କୋଭିଡ୍‌- ୧୯ ପର୍ଯ୍ୟବେକ୍ଷକଙ୍କ ମୟୂରଭଞ୍ଜ ଗସ୍ତ

ବାରିପଦା ଅଫିସ,୬।୬- କୋଭିଡ୍‌-୧୯ର ରାଜ୍ୟ ପର୍ଯ୍ୟବେକ୍ଷକ ତଥା ଜଳସମ୍ପଦ ସଚିବ ସୁରେନ୍ଦ୍ର କୁମାର ଶୁକ୍ରବାର ମୟୂରଭଞ୍ଜ ଜିଲା ଗସ୍ତ କରିଥିଲେ। ସେ ଜିଲାର ବେତନଟୀ ଓ ବଡ଼ସାହି ବ୍ଲକର ବିଭିନ୍ନ ଅଞ୍ଚଳରେ ହୋଇଥିବା ଅସ୍ଥୀୟୀ ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କରି ସେଠାରେ କିପରି ଭାବେ କେନ୍ଦ୍ର ପରିଚାଳିତ ହେଉଛି ତାହାର ସ୍ଥିତି ସମୀକ୍ଷା କରିଥିଲେ। ଅପରାହ୍ନରେ ଜିଲା ପ୍ରଶାସନର ବିଭିନ୍ନ ଅଧିକାରୀଙ୍କ ଉପସ୍ଥିତିରେ ଏକ ସମୀକ୍ଷା ବୈଠକ କରିଥିଲେ। ଜିଲାରେ କୋଭିଡ୍‌-୧୯ର କିପରି ମୁକାବିଲା କରାଯାଉଛି ସେ ନେଇ ଆଲୋଚନା କରିଥିଲେ। ଜିଲାପାଳ ବିନୀତ ଭରଦ୍ୱାଜ ଜିଲାର ବିଭିନ୍ନ ସ୍ଥିତି ବିଷୟରେ କହିଥିଲେ। ପ୍ରବାସୀ ଶ୍ରମିକମାନଙ୍କୁ ଏମ୍‌ଜିଏନ୍‌ଆରଜିଏସ୍‌, ଉଦ୍ୟାନ କୃଷି ଆଦି କାର୍ଯ୍ୟକ୍ରମ ଜରିଆରେ କାର୍ଯ୍ୟ ଯୋଗାଇ ଦେବା ପାଇଁ ସଚିବ ନିର୍ଦ୍ଦେଶ ଦେଇଥିଲେ। ଜିଲା ପ୍ରଶାସନ ପକ୍ଷରୁ ଏମ୍‌ଜିଏନ୍‌ଆରଜିଏସ୍‌ରେ ଶ୍ରମିକମାନଙ୍କୁ କାମ ଦିଆଯାଇଥିବା ନେଇ ସୂଚନା ଦିଆଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଏହି ସମୀକ୍ଷା ବୈଠକରେ ଜିଲାସ୍ତରୀୟ ସମସ୍ତ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁଲତାଙ୍କ ହାତରେ ଅଟୋ ଷ୍ଟିଅରିଂ:ବାପା ଅସୁସ୍ଥ ଥିବାରୁ ପାଠ ଛାଡ଼ି ପରିବାର ପୋଷୁଛନ୍ତି ଆଦିବାସୀ ଝିଅ

ଜୟପୁର/ବୋରିଗୁମ୍ମା:୨ା୯(ନି.ପ୍ର./ଡି.ଏନ୍‌.ଏ.):ମାଟ୍ରିକ୍‌ରେ ଦ୍ୱିତୀୟ ଶ୍ରେଣୀରେ ପାସ୍‌ କରିଥିଲେ ସୁଲତା ଗୋଲରୀ। ବାପା ଅଟୋ ଚଳାଉଥିଲେ। କିନ୍ତୁ ହଠାତ୍‌ ସେ ଅସୁସ୍ଥ ହୋଇ ଘରେ ରହିବା ପରେ ପରିବାର...

ସ୍କୁଟିକୁ ଧକ୍କାଦେଇ ବସ୍‌ ଫେରାର: ୧ମୃତ,ଜଣେ ଗୁରୁତର

ରସୁଲପୁର,୨୩।୮(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ୧୬ନଂ. ଜାତୀୟ ରାଜପଥରେ ଶୁକ୍ରବାର ସକାଳେ ଏକ ଦୁର୍ଘଟଣା ଘଟିଛି। ବସ୍‌ ସ୍କୁଟିକୁ ଧକ୍କାଦେବାରୁ ଏଥିରେ ଜଣଙ୍କର ମୃତ୍ୟୁ...

