ବଲାଙ୍ଗୀର ଅରୁନ୍ଧତୀ ଜୁଏଲର୍ସର ୨୩ତମ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୫।୭: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସର ବଲାଙ୍ଗୀର ଫ୍ଲାଗ୍‌ଶିପ୍‌ ଶୋ’ରୁମ୍‌ର ୨୩ତମ ବାର୍ଷିକ ଉସତ୍ବ ନିକଟରେ ପାଳିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ଅରୁନ୍ଧତୀର ୨୩ ତମ ବାର୍ଷିକ ଉତ୍ସବକୁ ଚିରସ୍ମରଣୀୟ କରିବା ପାଇଁ ଆକର୍ଷଣୀୟ ଅଫର ସମ୍ପର୍କରେ ମଧ୍ୟ ଘୋଷଣା କରାଯାଇଛି। ବିଶେଷକରି ୬୦୦୦ ବର୍ଗଫୁଟ ପରିମିତ ଅଞ୍ଚଳରେ ଗଢ଼ି ଉଠିଥିବା ବଲାଙ୍ଗୀର ଅରୁନ୍ଧତୀ ଶୋ’ରୁମ୍‌ରେ ଗ୍ରାହକମାନଙ୍କ ପାଇଁ ଆକର୍ଷଣୀୟ ଅଫର ସହ ଫ୍ଲାଟ୍‌ ୨୩% ସୁନାଗହଣା ଓ ରୁପା ଗଢ଼ା ମଜୁରି ଉପରେ ଏବଂ ଫ୍ଲାଟ୍‌ ୨୩% ହୀରା ମୂଲ୍ୟ ଉପରେ ରିହାତି ରଖାଯାଇଛି।
ଏ ସମ୍ପର୍କରେ ଅରୁନ୍ଧତୀ ଜୁଏଲର୍ସର ପରିଚାଳନା ନିର୍ଦ୍ଦେଶକ ବ୍ରହ୍ମାନନ୍ଦ ମେହେର କହିଛନ୍ତି, ଦୀର୍ଘ ୨୩ ବର୍ଷର ଏହି ସଫଳ ଯାତ୍ରା ପାଇଁ ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ବଲାଙ୍ଗୀରର ପବିତ୍ର ମାଟିରୁ ଅରୁନ୍ଧତୀର ଆରମ୍ଭ ହୋଇ ବର୍ତ୍ତମାନ ଓଡ଼ିଶାର ଏକ ଅଗ୍ରଣୀ ଜୁଏଲେରି ବ୍ରାଣ୍ଡ୍‌ ଭାବେ ପରିଣତ ହୋଇଛି। ବିଶେଷକରି ଓଡ଼ିଶାର ୭ଟି ପ୍ରମୁଖ ସହରରେ ଅରୁନ୍ଧତୀର ଉପସ୍ଥିତି ରହିଛି। ସେହିଭଳି ସର୍ବୋତ୍ତମ ଡିଜାଇନ ଓ ସମ୍ପୂର୍ଣ୍ଣ ହଲ୍‌ମାର୍କ ଶୁଦ୍ଧତାଯୁକ୍ତ ସୁନାଗହଣା, ହୀରାଗହଣା ଓ ସ୍ବତନ୍ତ୍ରଭାବେ ପ୍ରସ୍ତୁତ ରପା ଗହଣା ଏବଂ କଳାକୃତିର ସମ୍ଭାର ସହ ଏକ ନିଆରା ଗ୍ରାହକ ସେବା ‘୫ ଷ୍ଟାର ପ୍ରମିଜ’ର ସୁବିଧା ଗ୍ରାହକମାନଙ୍କ ପାଇଁ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri