Categories: ରାଜ୍ୟ

ଅଭିନେତା ବିଜୟ ମହାନ୍ତି ଗୁରୁତର: ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ବରିଷ୍ଠ ଓଲିଉଡ୍‌ ଅଭିନେତା ବିଜୟ ମହାନ୍ତି ଅସୁସ୍ଥ ହୋଇପଡ଼ିଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହୃଦ୍‌ଘାତ ଯୋଗୁ ମେଡିକାଲରେ ଚିକିତ୍ସାଧିନ ଥିବା ଜଣାପଡ଼ିଛି। ସ୍ବାସ୍ଥାବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି।