର କରିଥିଲେ। ଫଳରେ ପରିବାର ଲୋକେ ଉଠିବା ପୂର୍ବରୁ ଦୁର୍ବୃତ୍ତମାନେ ସେଠାରୁ ଫେରାର ହୋଇଯାଇଥିଲେ।


All Right Reserved By Dharitri.Com

ଶନିମନ୍ଦିରରେ ଶ୍ରଦ୍ଧାଳୁଙ୍କ ଗହଳି: ପୋଲିସ,ମାଜିଷ୍ଟ୍ରେଟଙ୍କ ହସ୍ତକ୍ଷେପ ପରେ ଖାଲି ହେଲା ମନ୍ଦିର

ଦେବଗଡ଼, ୨୧।୩ (ଡି.ଏନ.ଏ .): କରୋନା ସଂକ୍ରମଣ ରୋକିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନ କରାଯାଉଛି l ଆସନ୍ତା ଏପ୍ରିଲ ୧ ପର୍ଯ୍ୟନ୍ତ ରାଜ୍ୟରେ...

ଆର୍‌ପିଏଫ୍‌ ପ୍ରତିଷ୍ଠା ଦିବସ: ୩୫ ଯବାନ ପୁରସ୍କୃତ

ଭୁବନେଶ୍ୱର, ୨-୯(ବ୍ୟୁରୋ): ପୂର୍ବତଟ ରେଳପଥ ମୁଖ୍ୟାଳୟରେ ମଙ୍ଗଳବାର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌)ର ୩୫ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଆର୍‌ପିଏଫ୍‌ ଆଇଜି ରାଜା ରାମଙ୍କ...

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥ ଅନୁକୂଳ

ବାରିପଦା ଅଫିସ, ୨୭ା୪- ଅକ୍ଷୟ ତୃତୀୟା ଅବସରରେ ଦ୍ୱିତୀୟ ଶ୍ରୀକ୍ଷେତ୍ର ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀ ଶ୍ରୀ ହରିବଳଦେବଜୀଉ ବିଜେ ମହାପ୍ରଭୁଙ୍କ ଘୋଷଯାତ୍ରା ନିମନ୍ତେ ରଥ...

ସରିଲା ଖରାଛୁଟି, ଖୋଲିଲା ସ୍କୁଲ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଶେଷ ହେଲା ଖରାଛୁଟି। ଶୁକ୍ରବାର ଖୋଲିଛି ସ୍କୁଲ। ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟ ସହ ଘରୋଇ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଖୋଲିଛି। ତେବେ ସରକାରୀ...

ଆବଦ୍ଧାଞ୍ଚଳରେ ଭ୍ରାମ୍ୟମାଣ ଏଟିଏମ୍‌ ସେବା

ବାଲେଶ୍ୱର ଅଫିସ, ୨୮।୪-ବାଲେଶ୍ୱର ସହରର ନେଳିଆବାଗ ଅଞ୍ଚଳରେ ଗତ ୧୮ ତାରିଖରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଉକ୍ତ ଅଞ୍ଚଳକୁ ଜିଲା ପ୍ରଶାସନ...

ଦୁରଦିନ୍‌ରେ ବିତୁଛେ ମା’ପୁଓର ଜୀବନ୍‌

ଲୋଇସିଂହା, ୪।୧୧(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କୁଟେନପାଲି ପଁଚେତ୍‌ ଅଧୀନ ଦୁମଦୁମି ଗଁାର ବିଧବା ମହିଲା ଉଷା ଡାଙ୍ଗ(୭୫)। ଗୁଟେବଲି ପୁଓ ଶ୍ରୀରାମ(୫୦) ଆଏଜ୍‌କେ...

ଥାନାରେ ନିର୍ଦ୍ଦୋଷ ଅଟୋ ଚାଳକଙ୍କୁ ମାଡ଼

କଟକ ଅଫିସ,୩୧ା୧୦: ରାଜଧାନୀର ନନ୍ଦନକାନନ ଥାନାରେ ଜଣେ ନିର୍ଦ୍ଦୋଷ ଅଟୋ ଚାଳକଙ୍କୁ ପୋଲିସ ମାଡ ମାରିଥିବା ଅଭିଯୋଗ ହୋଇଛି। ୧୪ ଘଣ୍ଟାର ଅଟକ ପରେ କୌଣସି...

ନିୟମ ମାନୁନାହାନ୍ତି ପେଟ୍ରୋଲ ପମ୍ପ୍‌ କର୍ତ୍ତୃପକ୍ଷ: ଗ୍ରାହକଙ୍କ ପାଇଁ ନାହିଁ ଆନୁଷଙ୍ଗିକ ସୁବିଧା

ନୟାଗଡ ଅଫିସ,୨୬ା୨: ନୟାଗଡ଼ ଜିଲାରେ ପେଟ୍ରୋଲ ପମ୍ପ କର୍ତ୍ତୃପକ୍ଷ ସରକାରୀ ନିୟମ ପାଳନ କରୁନାହାନ୍ତି। ଗ୍ରାହକଙ୍କୁ ଆନୁଷଙ୍ଗିକ ସୁବିଧା ନ ଯୋଗାଇ କେବଳ ପେଟ୍ରୋଲ ଓ...

Leave a comment

Your email address will not be published. Required fields are marked *