ଅଭିନେତା ମୋହିତ୍‌ଙ୍କ ଦେହାନ୍ତ

ମୁମ୍ବାଇ, ୨୪।୫:ବଲିଉଡ୍‌ର ଜଣାଶୁଣା ଅଭିନେତା ମୋହିତ୍‌ ବାଘେଲଙ୍କ କ୍ୟାନ୍‌ସରରେ ଶନିବାର ସକାଳେ ମୃତ୍ୟୁ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ମାତ୍ର ୨୬ ବର୍ଷ ହୋଇଥିଲା। ନିଜ ହୋମ୍‌ଟାଉନ୍‌ ଉତ୍ତରପ୍ରଦେଶର ମଥୁରାରେ ତାଙ୍କର ପରଲୋକ ଘଟିଛି। କିଛିଦିନ ପୂର୍ବେ ଦିଲ୍ଲୀ ଏମ୍‌ସରେ କର୍କଟ ରୋଗରେ ସେ ଚିକିତ୍ସାଧୀନ ଥିଲେ। ମୋହିତ ୨୦୧୧ରେ ସୁପରଷ୍ଟାର ସଲ୍‌ମାନ ଖାନ୍‌ଙ୍କ ‘ରେଡି’ ଫିଲ୍ମରେ ଅଭିନୟ କରି ଚର୍ଚ୍ଚାକୁ ଆସିଥିଲେ। ୨୦୧୯ରେ ରିଲିଜ୍‌ ହୋଇଥିବା ଫିଲ୍ମ ‘ଜବରିଆ ଯୋଡ଼ି’ରେ ମୋହିତ୍‌ କାମ କରିଥିଲେ। ମୋହିତ ରିଆଲିଟି ଶୋ ‘ଛୋଟେ ମିଆ’ରୁ କ୍ୟାରିୟର ଆରମ୍ଭ କରିଥିଲେ।


All Right Reserved By Dharitri.Com

ଆଗାମୀ ଫିଲ୍ମରେ ସ୍ତ୍ରୀ ରୋଗ ବିଶେଷଜ୍ଞ ହେବେ ଆୟୁଷ୍ମାନ: ବିପକ୍ଷରେ ନାୟିକା ସାଜିବେ ଓଲାୟା

ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନା ଅଭିନୟ କ୍ୟାରିୟରରେ ସବୁବେଳେ ନୂଆ ନୂଆ ଚ୍ୟାଲେଞ୍ଚ ନେବାକୁ ପସନ୍ଦ କରିଥାନ୍ତି। ଏଥିପାଇଁ ସେ ବଲିଉଡ୍‌ରେ ବେଶ୍‌ ପରିଚିତ ମଧ୍ୟ।...

ସୈଫଙ୍କ ପସନ୍ଦ ଆସିଲାନି ଝିଅ ସାରାଙ୍କ ଫିଲ୍ମ ଟ୍ରେଲର

ସାରା ଅଲ୍ଲୀ ଖାନ୍‌ ଏବଂ କାର୍ତ୍ତିକ ଆର୍ୟନଙ୍କ ଅଭିନୀତ ଫିଲ୍ମ‘ଲଭ୍‌ ଆଜ୍‌ କଲ୍‌’ର ଟ୍ରେଲର ରିଲିଜ୍‌ ହୋଇସାରିଛି। ଏହା ପରେ ପ୍ରଶଂସକଙ୍କ ପ୍ରତିକ୍ରିୟା ଦେଖିବାକୁ ମିଳିଛି।...

ବିବାହ ବିଚ୍ଛେଦର ୧୬ ବର୍ଷ ପରେ ଦୁଃଖ ପ୍ରକାଶ କଲେ ଶୈଫ

ମୁମ୍ବାଇ: ଛୋଟେ ନବାବ ଶୈଫ ଅଲି ଖାଁ ତାଙ୍କ ଅପ୍‌ କମିଂ ଫିଲ୍ମ ‘ତାନାଜୀ-ଅ ଅନସଙ୍ଗ ଓ୍ବାରିୟର’ର ପମୋଶନରେ ଏବେ ବ୍ୟସ୍ତ ଅଛନ୍ତି। ନିକଟରେ ସେ...

ନିତ୍ୟାଙ୍କ କରୋନା ସଚେତନତା ବାର୍ତ୍ତା: ମନ ଜିଣୁଛି କୁନି ଅଭିନେତ୍ରୀଙ୍କ ପରାମର୍ଶ

ବମ୍ବେ: ମହାମାରୀ କରୋନା ଭୂତାଣୁ ସଂକ୍ରମଣରୁ ନିଜକୁ ରକ୍ଷା କରିବା ଆଜିକାଲି ସମୟରେ ବଡ଼ ଚ୍ୟାଲେଞ୍ଜ। ଏହାକୁ ନେଇ ଲୋକଙ୍କୁ କରାଯାଉଛି ସଚେତନ। ହେଲେ ସୋସିଆଲ...

ଆଲିଆଙ୍କୁ ଭିଡ଼ରୁ ବଞ୍ଚାଇଲେ ରଣବୀର

ମୁମ୍ବାଇ: ବଲିଉଡ୍‌ର ସବୁଠାରୁ ଚର୍ଚ୍ଚିତ ଯୋଡ଼ିଙ୍କ ମଧ୍ୟରେ ଆଲିଆ ଭଟ୍ଟ ଓ ରଣବୀର କପୁର ଅନ୍ୟତମ। ଦୀର୍ଘଦିନରୁ ବି’ଟାଉନରେ ତାଙ୍କ ବିବାହକୁ ନେଇ ଚର୍ଚ୍ଚା ଲାଗିରହିଛି।...

ସାରାଙ୍କ ଟେନସନ

ସୈଫ ତନୟା ସାରା ଅଲ୍ଲୀ ଖଁ। କ’ଣ କରିବେ ଜାଣିପାରୁନାହାନ୍ତି। କାରଣ ପ୍ରେମ ତାଙ୍କ ପାଇଁ ଟେନସନ ସାଜିଛି। ଯୁଆଡ଼େ ଗଲେ ସେହି ଗୋଟିଏ ପ୍ରଶ୍ନ।...

ଲୁଙ୍ଗି ପିନ୍ଧି ପରଦାକୁ ଆସିବେ ଖିଲାଡି କୁମାର

ବଲିଉଡରେ ଆଜିକାଲି ଅକ୍ଷୟ କୁମାରଙ୍କ ରାଜ୍‌ ଚାଲିଛି। ଗୋଟିଏ ପରେ ଗୋଟିଏ ସୁପର୍‌ହିଟ୍‌ ଫିଲ୍ମ ଦେଇଚାଲିଥିବା ଅକ୍ଷୟ ନିଜ ଆଗାମୀ ସିନେମା ‘ବଚନ୍‌ ପାଣ୍ଡେ’ରେ ଏକ...

ଦବଙ୍ଗ-୩ ଟ୍ରେଲର୍‌: ୧୬ ଘଣ୍ଟାରେ ୧୫ ମିଲିୟନ୍‌ରୁ ଅଧିକଥର ଦେଖିଲେଣି ଦର୍ଶକ

ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନ୍‌ଙ୍କ ବହୁପ୍ରତୀକ୍ଷିତ ‘ଦବଙ୍ଗ-୩’ର ଟ୍ରେଲର ଇତିମଧ୍ୟରେ ରିଲିଜ୍‌ ହୋଇଯାଇଛି। ‘ଚୁଲବୁଲ୍‌ ପାଣ୍ଡେ’ ଚରିତ୍ରରେ ସଲ୍ଲୁ ପୁଣିଥରେ ଏହି ଦୀପାବଳିରେ ଦର୍ଶକଙ୍କ ମନୋରଞ୍ଜନ...

Leave a comment

Your email address will not be published. Required fields are marked *