Posted inଜାତୀୟ

ଟିକ୍‌ଟକ୍‌ ପାଇଁ ଆତ୍ମହତ୍ୟା କଲେ ୨ ସନ୍ତାନର ମାଆ

ନୂଆଦିଲ୍ଲୀ,୧୪ା୬(ଆଇଏଏନ୍‌ଏସ୍‌):ସଂକ୍ଷିପ୍ତ ଭିଡିଓ ପ୍ରସ୍ତୁତକାରୀ ଆପ୍‌ ଟିକ୍‌ଟକ୍‌ ପାଇଁ ତାମିଲନାଡୁର ୨ ସନ୍ତାନର ଜନନୀ ଜଣେ ୨୪ ବର୍ଷୀୟା ମହିଳା ଗୁରୁବାର ଆତ୍ମହତ୍ୟା କରିଛନ୍ତି। ଅନୀତା ନାମ୍ନୀ ଏହି ମହିଳା ଟିକ୍‌ଟକ୍‌ରେ ଭିଡିଓ ପ୍ରସ୍ତୁତିରେ ବ୍ୟସ୍ତ ରହୁଥିବାବେଳେ ତାଙ୍କ ସ୍ବାମୀ ଏହାକୁ ବିରୋଧ କରିଥିଲେ। ଫଳରେ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏହାପରେ ଅନୀତା ବିଷ ପିଇବା ସମୟର ଭିଡିଓ ହ୍ବାଟ୍ସଆପ୍‌ରେ ସିଙ୍ଗାପୁରରେ ଥିବା ତାଙ୍କ ସ୍ବାମୀଙ୍କ ପାଖକୁ ପଠାଇଥିଲେ। କିଛି ସମୟ ପରେ ତାଙ୍କର ମୃତ୍ୟୁ ହୋଇଥିଲା।


All Right Reserved By

ନମାଜ ପଢୁଥିବାବେଳେ ଚଢିଗଲା କାର୍‌

ନୂଆଦିଲ୍ଲୀ, ୫।୬: ବୁଧବାର ସାରା ଦେଶରେ ଇଦ୍‌-ଉଲ୍‌-ଫିତର ଧୂମଧାମରେ ପାଳନ କରାଯାଉଥିଲାବେଳେ ରାଜଧାନୀ ଦିଲ୍ଲୀରେ ଏକ ଅଭାବନୀୟ ଘଟଣା ଘଟିଛି। ଖୁରେଜିରେ ମୁସଲମାନ ସମ୍ପ୍ରଦାୟର ଲୋକେ...

ବିବାହରେ କନ୍ୟା ରଖିଲେ ସର୍ତ୍ତ: ଶହେ ବୃକ୍ଷଚାରା ରୋପଣ ପରେ ବରଯାତ୍ରୀ ନେଇ ଆସିବାକୁ କହିଲେ

ଗ୍ବାଲିୟର,୯।୭: ମଧ୍ୟପ୍ରଦେଶରେ ଜଣେ କନ୍ୟା ବିବାହ ପାଇଁ ଅଜବ ସର୍ତ୍ତ ରଖିଛନ୍ତି। ଶହେ ବୃକ୍ଷ ଚାରା ରୋପଣ ପରେ ବରଯାତ୍ରୀ ନେଇ ବିବାହ ଲାଗି ଆସିବାକୁ...

ଉତ୍ତରପ୍ରଦେଶରେ ପୁଣି ମଦମୃତ୍ୟୁ:୩ ଜଣଙ୍କ ମୁଣ୍ଡ ଗଡ଼ିଲା, ୪ ଗୁରୁତର

ଲକ୍ଷ୍ନୌ, ୩୧।୫:ଉତ୍ତର ପ୍ରଦେଶର ସୀତାପୁରରେ ବିଷାକ୍ତ ମଦ ପିଇ ୩ ଜଣ ବ୍ୟକ୍ତିଙ୍କ ପ୍ରାଣହାନି ଘଟିଥିବାବେଳେ ୪ ଗୁୁରୁତର ହୋଇ ଚିକିତ୍ସାଧୀନ ଥିବା ଜଣାପଡ଼ିଛି। ମହମୁଦାବାଦରେ...

ଦିଲ୍ଲୀରେ କୃଷକଙ୍କ ରଣହୁଙ୍କାର

ନୂଆଦିଲ୍ଲୀ,୧୮।୯: କୃଷକ ଓ ଶ୍ରମିକଙ୍କ ସମସ୍ୟାକୁ ନେଇ ଦିଲ୍ଲୀରେ ଗର୍ଜିବ ଭାରତୀୟ କୃଷକ ସଂଗଠନ। ଭାରତୀୟ କୃଷକ ସଂଗଠନ ନେତୃତ୍ୱରେ ହଜାର ହଜାର କୃଷକ ସହାରନପୁରରୁ...

ପିଓକେବାସୀଙ୍କୁ ପାକିସ୍ତାନର ପ୍ରତାରଣା

ନୂଆଦିଲ୍ଲୀ,୨୧ା୮(ଆଇଏଏନ୍‌ଏସ୍‌): ପାକ୍‌-ଅଧିକୃତ କଶ୍ମୀର (ପିଓକେ) ଓ ଗିଲ୍‌ଗିଟ୍‌ ବାଲ୍‌ତିସ୍ତାନ (ଜିବି)ର ଅଧିବାସୀଙ୍କୁ ପାକିସ୍ତାନ। ପ୍ରାୟ ୬ ଦଶନ୍ଧି ଧରି ପ୍ରତାରଣା କରିଆସିଛି। ୫୯ ବର୍ଷରୁ ଊର୍ଦ୍ଧ୍ୱ...

ଏମିତି ଗାଁ ଯେଉଁଠି ଘରେ ଘରେ ଭିନ୍ନକ୍ଷମ

ଉତ୍ତରପ୍ରଦେଶର ଆଗ୍ରାଠାରୁ ୨୦ କିଲୋମିଟର ଦୂର ଗ୍ବାଲିୟର ରୋଡରେ ବରୋଲି ଅହିର ବ୍ଲକ୍‌ର ୧୧ଟି ଗାରଁ ଦୁଃଖ କହିଲେ ନ ସରେ। ଏହି ସବୁ ଗାଁରେ...

କଶ୍ମୀର ଭାରତର; ପାକିସ୍ତାନ ସହିତ ଏବେ ପିଓକେ ନେଇ ହେବ କଥାବାର୍ତ୍ତା: ଭେଙ୍କାୟା ନାଇଡୁ

ନୂଆଦିଲ୍ଲୀ, ୨୮।୮: କଶ୍ମୀର ଭାରତର। ଏହାକୁ ନେଇ ପାକିସ୍ତାନ କୌଣସି ମନ୍ତବ୍ୟ ଦେବା କିମ୍ବା ପଦକ୍ଷେପ ଗ୍ରହଣ କରିବା ଅନୁଚିତ। ସେହିପରି କଶ୍ମୀର ସମସ୍ୟା ଭାରତର...

ପ୍ଲାଷ୍ଟିକ୍‌ ବର୍ଜ୍ୟ ପଦାର୍ଥରୁ ହେବ ଟାଇଲ୍ସ୍‌ ନିର୍ମାଣ

ଡେରାଡୁନ୍‌,୪।୭: ଦେଶରେ ପ୍ଲାଷ୍ଟିକ୍‌ ବର୍ଜ୍ୟ ପଦାର୍ଥ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଏହାଯୋଗୁ ପ୍ରଦୂଷଣ ବୃଦ୍ଧି ପାଇଛି। ତେବେ ଉତ୍ତରଖଣ୍ଡ ଚାମୋଲି ମ୍ୟୁନିସିପାଲିଟି ପକ୍ଷରୁ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *