ଦେଶରେ ୨୩୬ ଓମିକ୍ରନ୍‌ ଆକ୍ରାନ୍ତ, ୧୬ ରାଜ୍ୟରେ ଆତଙ୍କ…

ନୂଆଦିଲ୍ଲୀ, ୨୩।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶର ୧୬ ରାଜ୍ୟରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୩୬ ଛୁଇଁଛି। ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୬୫ ରହିଛି। ଦିଲ୍ଲୀର ଆକ୍ରାନ୍ତଙ୍କ ସଂଖ୍ୟା ୬୪ରେ ପହଞ୍ଚିଛି। ସେହିପରି ତେଲେଙ୍ଗାନାରେ ୨୪, ରାଜସ୍ଥାନରେ ୨୧, କର୍ନାଟକରେ ୧୯, କେରଳରେ ୧୫, ଗୁଜୁରାଟରେ ୧୪, ଜମ୍ମୁ-କଶ୍ମୀରରେ ୩, ଓଡ଼ିଶାରେ ୨, ଉତ୍ତରପ୍ରଦେଶରେ ୨, ଆନ୍ଧ୍ରପ୍ରଦେଶରେ ୨, ଚଣ୍ଡିଗଡ଼ରେ ୧, ଲଦାଖରେ ୧, ତାମିଲନାଡୁରେ ୧, ପଶ୍ଚିମବଙ୍ଗରେ ୧ ଏବଂ ଉତ୍ତରାଖଣ୍ଡରେ ଜଣଙ୍କୁ ଚିହ୍ନଟ କରାଯାଇଛି।

ସେହିପରି ଇତିମଧ୍ୟରେ ୧୦୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଭଳି ପରିସ୍ଥିତିରେ, ପୁଣି କଟକଣା ଲାଗୁ କରାଯାଇଛି। ଭିଡ଼ ଯୋଗୁ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ନୂଆ ବର୍ଷ ଏବଂ ବଡ଼ଦିନ ନୂଆ ଅସୁବିଧା ଆଣିବାର ଆଶଙ୍କା ରହିଥିବାରୁ ଏନେଇ ମଧ୍ୟ କଟକଣା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଏକ ଲକ୍ଷ କୋଟିର ଶତ୍ରୁ ସମ୍ପତ୍ତି : ବିକ୍ରି ପ୍ରକ୍ରିୟା ଆରମ୍ଭ କଲେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ…

ନୂଆଦିଲ୍ଲୀ,୨୦।୩ : ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଦେଶରେ ଥିବା ଶତ୍ରୁ ସମ୍ପତ୍ତିର ବିକ୍ରୟ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏସବୁ ହେଉଛି ପାକିସ୍ତାନ ଏବଂ ଚାଇନା ସହିତ...

ବିପିନ ରାଓ୍ବତଙ୍କୁ ଏମିତି ଶ୍ରଦ୍ଧାଞ୍ଜଳି, ସମସ୍ତଙ୍କ ହୃଦୟ ଜିତିଲା: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ.୧୦।୧୨: ପ୍ରତିରକ୍ଷା ମୁଖ୍ୟ ଜେନେରାଲ ବିପିନ ରାୱତଙ୍କୁ ପୂରା ଦେଶ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। କେବଳ ଭାରତରେ ନୁହେଁ, ଅନେକ ଦେଶରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ, ୧୫ ଆହତ

ଲକ୍ଷ୍ନୌ,୩୦।୧୧: ଉତ୍ତରପ୍ରସେଶ ବାହାରାଇଚର ତପ୍ପେଠାରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା...

ଇସ୍ତଫା ଦେଲେ ଉତ୍ତରାଖଣ୍ଡ ରାଜ୍ୟପାଳ

ଡେରାଡୁନ,୯ ।୯: ଇସ୍ତଫା ଦେଇଛନ୍ତି ଉତ୍ତରାଖଣ୍ଡର ରାଜ୍ୟପାଳ ବେବି ରାଣି ମୌର୍ଯ୍ୟ । ତିନି ବର୍ଷ କାର୍ଯ୍ୟକାଳ ପୂରଣ କରିବା ପରେ ସେ ଇସ୍ତଫା ଦେଇଛନ୍ତି...

ଜେଏମ୍‌ଏମ୍‌ ପରେ ଦ୍ରୌପଦୀଙ୍କୁ ସମର୍ଥନ କରିବ ଜେଡି(ଏସ୍‌)

ବେଙ୍ଗାଲୁରୁ,୧୬।୭: ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରତି ବଢୁଛି ରାଜନୈତିକ ଦଳର ସମର୍ଥନ। ନିକଟରେ ଜେଏମ୍‌ଏମ୍‌ ଦ୍ରୌପଦୀଙ୍କୁ ସମର୍ଥନ କରିଥିବା ବେଳେ ଏବେ ଜେଡି(ଏସ୍‌)...

ସରକାରରେ ଥାଇ ସରକାରୀ ଦଳକୁ ଚେତାବନୀ ଦେଲା ଭାଜପା

ପାଟଣା,୧୭।୧: ବିହାରର ମେଣ୍ଟ ସରକାରରେ ନୂଆ ବିବାଦ ଦେଖାଦେଇଛି। ଜଣେ ବରିଷ୍ଠ ଭାଜପା ନେତା ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଦଳକୁ ସୀମା ନ ଲଙ୍ଘିବାକୁ ଚେତାବନୀ...

୪ ଓ୍ବାଣ୍ଟେଡ୍‌ ଆତଙ୍କବାଦୀଙ୍କ ପୋଷ୍ଟର ଲଗାଇଲା ଏନ୍‌ଆଇଏ, ମୁଣ୍ଡପିଛା ୧୦ ଲକ୍ଷର ପୁରସ୍କାର ଘୋଷଣା

ନୂଆଦିଲ୍ଲୀ,୧୦।୧୨: ନ୍ୟାସନାଲ ଇନ୍‌ଭେଷ୍ଟିଗେସନ ଏଜେନ୍ସି(ଏନ୍‌ଆଇଏ) ଲଶ୍କର-ଇ-ତାଇବାର ୪ ଆତଙ୍କାବାଦୀଙ୍କ ବିଷୟରେ ସୂଚନା ଲାଗି ପୋଷ୍ଟର ଜାରି କରିଛି। ପୁଲଓ୍ବାମା ଏବଂ ଅନ୍ୟ ସହରରେ ଏହି ପୋଷ୍ଟର...

ଅତି ଭୀଷଣ ସାମୁଦ୍ରିକ ଝଡ଼ ରୂପ ନେଲା ତଉକ୍‌ତାଏ

ମୁମ୍ବାଇ/ବେଙ୍ଗାଲୁରୁ/ଥିରୁଭାନନ୍ଥପୁରମ୍‌, ୧୭।୫: ଆରବ ସାଗରରେ ସୃଷ୍ଟ ଘୂର୍ଣ୍ଣିଝଡ଼ ତଉକତାଏ ରବିବାର ଅତି ଭୀଷଣ ସାମୁଦ୍ରିକ ଝଡ଼ର ରୂପ ନେଇଥିବା ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) କହିଛି।...

Advertisement
Archives

Model This Week