ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୩୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୩୯ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୪୦ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୯୯ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୪୬ ହଜାର ୭୯୮ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୨୩ ଆକ୍ରାନ୍ତ ଥିବା ବେଳେ ବାଲେଶ୍ୱରରୁ ୭, ବରଗଡରୁ ୧, ଭଦ୍ରକରୁ ୨, କଟକରୁ ୨୪, ଦେବଗଡରୁ ୧, ଢେଙ୍କାନାଳରୁ ୧, ଗଞ୍ଜାମରୁ ୪, ଜଗତସିଂହପୁରରୁ ୧, ଯାଜପୁରରୁ ୭, କନ୍ଧମାଳରୁ ୧, କେନ୍ଦ୍ରାପଡାରୁ ୪ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୧, ମୟୂରଭଞ୍ଜରୁ ୧୩, ନୟାଗଡରୁ ୧, ପୁରୀରୁ ୩, ସମ୍ବଲପୁରରୁ ୬, ସୁନ୍ଦରଗଡରୁ ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୨୯ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଗଡୁନି ବସ୍‌, ଦୁର୍ଦ୍ଦିନରେ ନିର୍ଭରଶୀଳ ପରିବାର

ବାରିପଦା ଅଫିସ,୨୯।୬- କରୋନାର ଦ୍ୱିତୀୟ ଲହର ସଂକ୍ରମଣ ପାଇଁ ସବୁଆଡ଼େ ଯାତ୍ରୀବାହୀ ବସ୍‌ ବନ୍ଦ ହୋଇଛି। ମୟୂରଭଞ୍ଜ ଜିଲାରେ ମଧ୍ୟ ଶହ ଶହ ଯାତ୍ରୀବାହୀ ବସ୍‌...

ଓମ୍‌ଫେଡ୍‌ ପାର୍ଲରରୁ ୪୦ ହଜାର ଚୋରି

ଭଦ୍ରକ ଅଫିସ, ୨୩।୧୦: ଭଦ୍ରକ ଟାଉନ ଥାନା ରାଜଘାଟ ଛକ ନିକଟସ୍ଥ ସୀତାରାମ କମ୍ପ୍ଲେକ୍ସଠାରେ ଥିବା ଓମ୍‌ଫେଡ୍‌ ପାର୍ଲରରୁ ୪୦ ହଜାର ଟଙ୍କା ଚୋରି ହୋଇଛି।...

ଚଳନ୍ତା କାରରେ ଯୁବତୀଙ୍କୁ ଗଣବଳାତ୍କାର ମାମଲା : ପୀଡ଼ିତାଙ୍କ ବୟାନକୁ ନେଇ ଦ୍ୱନ୍ଦ୍ୱରେ ପୋଲିସ

ଭୁବନେଶ୍ୱର,୮ା୧୧(ବ୍ୟୁରୋ) : ଚଳନ୍ତା କାରରେ ଜଣେ ଯୁବତୀଙ୍କୁ ଗଣବଳାକତ୍ାର କରି ଖୋର୍ଦ୍ଧା ପିଏନ୍‌ କଲେଜ ନିକଟରେ ଫିଙ୍ଗିଦେବା ଘଟଣା ରାଜଧାନୀରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏହି...

ଭାଜପା ଜିଲା ସଭାପତିରୁ ଇସ୍ତଫା ଦେଲେ ମଙ୍ଗଳ ସାହୁ

ଝାରସୁଗୁଡ଼ା ଅଫିସ,୯ା୫: ବ୍ରଜରାଜନଗର ଉପନିର୍ବାଚନ ଆସନ୍ତା ୩୧ ତାରିଖରେ ହେବାକୁ ଥିବାବେଳେ ଦଳୀୟ ପ୍ରାର୍ଥୀ କିଭଳି ସଫଳତାର ସହ ବିଜୟୀ ହେବେ ଏନେଇ ଭାଜପା ତା’ର...

ଆତ୍ମହତ୍ୟା ଉଦ୍ୟମ କରିଥିବା ଯୁବକଙ୍କ ଗଲା ଜୀବନ

କଟକ ଅଫିସ୍‌,୮।୯: ବିଧାନସଭା ଆଗରେ ବୁଧବାର ହାତ କାଟି, ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଯୁବକଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ସେ ହେଲେ...

ଝୁଲୁଛି ୧୦ ବର୍ଷିଆ ଆକ୍ସନ ପ୍ଲାନ

ଭୁବନେଶ୍ୱର,୨୪ା୧୦(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ବଡ଼ ସମସ୍ୟା ହେଲାଣି। ତାପମାତ୍ରା ବୃଦ୍ଧି ଯୋଗୁ ସମୁଦ୍ର ଜଳପତ୍ତନ ବୃଦ୍ଧି ପାଇବାରେ ଲାଗିଛି। ଆସନ୍ତା ୨୦୫୦...

ଅବ୍ୟବସ୍ଥାରେ କରୋନା ଯୋଦ୍ଧାଙ୍କ କ୍ୱାରାଣ୍ଟାଇନ୍‌ ସେଣ୍ଟର: ଭିଡିଓ ଭାଇରାଲ

ରାୟବରେଲୀ,୨୪।୪: ସରକାର ସବୁବେଳେ କରୋନା ଯୋଦ୍ଧାଙ୍କ ସମ୍ମାନ ଓ ସୁରକ୍ଷା ବିଷୟରେ କହୁଥିବା ବେଳେ ଏହା କେତେ କାର୍ଯ୍ୟକାରୀ ହେଉଛି ତା’ର ନଗ୍ନ ଉଦାହରଣ ଦେଖିବାକୁ...

‘ଘରେ ଘରେ ମାସ୍କ’ କାର୍ଯ୍ୟକ୍ରମ

ଭୁବନେଶ୍ୱର/ ପୁରୁଣା ଭୁବନେଶ୍ୱର, ୩।୬(ବ୍ୟୁରୋ/ (ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ବୁଧବାର ଏକାମ୍ର ନିର୍ବାଚନମଣ୍ଡଳୀର ଗଙ୍ଗନଗର କମ୍ୟୁନିଟି ସେଣ୍ଟରରେ ଘରେ ଘରେ ମାସ୍କ...

Advertisement
Archives

Model This Week