‘ରହନା ହୈ ତେରେ ଦିଲ୍‌ମୈ’: ୧୯ ବର୍ଷ ପରେ ପୁଣିଥରେ ଏହି ଯୋଡିକୁ ଏକାଠି ଦେଖିବାକୁ ଚାହୁଁଛନ୍ତି ଦର୍ଶକ

ବଲିଉଡ୍‌ର କ୍ଲାସିକ୍‌ ରୋମାଣ୍ଟିକ୍‌ ଫିଲ୍ମ ମଧ୍ୟରେ ଦିୟା ମିର୍ଜା ଏବଂ ଆର୍‌ ମାଧବନଙ୍କ ଅଭିନୀତ ‘ରହନା ହୈ ତେରେ ଦିଲ୍‌ ମେଁ’ ଅନ୍ୟତମ। ଉକ୍ତ ସମୟରେ ଯୁବଗୋଷ୍ଠୀଙ୍କ ମଧ୍ୟରେ ଫିଲ୍ମଟି ବେଶ୍‌ ଲୋକପ୍ରିୟ ହୋଇଥିଲା। ଫିଲ୍ମ ରିଲିଜ୍‌ ହେବାର ୧୯ ବର୍ଷ ହୋଇଥିଲେ ମଧ୍ୟ ଆଜି ବି ଏହାକୁ ସିନେପ୍ରେମୀ ପସନ୍ଦ କରନ୍ତି।
ଦିୟା ଏବଂ ମାଧବନ ଏହି ଫିଲ୍ମ ମାଧ୍ୟମରେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ନିକଟରେ ଏହି ଯୋଡି ଏକ ସ୍ପତନ୍ତ୍ର ଭିଡିଓ କରି ସୋସିଆଲ ମିଡିଆରେ ଶେୟାର କରିଥିଲେ। ଦର୍ଶକ ଏହାକୁ ବେସ୍‌ ପସନ୍ଦ ମଧ୍ୟ କରିଛନ୍ତି। ଏହି ଯୋଡିକୁ ପ୍ରଶଂସକ ଆଜି ବି ସେତିକି ଭଲ ପାଉଛନ୍ତି ଯେତିକି ଫିଲ୍ମ ରିଲିଜ୍‌ ସମୟରେ ପାଉଥିଲେ। ତେଣୁ ସେମାନେ ଫିଲ୍ମର ସିକୁଏଲ ଚାହୁଁଥିବା ମେସେଜ୍‌ ମାଧ୍ୟମରେ କହିଛନ୍ତି। ଫିଲ୍ମର ସିକୁଏଲ ବିଷୟରେ କହିବାକୁ ଯାଇ ଦିୟା କୁହନ୍ତି, ମୁଁ ଏବଂ ମାଧବନ ଫିଲ୍ମର ସିକୁଏଲ ପାଇଁ ଚେଷ୍ଟା ଚଳାଇଛୁ। ଏବେ କେବଳ ବାକି ରହିଲା ଦର୍ଶକ କେବେ ଉଭୟଙ୍କୁ ଉପରେ ଦେଖିବାକୁ ପାଇବେ।


All Right Reserved By Dharitri.Com

ଆସନ୍ତା ବର୍ଷ ବିବାହ କରିବେ ନେହା

ବମ୍ବେ: ଖୁବ୍‌ଶୀଘ୍ର ବିବାହ କରିବାକୁ ଯାଉଛନ୍ତି ଲୋକପ୍ରିୟ ଟେଲି ଅଭିନେତ୍ରୀ ତଥା ବିଗ୍‌ ବସ୍‌-୧୨ର ପ୍ରତିଯୋଗୀ ନେହା ପେଡନସେ। ପ୍ରେମିକ ଶାର୍ଦ୍ଦୁଳ ସିହଙ୍କୁ ସେ ବିବାହ...

ପ୍ରିୟଙ୍କାଙ୍କ ସହିତ ଫଟୋ ଶେୟାର କରି ନିକ୍‌ କହିଲେ…

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କୁ ପ୍ରଂଶସକମାନେ ବେଶ୍‌ ପସନ୍ଦ କରିଥାନ୍ତି। ବିବାହପରଠାରୁ ଖାଲି ପ୍ରିୟଙ୍କାଙ୍କୁ ନୁହେଁ, ତାଙ୍କ ସ୍ବାମୀ ନିକ୍‌ ଜୋନାସଙ୍କୁ ମଧ୍ୟ ଦର୍ଶକେ...

ଫିଟ୍‌ନେସ ପାଇଁ ୨୩ ଘଣ୍ଟା ଉପାସରେ ରହିଲେ ହ୍ରିତିକ

ସାରାଦେଶରେ ଜାରି ରହିଛି ଲକଡାଉନ। ସାଧାରଣ ଲୋକଙ୍କ ପରି ବଲିଉଡ କଳାକାରମାନେ ମଧ୍ୟ ଲକଡାଉନରେ ଘରେ ରହି ସମୟ ବିତାଉଛନ୍ତି। ଏହି ସମୟରେ ଅଧିକାଂଶ କଳାକାର...

ମିଥୁନ ଦା’ଙ୍କ କଥା ଶୁଣି କାନ୍ଦିଲେ ଜଜ୍‌

ଛୋଟ ପରଦାର ଡ୍ୟାନ୍ସ ଶୋ’ରେ ସୁପର୍‌ ଗେଷ୍ଟ ଦାୟିତ୍ୱ ନିଭାଉଛନ୍ତି ଅଭିନେତା ମିଥୁନ ଚକ୍ରବର୍ତ୍ତୀ। ଏହି ଶୋ’ କୁନି କୁନି ପିଲାମାନେ ନିଜ ଡ୍ୟାନ୍ସ ଜରିଆରେ...

ମାଧୁରୀ-ସଲମାନଙ୍କ ଅଭିନୀତ ଫିଲ୍ମର ହୋଇପାରେ ସ୍ପେଶାଲ ସ୍କ୍ରିନିଂ

ମୁମ୍ବାଇ: ବଲିଉଡ୍‌ ନାୟିକା ମାଧୁରୀ ଦୀକ୍ଷିତ ଓ ନାୟକ ସଲମାନଙ୍କ ଅଭିନୀତ ଫିଲ୍ମ ‘ହମ୍‌ ଆପକେ ହୈ କୌନ’କୁ ପୂରିଛି ୨୫ ବର୍ଷ। ଏବେ ଏହି...

ରାଜ୍‌ଙ୍କ ସହ ଓ୍ବାର୍କଆଉଟ୍‌ କଲେ ଶିଳ୍ପା

ମୁମ୍ବାଇ: ଶିଳ୍ପା ସେଟ୍ଟୀ ନିଜ ଇନ୍‌ଷ୍ଟା ଆକାଉଣ୍ଟରେ ସୋମବାର ଏକ ମୋଟିଭେଶନାଲ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ସେ ତାଙ୍କ ସ୍ବାମୀ ରାଜ କୁନ୍ଦ୍ରାଙ୍କ...

ଶୁଟିଂ ଅନୁଭୂତି ରୋମାଞ୍ଚକର

ଲକ୍ଷ୍ନୌ: ‘ଗୁଲାବୋ ସିତାବୋ’ରେ ମେଗାଷ୍ଟାର ଅମିତାଭ ବଚ୍ଚନଙ୍କ ସହ ଶୁଟିଂସେଟ୍‌ ଅନୁଭୂତି ରୋମାଞ୍ଚକର ବୋଲି ବ୍ୟକ୍ତ କରିଛନ୍ତି ଅଭିନେତା ଆୟୁଷ୍ମାନ୍‌ ଖୁରାନା। ସେ ଅତ୍ୟନ୍ତ ଆହ୍ଲାଦିତ...

‘ବିଗ୍‌ ବସ୍‌-୧୩’ରେ ହୋଷ୍ଟ ପାଇଁ ସଲମାନ୍‌ ନେବେ ୪୦୩ କୋଟି

ଛୋଟ ପରଦାର ଚର୍ଚ୍ଚିତ ରିଆଲିଟି ଶୋ’ ‘ବିଗ୍‌ ବସ୍‌’ ସିଜିନ୍‌ ୧୩କୁ ନେଇ ବିଗତ କିଛି ଦିନ ହେବ ଭିନ୍ନ ଭିନ୍ନ ଖବର ଶୁଣିବାକୁ ମିଳୁଛି।...

Leave a comment

Your email address will not be published. Required fields are marked *