୨୩୭ ଅତି ସମ୍ବେଦନଶୀଳ ବୁଥ୍‌

କେନ୍ଦୁଝର,୩୦ା୧ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର ଚାଲିଛି ା ବିଶେଷ କରି ଅବାଧ, ଭୟମୁକ୍ତ ଓ ନିରପେକ୍ଷ ନିର୍ବାଚନ ପାଇଁ ଭୋଟ ଗ୍ରହଣ କେନ୍ଦ୍ର ଗୁଡିକର ସୁରକ୍ଷା ପ୍ରତି ଅଧିକ ଧ୍ୟାନ ଦିଆଯାଉଛି ା ଏଥି ନିମନ୍ତେ ପୋଲିସ ବିଭାଗ ପକ୍ଷରୁ ଅତି ସମ୍ବେଦନଶୀଳ ଓ ସମ୍ବେଦନଶୀଳ ବୁଥ୍‌ ଚିହ୍ନଟ କରାଯାଇଛି। ଜିଲାର ସମୁଦାୟ ୩୭୫୪ ବୁଥ୍‌ ମଧ୍ୟରୁ ୨୩୭ ବୁଥ୍‌ ଅତି ସମ୍ବେଦନଶୀଳ ଥିବାବେଳେ ୩୫୫ ବୁଥ୍‌ ସମ୍ବେଦନଶୀଳ ଚିହ୍ନଟ କରାଯାଇଥିବା ସୂଚନା ମିଳିଛି। ଜିଲାରେ ରହିଥିବା ଅତି ସମ୍ବେଦନଶୀଳ ଓ ସମ୍ବେଦନଶୀଳ ବୁଥ୍‌ରେ ନିର୍ବାଚନ ପରିଚାଳନା ନିମନ୍ତେ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଗ୍ୟାସ୍‌ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍‌ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ଆନନ୍ଦପୁର ଓକିଲ ସଂଘ ନିର୍ବାଚନ: ଦୟାନିଧି ଦାଶ ସଭାପତି, ସମ୍ପାଦକ ଭାବେ…

ବଞ୍ଚୋ, ୨୮।୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଓକିଲ ସଂଘର ବାର୍ଷିକ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏହି ନିର୍ବାଚନରେ ଦୟାନିଧି ଦାଶ ସଭାପତି ପଦବୀ ପାଇଁ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri