Posted inଜାତୀୟ

‘ବାୟୁ’ ପାଇଁ ଭୟ ନାହିଁ ଘରକୁ ଫେରିି ପାରିବେ ସୁରକ୍ଷିତ ସ୍ଥାନରେ ଥିବା ଲୋକେ: ରୂପାନି

ଗାନ୍ଧୀନଗର,୧୪।୬: ସାମୁଦ୍ରିକ ଝଡ଼ ‘ବାୟୁ’ ଏବେ ଆଉ ଗୁଜରାଟ ପ୍ରତି ବିପଦ ସୃଷ୍ଟି କରିବ ନାହିଁ। ଏହା ତା’ର ଦିଗ ବଦଳାଇ ସାରିଛି। ଏହା ପଶ୍ଚିମ ମୁହାଁ ହୋଇଥିବାରୁ ଏବେ ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେଇଥିବା ଲୋକେ ନିଜ ନିଜ ଘରକୁ ଫେରି ପାରିବେ ବୋଲି ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନି କହିଛନ୍ତି। ଶୁକ୍ରବାର ବରିଷ୍ଠ ଅଧିକାରୀଙ୍କ ସହ ବସିଥିବା ଏକ ବୈଠକ ପରେ ରୂପାନି ସୁରକ୍ଷିତ ସ୍ଥାନରେ ଥିବା ପ୍ରାୟ ୨.୭୫ ଲକ୍ଷ ଲୋକଙ୍କୁ ନିଜ ନିଜ ଘରକୁ ଫେରି ଆସିବାକୁ କହିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।


All Right Reserved By Dharitri.Com

ଘରେ ୨୨ଟି ସିସିଟିଭି ଲଗାଇଲେ ସ୍ବାମୀ: ଏକଥା ଜାଣିବାରୁ ସ୍ତ୍ରୀ କଲେ ଏମିତି..

ବେଙ୍ଗାଲୁରୁ, ୨୨।୫: କର୍ନାଟକ ବେଙ୍ଗାଲୁରୁରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ସ୍ତ୍ରୀଙ୍କ ଉପରେ ନଜର ରଖିବା ପାଇଁ ଘରେ ୨୨ଟି ସିସିଟିଭି କ୍ୟାମେରା ଲଗାଇଛନ୍ତି...

ତେଜସ୍‌ରେ ଉଡ଼ିଲେ ରାଜନାଥ

ବେଙ୍ଗାଲୁରୁ,୧୯।୯ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ନେଇ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଯୁଦ୍ଧ ବିମାନ ତେଜସ୍‌ ଗୁରୁବାର ଉଡ଼ାଣ କରିଛି। ବେଙ୍ଗାଲୁରୁର ହିନ୍ଦୁସ୍ତାନ ଏରୋନୋଟିକ୍ସ୍‌...

କେରଳରେ ଚିହ୍ନଟ ହେଲେ ତୃତୀୟ କରୋନାଭାଇରସ ପଜିଟିଭ

ଥିରୁଭାନନ୍ଥପୁରମ,୩।୨: ଡରାଇଲାଣି କରୋନାଭଇରସ। କେରଳରେ କରୋନାଭାଇରସରେ ଆକ୍ରାନ୍ତ ଥିବା ତୃତୀୟ ବ୍ୟକ୍ତିଙ୍କର ଚିହ୍ନଟ କରାଯାଇଛି। ଏହାପୂର୍ବରୁ ୨ଜଣଙ୍କ ନିକଟରେ କରୋନାଭାଇରସ ପଜିଟିଭ ମିଳିବା ପରେ ଏମାନଙ୍କର...

ଜଷ୍ଟିସ୍‌ କୁରେଶୀଙ୍କ ପଦୋନ୍ନତି ଅଟକାଉଛି କେନ୍ଦ୍ର

ନୂଆଦିଲ୍ଲୀ,୨୨ା୬: ନ୍ୟାୟପାଳିକାର ନିରପେକ୍ଷତା ଲାଗି ଏହାକୁ ରାଜନୈତିକ ପ୍ରଭାବରୁ ମୁକ୍ତରଖାଯିବା ଉଚିତ ବୋଲି ବିଭିନ୍ନ ସମୟରେ ମତପ୍ରକାଶ ପାଇଆସୁଛି। ଏହା ସତ୍ତ୍ୱେ ନ୍ୟାୟପାଳିକା ଯେ ରାଜନୈତିକ...

ସୋନିଆଙ୍କୁ ଭେଟିଲେ ଏଏପି ବିଧାୟିକା ଅଳକା

ନୂଆଦିଲ୍ଲୀ,୩।୯: ଏଏପିର ବିଦ୍ରୋହୀ ବିଧାୟିକା ଅଳକା ଲମ୍ବା ମଙ୍ଗଳବାର କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କୁ ଭେଟିଛନ୍ତି। ୧୦ ଜନପଥରେ ଥିବା ସୋନିଆଙ୍କ ଘରେ ସେ...

ହତ୍ୟାର ତୃତୀୟ କାରଣ ପ୍ରେମ

ନୂଆଦିଲ୍ଲୀ,୨୦-୧୧:ଭାରତରେ ହତ୍ୟାର ତୃତୀୟ ବଡ଼ କାରଣ ହେଉଛି ପ୍ରେମ ବ୍ୟାପାର। ଜାତୀୟ ଅପରାଧ ରେକର୍ଡ ବ୍ୟୁରୋର ତଥ୍ୟାନୁସାରେ ୨୦୦୧ରୁ ୨୦୦୭ ମଧ୍ୟରେ ପ୍ରେମକୁ ନେଇ ହତ୍ୟାକାଣ୍ଡ...

ଭିଆଇପି ସୁରକ୍ଷାରୁ ହଟିବେ ଏନ୍‌ଏସ୍‌ଜି କମାଣ୍ଡୋ

ନୂଆଦିଲ୍ଲୀ,୧୩।୧: କିଛିଦିନ ତଳେ ଗାନ୍ଧୀ ପରିବାରର ସୁରକ୍ଷା ବ୍ୟବସ୍ଥାକୁ କମାଇ ଦେବା ପରେ ଏବେ କେନ୍ଦ୍ର ସରକାର ଏନ୍‌ଏସ୍‌ଜି କମାଣ୍ଡୋଙ୍କୁ ଏହି କାମରୁ ସମ୍ପୂର୍ଣ୍ଣ ଭାବେ...

ଏମ୍‌ପି ହେବା ପରେ ମଧ୍ୟ ଡିଏସ୍‌ପିଙ୍କୁ ସାଲ୍ୟୁଟ କଲେ : ଫଟୋ ଭାଇରଲ

ହାଇଦ୍ରାବାଦ,୨୮।୫: ଗତ ନିର୍ବାଚନରେ ଆନ୍ଧ୍ର ପ୍ରଦେଶରେ ଓ୍ବାଇଏସ୍‌ଆର୍‌ସିପି ଟିଡିପିକୁ ଉଭୟ ଲୋକ ସଭା ଓ ବିଧାନସଭାରେ ଶୋଚନୀୟ ଭାବେ ପରାସ୍ତ କରିଛି। ଏହି ନିର୍ବାଚନରେ  ହିନ୍ଦୁପୁର...

Leave a comment

Your email address will not be published. Required fields are marked *