ଜୁନ୍‌ ୩୦ ସୁଦ୍ଧା ସବୁ ଗଁ।କୁ ବିଦ୍ୟୁତ୍‌

ପୁରୀ ଅଫିସ୍‌, ୧୫ା୬: ପୁରୀ ଜିଲାର ସବୁ ଅଞ୍ଚଳକୁ ଜୁନ୍‌ ୩୦ ତାରିଖ ସୁଦ୍ଧା ବିଜୁଳି ପହଞ୍ଚାଯିବ। ସ୍ନାନଯାତ୍ରାଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ପୁରୀ ସହର ଓ ନିକଟବର୍ତ୍ତୀ ଅଞ୍ଚଳ ତଥା ଯାତ୍ରୀ ଆଶ୍ରୟସ୍ଥଳକୁ ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଇ ଦିଆଯିବ ବୋଲି ସେସୁ ପୁରୀ ଡିଭିଜନର ନିର୍ବାହୀ ଯନ୍ତ୍ରୀ ଶିବପ୍ରସାଦ ସ୍ବାଇଁ କହିଛନ୍ତି ।


All Right Reserved By Dharitri.Com

ନାବାଳିକାଙ୍କୁ ଅନ୍ତଃସତ୍ତ୍ୱା କରିବା ମାମଲା: ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲଦଣ୍ଡ

କଟକ ଅଫିସ, ୯ା୧୧: ଦରଘାବଜାର ଥାନା ଅଞ୍ଚଳରେ ୨୦୧୪ରେ ଘଟିଥିବା ନାବାଳିକା ବଳାତ୍କାର ଓ ଅନ୍ତଃସତ୍ତ୍ୱା ଘଟଣାରେ କଟକ ତୃତୀୟ ଅତିରିକ୍ତ ସେସନ ଜଜ୍‌ ତଥା...

ପୁରୀ-ଇନ୍ଦୋର ଏକ୍ସପ୍ରେସ୍‌ ଦୁଇଦିନ ବାତିଲ

ଭୁବନେଶ୍ୱର,୧୧-୯(ବ୍ୟୁରୋ): ଦକ୍ଷିଣ-ପୂର୍ବ କେନ୍ଦ୍ରୀୟ ରେଳପଥର ଭୂପଦେଓପୁର ରେଳ ଷ୍ଟେଶନର ଆଧୁନିକୀକରଣ କାର୍ଯ୍ୟ ଆସନ୍ତା ୧୭ ଓ ୧୮ ତାରିଖରେ ହେବ। ଏଥିପାଇଁ ଏହି ରୁଟ୍‌ରେ ଚଳାଚଳ...

କଡା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଗଣତି

ଭଦ୍ରକ ଅଫିସ,୨୩।୫: ଦୀର୍ଘ ପ୍ରତିକ୍ଷାର ଅନ୍ତ ଘଟିବ। ଲୋକ ସଭା ଓ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଭଦ୍ରକରେ ଗୁରୁବାର ସକାଳ ୮ଟାରୁ କଡା...

ବିମାନବନ୍ଦର ପାର୍ଶ୍ୱରୁ ହଟିବ ଦୁଇ ବସ୍ତି

ଭୁବନେଶ୍ୱର, ୧୩।୭(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦର ପରିସୀମାକୁ ଆହୁରି ବୃଦ୍ଧି କରାଯିବ। ହେଲେ ଏଥିପାଇଁ ବିମାନବନ୍ଦର ପାର୍ଶ୍ୱରେ ଥିବା ବସ୍ତି ବାଧକ ସାଜିଛି।...

ରାଜ୍ୟର ସହରାଞ୍ଚଳ ବର୍ଜ୍ୟବସ୍ତୁ ପରିଚାଳନା: ସରକାରଙ୍କ ଉପରେ ଏନ୍‌ଜିଟି କ୍ଷୁବ୍ଧ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ସହରାଞ୍ଚଳରୁ ବାହାରୁଥିବା କୁଢ଼କୁଢ଼ ବର୍ଜ୍ୟବସ୍ତୁ ନେଇ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) କ୍ଷୁବ୍ଧ ହୋଇଛନ୍ତି। ବର୍ଜ୍ୟବସ୍ତୁ ପରିଚାଳନା ପାଇଁ କୌଣସି ଦୀର୍ଘମିଆଦୀ ଯୋଜନା କରୁ...

ଭିଜିଲାନ୍ସ ଜାଲରେ ପୁରୀ ଡିଇଓ: ୧ ଲକ୍ଷ ୧୧ ହଜାର ଟଙ୍କା, ବୋଲେରୋ ଜବତ

ପୁରୀ ଅଫିସ,୧୩ା୭: ପୁରୀ ଜିଲା ଶିକ୍ଷାଧିକାରୀ (ଡିଇଓ) ହୃଷୀକେଶ କାଣ୍ଡି ପୁରୀ ଭିଜିଲାନ୍ସ ଦ୍ୱାରା ଶନିବାର ଗିରଫ ହୋଇଛନ୍ତି। ଭିଜିଲାନ୍ସ ତାଙ୍କ ନିକଟରୁ ୧ ଲକ୍ଷ...

ଭଙ୍ଗାଯିବ ୩୫ ବିଧାୟକଙ୍କ କ୍ୱାଟର୍‌, ଖୁବ୍‌ଶୀଘ୍ର ଜାରି ହେବ ନୋଟିସ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ଓଡ଼ିଶାର ବିଧାୟକଙ୍କ ପାଇଁ ତିଆରି ହେବ ଆପାର୍ଟମେଣ୍ଟ। ବିଧାନସଭା ନିକଟରେ ଥିବା ବିଧାୟକ କଲୋନୀର ୩୫ଜଣ ବିଧାୟକଙ୍କ କ୍ୱାଟର ଭଙ୍ଗାଯିବ। ୪ଶହ କୋଟି...

ଚିଲିକା ନିର୍ବାଚନ ମଣ୍ଡଳୀରେ ବିଜେଡି ଆଗୁଆ

ଖୋର୍ଦ୍ଧା ଅଫିସ,୨୩।୫: ଖୋର୍ଦ୍ଧା ଜିଲାର ଚିଲିକା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ଆଗୁଆ ଅଛନ୍ତି। ପ୍ରଥମ ରାଉଣ୍ଡରେ ପ୍ରଶାନ୍ତ କୁମାର ଜଗଦେବ ୩ଶହ ୯୯ଭୋଟରେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *