ଗୋଟିଏ ଦିନରେ ୧୪ କଣ୍ଟେନମେଣ୍ଟ ଜୋନ ଘୋଷଣା: ରାଜ୍ୟରେ ବୃଦ୍ଧି ପାଉଥିବା କରୋନା ମାମଲାକୁ ନେଇ ବଢ଼ିଲା ସରକାରଙ୍କ ଚିନ୍ତା

ନୂଆଦିଲ୍ଲୀ,୨୩।୫: ଦିଲ୍ଲୀରେ ଦିନକୁ ଦିନ ତୀବ୍ର ଗତିରେ କରୋନା ଭାଇରସ୍‌ ସଂକ୍ରମଣ ବଢ଼ିବାରେ ଲାଗିଛି। କରୋନା ସଂକ୍ରମଣ ମାମଲା ଏତେ ସଂଖ୍ୟାରେ ବୃଦ୍ଧି ପାଉଛି ଯେ, ଗୋଟିଏ ଦିନରେ ୧୪ନୂଆ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଏହାକୁ ମିଶାଇ ଦିଲ୍ଲୀରେ କଣ୍ଟେନମେଣ୍ଟ ଜୋନ୍‌ ସଂଖ୍ୟା ବୃଦ୍ଧି ପାଇ ୯୨ରେ ପହଞ୍ଚିଛି। ପୂର୍ବରୁ ଗୋଟିଏ ଦିନରେ ଏତେ ସଂଖ୍ୟାରେ କଣ୍ଟେନମେଣ୍ଟ ଜୋନ ଘୋଷଣା ହୋଇ ନ ଥିଲା। ହେଲେ ଏବେ ବୃଦ୍ଧି ପାଉଥିବା କରୋନା ମାମଲାକୁ ଦେଖି ସରକାରଙ୍କ ଚିନ୍ତା ବଢ଼ିଯାଇଛି। ସେହିପରି ଗତ ୪ ଦିନ ମଧ୍ୟରେ ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ୨୨୦୦କୁ ବୃଦ୍ଧି ପାଇଛି। ତେବେ ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୩୧୯ ଟପିଥିବା ବେଳେ ସେଥିମଧ୍ୟରୁ ୫୮୯୭ ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି।


All Right Reserved By Dharitri.Com

୧୦୦ ଦିନରେ ଉଦ୍ଧବଙ୍କ ଶାସନ

ମୁମ୍ବାଇ,୭।୩: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ଶାସନକୁ ୧୦୦ ଦିନ ପୂରିଛି। ଏହି ଅବସରରେ ଉଦ୍ଧବ ଅଯୋଧ୍ୟା ଯାତ୍ରା କରି ସପରିବାର ଲାମଲଲା ଏବଂ ହନୁମାନଗଡ଼ି...

ହୋମ୍‌ କ୍ୱାରାଣ୍ଟାଇନ୍‌ ସମ୍ପୂର୍ଣ୍ଣ କଲେ ୧୦ ବିଦେଶ ଫେରନ୍ତା

କେନ୍ଦୁଝର,୨୯ା୩(ଡିଏନ୍‌ଏ): କେନ୍ଦୁଝର ଜିଲାରେ ଲକ୍‌ ଡାଉନ୍‌ ଚତୁର୍ଥ ଦିନରେ ପହଞ୍ଚିଛି। ଶନିବାର ସନ୍ଧ୍ୟା ସୁଦ୍ଧା ଏହି ଜିଲାକୁ ୩୭ଜଣ ବ୍ୟକ୍ତି ବିଦେଶରୁ ଫେରିଥିବା ସୂଚନା ମିଳିଛି।...

କୋଭିଡ୍‌-୧୯ ମୁକାବିଲା: ଓଡ଼ିଶା ଆଗରେ

ଭୁବନେଶ୍ୱର,୨୧ା୪(ବ୍ୟୁରୋ): ରାଜ୍ୟ ସରକାର କରୋନା ମୁକାବିଲା ନେଇ ଦୁଇପାଦ ଆଗକୁ ଯାଇଛନ୍ତିି। କୋଭିଡ୍‌-୧୯ ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ରାଜ୍ୟରେ ଆଉ ୫ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି।...

୧୦୭୧ରୁ ୯୮୯ ନମୁନା ନେଗେଟିଭ୍‌

ବାରିପଦା ଅଫିସ, ୨୭ା୪:  କରୋନା ସନ୍ଦେହରେ ମୟୂରଭଞ୍ଜ ଜିଲାର ୧୦୭୧ ଜଣଙ୍କ ସାମ୍ପୁଲ ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ସେଥିମଧ୍ୟରୁ ୯୮୯ ଜଣଙ୍କ ରିପୋର୍ଟ ନେଗେଟିଭ୍‌...

ଶିଶୁ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ସଚ୍ଚିନ

ନୂଆଦିଲ୍ଲୀ,୪।୧: ରାଜସ୍ଥାନର କୋଟାରେ ଶିଶୁ ମୃତ୍ୟୁ କମିବାର ନାଁ ନେଉନାହିଁ। ଶନିବାର ସୁଦ୍ଧା କୋଟାର ଜେକେ ଲୋନ ହସ୍ପିଟାଲରେ ପ୍ରାୟ ୧୦୭ଜଣ ଶିଶୁଙ୍କର ମୃତ୍ୟୁ ଏବେ...

ସୁଷମାଙ୍କୁ ମନେପକାଇ ଭୋ ଭୋ ହୋଇ କାନ୍ଦିଲେ ରମା ଦେବୀ

ନୂଆଦିଲ୍ଲୀ, ୭।୮: ପୂର୍ବତନ ବୈଦେଶିକ ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତ୍ରୀ ସୁଷମା ସୱରାଜଙ୍କର ମଙ୍ଗଳବାର ରାତିରେ ପରଲୋକ ହୋଇଯାଇଛି। ଏ ଘଟଣା ଅନେକଙ୍କୁ ଆଶ୍ଚର୍ଯ୍ୟ...

ହାଇଟେକ୍‌ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛି ଭାରତୀୟ ସେନା: ୨୦୨୦ ସୁଦ୍ଧା ୧୩ ଇଣ୍ଟିଗ୍ରେଟେଡ୍‌ ବାଟେଲ ଗ୍ରୁପ୍‌ ହେବେ ମୁତୟନ

ନୂଆଦିଲ୍ଲୀ,୧୬।୧୨: ଭାରତୀୟ ସେନା ହାଇଟେକ୍‌ ଯୁଦ୍ଧ ପାଇଁ ନିଜକୁ ପ୍ରସ୍ତୁତ କରୁଛି। ଏହାକୁ ଦୃଷ୍ଟିରେ ରଖି ସେନା ପକ୍ଷରୁ ରଣନୀତିରେ କେତେକ ପରିବର୍ତ୍ତନ କରାଯାଉଛି। ଏହା...

ଶୁଶ୍ରୁତ ଥିଲେ ବିଶ୍ୱର ପ୍ରଥମ ସର୍ଜନ: ପୋଖରୀୟାଲ

ମୁମ୍ବାଇ,୧୧।୮: କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରୀୟାଲ ଶନିବାର ଦାବି କରିଛନ୍ତି କି ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ ସ୍ପେଶ ଆଡମିନିଷ୍ଟ୍ରେଶନ(ନାସା) ଯଦି ଭବିଷ୍ୟତରେ...

Leave a comment

Your email address will not be published. Required fields are marked *