ଅଗରନାସୀ ନିକଟ ସମୁଦ୍ରରୁ ତିମିର ମୃତଦେହ ଉଦ୍ଧାର

କେନ୍ଦ୍ରାପଡ଼ା ଅଫିସ/ରାଜନଗର, ୨୩।୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥା ରେଞ୍ଜ ଅଧୀନ ଅଗରନାସୀ ନିକଟ ସମୁଦ୍ରରୁ ୪୦ ଫୁଟ ଲମ୍ବର ଏକ ତିମିର ମୃତଦେହ ଦେଖିବାକୁ ମିଳିଛି। ଖବର ପାଇ ରେଞ୍ଜ ଅଧିକାରୀ ଦେବାଶିଷ ଭୋଇଙ୍କ ନେତୃତ୍ୱରେ ଏକ ଟିମ୍‌ ତଦନ୍ତ ପାଇଁ ଘଟଣାସ୍ଥଳରେ ପହଞ୍ଚିଛନ୍ତି।
ସୂଚନାଯୋଗ୍ୟ ଯେ, ଏହି ଅଞ୍ଚଳରେ ଗତ ୨ ବର୍ଷ ମଧ୍ୟରେ ୩ଟି ତିମିର ମୃତଦେହ ଦେଖିବାକୁ ମିଳିଛି । ମାଛ ଧରା ଟ୍ରଲର ମାଡ଼ରେ ଏପରି ଘଟୁଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।


All Right Reserved By Dharitri.Com

ନିୟମ ମାନିଲେନି: ବିଦ୍ୟାଳୟରେ ବଣ୍ଟାହେଲା ବହି

ଆର.ଉଦୟଗିରି,୨୪ା୪(ଡି.ଏନ୍‌.ଏ.)- ଆର.ଉଦୟଗିରି ବ୍ଲକ ଆର.ଉଦୟଗିରି ଗ୍ରାମ ଗୋପବନ୍ଧୁ ବିଦ୍ୟାଳୟର ଶିକ୍ଷୟିତ୍ରୀମାନେ ଅଭିଭାବଙ୍କୁ ବିଦ୍ୟାଳୟକୁ ଡକାଇ ଗୁରୁବାର ବହି ବାଣ୍ଟିଛନ୍ତି। କରୋନା ପାଇଁ ସ୍କୁଲ ବନ୍ଦ ଥିବାବେଳେ...

ଯୋଗାଣ ସହାୟକଙ୍କୁ ମାଡ଼, ଥାନାରେ ଏତଲା

କୁକୁଡାଖଣ୍ଡି,୧ା୧୧(ଡି.ଏନ.ଏ.)- କୁକୁଡାଖଣ୍ଡି ବ୍ଲକ କଙ୍କିଆ ପଞ୍ଚାୟତର ଯୋଗାଣ ସହାୟକଙ୍କୁ ଗ୍ରାମର ଏକ ପରିବାର ଆକ୍ରମଣ କରିଥିବା ଗୋଳନ୍ଥରା ଥାନାରେ ଅଭିଯୋଗ ହୋଇଛି। ପ୍ରକାଶ ଯେ, କଙ୍କିଆ...

ପାଟଣା ଅବକାରୀ ବିଭାଗର ଚଢ଼ାଉ: ୧୧୩ ଲିଟର ଦେଶୀ ମହୁଲି ଜବତ, ୪ ଗିରଫ

ପାଟଣା,୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅବକାରୀ ଥାନା ପକ୍ଷରୁ ଗୁରୁବାର ପୂର୍ବାହ୍ନରେ ପାଟଣା ଥାନା ଓ ତୁରୁମୁଙ୍ଗା ଥାନା ଅଞ୍ଚଳରେ ବ୍ୟାପକ ଅବକାରୀ ଚଢ଼ାଉ କରାଯାଇଛି।...

ଟାଙ୍ଗିଆରେ ମରଣାନ୍ତକ ଆକ୍ରମଣ : ଅଭିଯୁକ୍ତ ଗିରଫ

ବଡ଼ବିଲ,୧୮।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ସେଡିଂ ଅଞ୍ଚଳରେ ରହୁଥିବା ସୋମା ବେଣ୍ଟକାର ନାମକ ବ୍ୟକ୍ତିଙ୍କୁ ଟାଙ୍ଗିଆରେ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ ସେହି...

ବଜ୍ରପାତରେ ଜଣେ ମୃତ, ୩ ଗୁରୁତର

ଠାକୁରମୁଣ୍ଡା,୧୦ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ କେଶଡ଼ିହା ପଞ୍ଚାୟତ ପୁରୁଣାପାଣି ଗ୍ରାମରେ ରବିବାର ଅପରାହ୍ନରେ ବଜ୍ରପାତ ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ୩...

ମାସ୍କ ନ ପିନ୍ଧିଲେ ମିଳିବନି ସାମଗ୍ରୀ

ଢେଙ୍କାନାଳ ଅଫିସ, ୨୬।୪ – କରୋନା ସଂକ୍ରମଣ ପ୍ରତିହତ କରିବାକୁ ମାର୍ଚ୍ଚ ୨୫ରୁ ଲକ୍‌ଡାଉନ୍‌ ଜାରି ରହିଛି। ଲୋକମାନଙ୍କ ସୁବିଧା ଏବଂ ଗ୍ରାମାଞ୍ଚଳ ଅର୍ଥନୀତିକୁ ଟ୍ରାକ୍‌କୁ...

୨ ଶିକାରୀ ଗିରଫ,ବନ୍ଧୁକ ଜବତ

କେନ୍ଦୁଝର,୧୨।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଦେଓଗାଁ ରେଞ୍ଜ ହରିଚନ୍ଦନପୁର ସେକ୍ସନ ଅଧୀନସ୍ଥ ରେବଣା ସଂରକ୍ଷିତ ପିଠାଗୋଳା-ମରାଗୋଳା ମଧ୍ୟବର୍ତ୍ତୀ ଜଙ୍ଗଲରେ ଚଢ଼ାଉ କରି ବନ ବିଭାଗ ୨ ଶିକାରୀଙ୍କୁ...

ପୁଅର ଭୁଜାଲି ମାଡରେ ବାପାଙ୍କ ମୃତ୍ୟୁ

ସୋର, ୨୧ା୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଥାନା ଅନ୍ତର୍ଗତ ଟେଣ୍ଟେଇ ପଞ୍ଚାୟତର ଉସୁନୁପୁର ଗ୍ରାମରେ ଶନିବାର ରାତି ପ୍ରାୟ ୧୦ଟା ବେଳେ ଏକ ହତ୍ୟାକାଣ୍ଡ ଘଟିଛି। ଶରତ...

Leave a comment

Your email address will not be published. Required fields are marked *