Posted inଫୁରସତ

ଜନ୍ମ ହେବାର ୨୦ ମିନିଟ ପରେ ନାଚିଲା ହାତୀ ଛୁଆ

କେରଳରେ ଗର୍ଭିଣୀ ହାତୀମୃତ୍ୟୁ ଘଟଣା ଲୋକଲୋଚନକୁ ଆସିବା ପରେ ସମସ୍ତେ ସ୍ତବ୍ଧ ହୋଇଯାଇଥିଲେ। ଏସବୁ ଭିତରେ ସୋସିଆଲ ମିଡିଆରେ ଏକ ହାତୀ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଏକ ହାତୀ ଛୁଆ ଜନ୍ମର ମାତ୍ର ୨୦ ମିନିଟ୍‌ ପରେ ଛିଡା ହୋଇ ନିଜ ମା’ ସହ ନାଚିବାକୁ ଲାଗିଥିଲା। ଠିକ୍‌ରେ ଛିଡା ହୋଇପାରୁ ନ ଥିଲେ ମଧ୍ୟ ସେ ଛିଡା ହେବାକୁ ଚେଷ୍ଟା କରୁଥିବା ଲକ୍ଷ୍ୟ କରାଯାଇଛି। ଏହି ଭିଡିଓଟିକୁ ଜଙ୍ଗଲ ବିଭାଗୀୟ ଅଫିସର ସୁଶାନ୍ତ ନନ୍ଦ ଟୁଇଟ୍‌ କରିଛନ୍ତି। ଲକ୍ଷ ଲକ୍ଷ ଲୋକେ ଏପର୍ଯ୍ୟନ୍ତ ଭିଡିଓକୁ ଦେଖିସାରିଥିବାବେଳେ ଅନେକ ଲୋକ ରିଟୁଇଟ୍‌ ମଧ୍ୟ କରିସାରିଛନ୍ତି। ସୂଚନାଯୋଗ୍ୟ, କେରଳରେ ଏକ ଗର୍ଭିଣୀ ହାତୀକୁ ସପୁରୀରେ ବିସ୍ଫୋଟକ ଦେଇ ମାରିଦିଆଯାଇଥିଲା। ଏହି ଅମାନବୀୟ ବର୍ବରତାକୁ ନେଇ ସୋସିଆଲ ମିଡିଆରେ ଝଡ ସୃଷ୍ଟି ହୋଇଥିବାବେଳେ ପଶୁପ୍ରେମୀଙ୍କଠୁ ନେଇ ସାଧାରଣ ଜନତା ପର୍ଯ୍ୟନ୍ତ ସମସ୍ତେ ହାତୀଟିକୁ ନୃଶଂସ ଭାବେ ମାରିଥିବା ଲୋକଙ୍କୁ କଠୋର ଦଣ୍ଡ ଦେବାକୁ ସ୍ବର ଉତ୍ତୋଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିଂହବାହିନୀଙ୍କ ଆଗମନୀ ପାଇଁ ସିମଟିଲା ସିମନବାଡ଼ି, ଜୋରଦାର ପ୍ରସ୍ତୁତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୧ ନଂ ୱାର୍ଡ଼ ପୁଞ୍ଜିକଂୟା ଛକ ସ୍ଥିତ ମା ‘ ସିଂହବାହିନୀ ଦୂର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ…

ଆଣ୍ଡ୍ରଏଡ୍‌ ୟୁଜର୍ସ ସାବଧାନ! ଫୋନ୍‌ରେ ରହିଛି ଏକାଧିକ ସୁରକ୍ଷା ତ୍ରୁଟି, ତୁରନ୍ତ କରନ୍ତୁ ଏହି କାମ

ନୂଆଦିଲ୍ଲୀ,୧୫।୯: ଆଣ୍ଡ୍ରଏଡ୍‌ ଫୋନ୍‌ ବ୍ୟବହାର କରୁଥିଲେ ସାବଧାନ । ଭାରତ ସରକାରଙ୍କ କମ୍ପ୍ୟୁଟର ଇମର୍ଜେନ୍ସି ରେସପନ୍ସ ଟିମ୍‌ (CERT-In) ପକ୍ଷରୁ ଆଣ୍ଡ୍ରଏଡ୍‌ ୟୁଜର୍ସଙ୍କ ପାଇଁ ହାଇ-ରିସ୍କ ସୁରକ୍ଷା…

ସମ୍ବଲପୁରରେ ପାଳିତ ହେଲା ନୂଆଁଖାଇ; ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ

ସମ୍ବଲପୁର,୧୫।୯(ପ୍ରମୋଦ ବହିଦାର): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ସାରା ସମ୍ବଲପୁର ଉତ୍ସବମୁଖର ହୋଇଉଠିଛି । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ…

ନନ୍ଦିଗ୍ରାମ ଉପନିର୍ବାଚନ ପାଇଁ BJPର ମାଷ୍ଟରଷ୍ଟ୍ରୋକ, ଜାଣନ୍ତୁ କାହାକୁ କଲା ପ୍ରାର୍ଥୀ: ଟିଏମ୍‌ସି ପ୍ରାର୍ଥୀଙ୍କ ସହ ହେବ ଜୋରଦାର୍‌ ଲଢେଇ

କୋଲକାତା,୧୫।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ବିଧାନସଭା ଆସନର ଉପନିର୍ବାଚନକୁ ନେଇ ଭାଜପା ବଡ଼ ଦାଉ ଖେଳିଛି। ଦଳ ଏହି ଆସନ ପାଇଁ ହାସିରାଣୀ ରଥଙ୍କୁ ପ୍ରାର୍ଥୀ କରିଛି। ହାସିରାଣୀ…

ରାସ୍ତାରେ ଭିକ ମାଗୁଥିବା ଭାଜପା ବିଧାୟକଙ୍କ ମୋଟ ସମ୍ପତ୍ତିର ମୂଲ୍ୟ ଜାଣିଲେ ଚମକି ପଡ଼ିବେ, ହେଲେ ରାସ୍ତାରେ…

ମୁମ୍ବାଇ,୧୫।୯: ମୁମ୍ବାଇର ଘାଟକୋପର ପୂର୍ବ ନିର୍ବାଚନ ମଣ୍ଡଳୀର ଭାଜପା ବିଧାୟକ ପରାଗ ଶାହାଙ୍କ ମୋଟ ସମ୍ପତ୍ତିର ମୂଲ୍ୟ ୫,୦୦୦ କୋଟି ଟଙ୍କା। ଟଙ୍କା ଦ୍ୱାରା କିଣାଯାଇପାରୁଥିବା ସମସ୍ତ…

ଭାରସାମ୍ୟ ହରାଇ ବାଇକ ସହ ଗଛରେ ପିଟିହେଲେ ଯୁବକ, ତାପରେ…..

ଉଦଳା,୧୫।୯(ସନ୍ତୋଷ ବାଛିନୀ): ଭୟଙ୍କର ଦୁର୍ଘଟଣା। ଦୃତଗତିରେ ବାଇକ ଚଲାଇ ଆସୁଥିବା ବେଳେ ଏକ ଗଛରେ ପିଟି ହୋଇ ତଳେ ପଡିଯାଇଥିଲେ ଯୁବକ । ଦୁର୍ଘଟଣା ଏତେ ଭୟଙ୍କର…

‘ମୋ ପତ୍ନୀ ବି ଚିତ୍କାର କରିବାକୁ ଲାଗିଲେ’, ବୈଭବଙ୍କ ସହ ଏମିତି କ’ଣ ହେଲା? ପ୍ରଶ୍ନ ଉଠାଇଲେ ପୂର୍ବତନ ଖେଳାଳି

ନୂଆଦିଲ୍ଲୀ,୧୫।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଦ୍ୱିତୀୟ T20 ମ୍ୟାଚ ଆରମ୍ଭ ହେବାକୁ ଯାଉଛି। ତେବେ ଏହା ପୂର୍ବରୁ ପ୍ରଥମ T20ରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନ୍‌ରୁ…

ଭାରତୀୟ କ୍ରିକେଟ ପାଇଁ ସୁନୀଲ ଗାଭାସ୍କରଙ୍କ ବଡ଼ ଅନୁରୋଧ; କଲେ ଏମିତି ଦାବି

ନୂଆଦିଲ୍ଲୀ,୧୫।୯: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଏକ ସୁବର୍ଣ୍ଣଯୁଗ ଦେଇ ଗତି କରୁଛି ଏବଂ ବିଶ୍ୱ କ୍ରିକେଟରେ ଏହାର ପ୍ରଭାବଶାଳୀ ସ୍ଥିତି ରହିଛି; ତଥାପି, ପୂର୍ବତନ କିମ୍ବଦନ୍ତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?