ଆଜି ରାଜଧାନୀରୁ ୨୩୯ ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୩୦୨

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ବୁଧବାର ରାଜଧାନୀରୁ ଆଉ ୨୩୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୩ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୧୭୬ ସ୍ଥାନୀୟ ସଂକ୍ରମିତ ବୋଲି ଟୁଇଟ୍‌ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ସେହିପରି ଆଜି ରାଜଧାନୀରୁ ଆଉ ୩୦୨ ଜଣ ସୁସ୍ଥ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜଧାନୀରୁ ବର୍ତ୍ତମାନ ସୁଦ୍ଧା ୨୭,୯୦୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୫,୦୬୦ ଜଣ ସୁସ୍ଥ ହୋଇଛନ୍ତି। ୨୬୮୪ ଜଣ ଚିକିତ୍ସିତ ହେଉଛନ୍ତି। ୧୪୪ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

‘କିଷାନ’ ସହ ମିଶ୍ରଣ ପରେ ବି ‘କାଳିଆ’ ଯୋଜନା ଚାଲୁ ରହିବ: କୃଷି ମନ୍ତ୍ରୀ

ଭୁବନେଶ୍ୱର,୫।୧୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ କିଷାନ ଯୋଜନା ସହ ‘କାଳିଆ’ର ମିଶ୍ରଣ ପ୍ରସଙ୍ଗ ନେଇ ମୁହଁ ଖୋଲିଛନ୍ତି କୃଷି ମନ୍ତ୍ରୀ ଅରୁଣ ସାହୁ। ସେ କହିଛନ୍ତି, କାଳିଆ ଲାଭ...

ପ୍ରେସର ବୋମା ବିସ୍ଫୋରଣରେ ଯବାନ ଶହୀଦ

ମାଲକାନଗିରି,୩୧ା୭ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଦାନ୍ତେୱାଡ଼ା ଜିଲାର ପଦଲି ଗ୍ରାମ ନିକଟରେ ମାଓବାଦୀଙ୍କ ପ୍ରେସର ବୋମା ବିସ୍ଫୋରଣରେ ଜଣେ ସିଆରପିଏଫ ଯବାନ ଶହୀଦ...

ରାଜଧାନୀ ପରେ ଏବେ ମୁମ୍ବାଇରେ ହାରୁଛି କରୋନା

ନୂଆଦିଲ୍ଲୀ, ୨୯।୭: ଭାରତରେ କରୋନା ମହାମାରୀ ଆତଙ୍କ ଦେଖାଦେଇଛି। ପୂର୍ବରୁ ଦିଲ୍ଲୀରେ କରୋନା ସଂକ୍ରମଣ ଧୀରେଧୀରେ କମୁଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଥିଲା। ଏବେ...

ସେବା ମନ୍‌ଭାବ ଆଘେ ହାରମାନିଛେ ବଏସ୍‌

ବିନିକା,୧।୨(ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିନ୍ଦୁରପୁର ପଁଚେତ୍‌ ଗଣେଶପୁରର ହଲକାପୁର ଗଁାର ଲକ୍ଷୀନ୍ଦ୍ର କାଣ୍ଡ(୭୫)। ପରିବାର କହେଲେ ମାଏକିନା ଉକିଆ(୭୦) ଆର ପୁଓ ଈଶ୍ୱର(୩୨)କୁଁ...

ଜଙ୍ଗଲରେ ଶିଶୁକନ୍ୟାଙ୍କୁ ବଳାତ୍କାର ଉଦ୍ୟମବେଳେ ଉଦ୍ଧାର କଲେ ଲୋକେ, ଜଣେ ଅଟକ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୬।୧(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ରବିବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ଜଣେ ୫ ବର୍ଷର ଶିଶୁକନ୍ୟାଙ୍କୁ ଜଣେ ଯୁବକ ଜଙ୍ଗଲରେ ବଳାତ୍କାର ଉଦ୍ୟମ...

ଗୁରୁବାର ପ୍ରକାଶ ପାଇବ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ

ନୂଆଦିଲ୍ଲୀ,ଭୁବନେଶ୍ୱର,୨୦।୭(ବ୍ୟୁରୋ): ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ ଗୁରୁବାର ପ୍ରକାଶ ପାଇବ। ମଧ୍ୟାହ୍ନ ୧୨ଟାରେ ଛାତ୍ରୀଛାତ୍ର ନିଜର ଫଳାଫଳ www.cbse.nic.in ଓ୍ବେବ୍‌ସାଇଟ ମାଧ୍ୟମରେ ଦେଖିପାରିବେ।

ଗଞ୍ଜାମରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର,୭।୬(ବ୍ୟୁରୋ): କରୋନାରେ ପ୍ରାଣ ହରାଇଥିବା ୯ମ ଆକ୍ରାନ୍ତ ଗଞ୍ଜାମ ଜିଲାର। ସେ ୫୫ବର୍ଷୀୟ ପୁରୁଷ। ସେ ଯକ୍ଷ୍ମା ଏବଂ ଅନ୍ୟାନ୍ୟ ରୋଗରେ ପୀଡ଼ିତ ଥିଲେ। କରୋନା...

‘୧୮ ବର୍ଷରୁ ଅଧିକ ବ୍ୟକ୍ତିଙ୍କୁ ଟିକାକରଣ ପାଇଁ ଓଡ଼ିଶା ପ୍ରସ୍ତୁତ’ : ଆଉ ୧ଲକ୍ଷ ଡୋଜ୍‌ କୋଭିଶିଲ୍ଡ ଆସିଲା

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ଆସନ୍ତା ମେ’ ୧ ତାରିଖରୁ ୧୮ ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଟିକାକରଣ କରାଯିବ ବୋଲି ସୋମବାର କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ୧୮...

Advertisement
Archives

Model This Week