ଲୋକାୟୁକ୍ତରେ ଆରୁହା ପାହାଡ଼ କଳାପଥର ଲୁଟ୍‌ ମାମଲା: ମତାମତ ରଖିବାକୁ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ

ଯାଜପୁର ଅଫିସ,୪।୩: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ଆରୁହା ପାହାଡ଼ରୁ କଳାପଥର ଲୁଟ୍‌, ଜାଲିଆତି ଅଭିଯୋଗ ମାମଲାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ...

ମଙ୍ଗଳାଙ୍କୁ ଲାଗିହେଲା ୧ଲକ୍ଷ ୮ ନୀଳକଇଁ

ପୁରୀ ଅଫିସ,୬।୧୦: ଶାରଦୀୟ ଦଶହରା ପାଇଁ ଉତ୍ସବ ମୁଖର ପୁରପଲ୍ଲୀ। ଆନନ୍ଦ ଉଲ୍ଲାସରେ ସମସ୍ତେ ମା’ ଦୁର୍ଗତିନାଶିନୀଙ୍କୁ ଆରାଧନା କରୁଛନ୍ତି। ଶ୍ରୀକ୍ଷେତ୍ରରେ ବିଭିନ୍ନ ଶକ୍ତିପୀଠରେ ଚାଲିଛି...

ଖବରଦାତା, ବିତରକଙ୍କ ଉପରେ କଟକଣା ନାହିଁ: ଏସ୍‌ପି

ଛତ୍ରପୁର,୨୭ା୩(ଡି.ଏନ୍‌.ଏ.)- କରୋନାକୁ ପ୍ରତିରୋଧ କରିବାକୁ କ’ଣ ସବୁ ପଦକ୍ଷେପ ନିଆଯାଇଛି ସେସମ୍ପର୍କରେ ସମୀକ୍ଷା ସମୀକ୍ଷା କରିଛନ୍ତି ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ। ଭିଡିଓ କନ୍‌ଫରେନ୍ସଂ...

ମୁଗଚାଷୀଙ୍କୁ କାଳବୈଶାଖୀ ଚଡ଼କ

ଭୁବନ, ୨୯।୪(ଡି.ଏନ.ଏ.) – ଚାଷୀଙ୍କ ଉପରେ ଚଡ଼କ ପକାଇଛି କାଳବୈଶାଖୀ ବର୍ଷା। ଅମଳ ପାଇଁ ଉପାଡ଼ି ଖଳାରେ ରଖାଯାଇଥିବା ମୁଗ ଅଦିନିଆ ବର୍ଷାରେ ଭିଜି ଗଜା...

ମହିଳାଙ୍କୁ ଧକ୍କାଦେଲା ଜନନୀ ଏକ୍ସପ୍ରେସ: ସିଡିଏମ୍‌ଓ କହିଲେ ତଦନ୍ତ କରି ନେବେ ପଦକ୍ଷେପ

ନୟାଗଡ ଅଫିସ/ଖଣ୍ଡପଡ଼ା,୨୧ା୨(ସ୍ବ.ପ୍ର.): ନୟାଗଡ଼ ଜିଲାର କଣ୍ଟିଲୋ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଛକ ନିକଟରେ ଗୁରୁବାର ଭୋର ୫ଟାରେ ଜଣେ ଅପରିଚିତା ମହିଳାଙ୍କୁ ୧୦୨ ଆମ୍ବୁଲାନ୍ସ (ଜନନୀ ଏକ୍ସପ୍ରେସ)...

ପରିବେଶ ପ୍ରଦୂଷଣ ରୋକିବାକୁ ଆଇଟିଆଇ ଛାତ୍ରଙ୍କ ପ୍ରୟାସ: ନିର୍ମାଣ କଲେ ‘ଇ-ସାଇକେଲ’

ବ୍ରହ୍ମପୁର ଅଫିସ,୧୫ା୧-ବିସ୍ମୟ ସୃଷ୍ଟି କଲେ ଆଇଟିଆଇ ଛାତ୍ର। ପରିବେଶ ପ୍ରଦୂଷଣ ରୋକିବା, ପ୍ରାକୃତିକ ତୈଳଜାତ ଦ୍ରବ୍ୟର ଅପଚୟ ରୋକିବାକୁ ନିର୍ମାଣ କଲେ ‘ଇ-ସାଇକେଲ’। ସାଇକେଲରେ ୧୨...

Advertisement
Archives

Model This Week