ପୁଣି ଚର୍ଚ୍ଚାରେ ଅମିତାଭ ବଚ୍ଚନଙ୍କ ନାତୁଣି ନବ୍ୟା

ସାରା ଦେଶରେ କରୋନା ଭାଇରସକୁ ନେଇ ଲକଡାଉନ ଜାରି ହୋଇଛି। ଏହି ସମୟରେ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ କଳାକାରମାନେ ସୋସିଆଲ ମିଡିଆ ମାଧ୍ୟମରେ ପରସ୍ପର ସହିତ ଯୋଡି ହୋଇ ରହିଛନ୍ତି। ଅମିତାଭ ବଚ୍ଚନଙ୍କ ନାତୁଣି ନବ୍ୟା ନାଭେଲି ମଧ୍ୟ ତାଙ୍କ ସାଙ୍ଗମାନଙ୍କ ସହ ସମୟ ବିତାଉଛନ୍ତି। ଯେତେବେଳେ ସେ କିଛି ସୋସିଆଲ ମିଡିଆରେ ପୋଷ୍ଟ କିମ୍ବା କମେଣ୍ଟ କରନ୍ତି ଚର୍ଚ୍ଚାକୁ ଆସିଥାନ୍ତି। ପୁଣି ଥରେ ସେ ଏକ କମେଣ୍ଟ କରି ଚର୍ଚ୍ଚାକୁ ଆସିଛନ୍ତି। ବଲିଉଡରେ ଡେବ୍ୟୁ କରିଥିବା ଅଭିନେତା ମିଜାନ ଜାଫ୍ରିଙ୍କ ଏକ ଭିଡିଓରେ ହାର୍ଟର ଏକ ଇମୋଜି ଦେଇ ଚର୍ଚ୍ଚାକୁ ଆସିଛନ୍ତି। ଏହି ଭିଡିଓରେ ମିଜାନ ଗୀଟାର ବଜାଇ ଗୀତ ଗାଉଥିବା ଦେଖିବାକୁ ମିଳିଛି।


All Right Reserved By Dharitri.Com

କେବଳ ବଲିଉଡ୍‌ ନୁହେଁ, ହଲିଉଡ୍‌ରେ ବି ସୁପରହିଟ୍‌ ଏହି ଅଭିନେତ୍ରୀ

ମୁମ୍ବାଇ: କିଛି ଅଭିନେତ୍ରୀ ଖାଲି ବଲିଉଡ୍‌ ନୁହେଁ, ହଲିଉଡ୍‌ରେ ମଧ୍ୟ ବେଶ୍‌ ଦମଦାର ଅଭିନୟ କରି ଦର୍ଶକଙ୍କ ଦୃଦୟ ଜିଣିଛନ୍ତି। ଐଶ୍ୱର୍ଯ୍ୟା ରାୟ: ନିଜର ସୌନ୍ଦର୍ଯ୍ୟ...

ଚାଲିଗଲେ ଶାହାରୁଖ ଖାଁଙ୍କ ଭଉଣୀ

ବଲିଉଡ୍‌ ଅଭିନେତା ଶାହାରୁଖ୍‌ ଖାଁଙ୍କ ସମ୍ପର୍କୀୟ ଭଉଣୀ ନୁର୍‌ ଜହାଁଙ୍କ ପରଲୋକ ଘଟିଛି। ସେ କିଛିଦିନ ହେବ କ୍ୟାନସରରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ। ମୃତ୍ୟୁ...

ଘାତକ କରୋନା ଭୟ: ସେଲ୍ଫ ଆଇସୋଲେଶନରେ ଏ ସବୁ ବଲିଉଡ୍‌ କଳାକାର

ବମ୍ବେ: ଚିନ୍ତା ବଢ଼ାଇଛି ଘାତକ କରୋନା। ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ମହାରାଷ୍ଟ୍ରରେ ସଂକ୍ରମିତଙ୍କ ସଂଖ୍ୟା ଅଧିକ ଥିବା ଦେଖାଯାଇଛି। ଏପରିସ୍ଥଳେ...

ସାରାଙ୍କୁ ଆଣିବାକୁ ଏୟାରପୋର୍ଟ ପହଞ୍ଚିଲେ ଆର୍ୟନ

ମୁମ୍ବାଇ: ନିକଟରେ ସୈଫଙ୍କ ଲଳନା ତଥା ବଲିଉଡ୍‌ ଅଭିନେତ୍ରୀ ସାରା ଅଲ୍ଲୀ ଖାଁ ଇମତିଆଜ୍‌ ଅଲ୍ଲୀଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଲଭ୍‌ ଆଜ କଲ୍‌-୨’ର ଶୁଟିଂ ସାରିବା...

ଲଣ୍ଡନରେ ତୈମୁରଙ୍କୁ ୧୨ଘଣ୍ଟା ପାଇଁ ଛାଡି ମୁମ୍ବାଇ କାହିଁକି ଆସିଲେ କରୀନା

ମୁମ୍ବାଇ: ବଲିଉଡ୍‌ ବେବୋ ଏବେ ନିଜ ପରିବାରଙ୍କ ସହ ୟୁରୋପରେ ହଲିଡେ କଟାଉଛନ୍ତି। କରୀନା କପୁର, ସୈଫ ଅଲ୍ଲୀ ଖାଁ, ତୈମୁରଙ୍କ ସମେତ କରିସ୍ମା ଓ...

କଳାକାର ପରିବାର ପାଇଁ ନୁହେଁ ଦୃଢ଼ ଇଚ୍ଛାଶକ୍ତି ଯୋଗୁ ବଲିଉଡ୍‌ ଦୁନିଆରେ ସ୍ଥାନ ମିଳିଛି: ସୋନମ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର ଏବେ ତାଙ୍କର ଅପ୍‌ କମିଂ ଫିଲ୍ମ ‘ଦ ଜୋୟା ଫେକ୍ଟର’ ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଏହି ଫିଲ୍ମ ସେପ୍ଟେମ୍ବର...

ବାଘୁଣୀର ବିବାଦୀୟ ହତ୍ୟା ଉପରେ ଆଧାରିତ ଫିଲ୍ମରେ ନଜର ଆସିବେ ବିଦ୍ୟା

ମୁମ୍ବାଇ: ବିଦ୍ୟା ବଲାନ୍‌ ବଲିଉଡ୍‌ର ଜଣେ ବହୁମୁଖୀ ଅଭିନେତ୍ରୀ। ତାଙ୍କ ଫିଲ୍ମ ପ୍ରାୟତଃ ନାରୀ କୈନ୍ଦ୍ରିକ ହୋଇଥିବାବେଳେ ଫିଲ୍ମରେ ସୁସ୍ଥ ସମାଜ ପାଇଁ ବାର୍ତ୍ତା ମଧ୍ୟ...

ଲକ୍‌ଡାଉନରେ ଭିତରେ ଏହି ଅଭିନେତାଙ୍କ ହେଲା ନିର୍ବନ୍ଧ: ଅନ୍‌ଲାଇନ୍‌ରେ ଛୁଟିଲା ଶୁଭେଚ୍ଛାର ସୁଅ

ମୁମ୍ବାଇ: କରୋନା ଭାଇରସ୍‌ ଯୋଗୁ ସାଧାରଣ ଜୀବନଯାପନ ଏକପ୍ରକାର ଠପ୍‌ ହୋଇଯାଇଛି। ଏଥିଯୋଗୁ ବ୍ୟବସାୟ, ବିଭିନ୍ନ ପ୍ରକାରର କାର୍ଯ୍ୟପନ୍ଥା, ଫିଲ୍ମ ଶୁଟିଂ, ରିଲିଜ ଉପରେ ବହୁ...

Leave a comment

Your email address will not be published. Required fields are marked *