ବାତିଲ୍‌ ହେଲା ୯୫ ଟ୍ରେନ୍‌

ଭୁବନେଶ୍ୱର,୨।୧୨(ବ୍ୟୁରୋ): ମାଡ଼ି ଆସୁଛି ବାତ୍ୟା ‘ଜୱାଦ’ । ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଗୁରୁବାର ଅବପାତରେ ପରିଣତ ହେବ । ଶୁକ୍ରବାର କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହା ବାତ୍ୟାର ରୂପ ନେଇପାରେ । ଏହାପରେ ଉପକୂଳ ଆଡ଼କୁ ମାଡ଼ି ଆସିବ ‘ଜୱାଦ’ । ଆସନ୍ତା ୪ ତାରିଖରେ ଓଡ଼ିଶା ଉପରେ ଏହାର ପ୍ରଭାବ ଅଧିକ ପଡ଼ିପାରେ । ତେବେ ଏହା କେଉଁ ସ୍ଥାନରେ ଉପକୂଳ ଅତିକ୍ରମ କରିବ ତାହା ଗୁରୁବାର ସ୍ପଷ୍ଟ ହେବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ୯୫ ମେଲ ଓ ଏକ୍ସପ୍ରେସ ଟ୍ରେନକୁ ବାତିଲ କରାଯାଇଛି। ଡିସେମ୍ବର ୩ ଓ ୪ ତାରିଖ ପାଇଁ ୯୫ଟି ମେଲ ଓ ଏକ୍ସପ୍ରେସ ଟ୍ରେନ ବାତିଲ କରାଯାଇଥିବା ପୂର୍ବତଟ ରେଲୱେ ପକ୍ଷରୁ ସୂଚନା ଦିଆଯାଇଛି । ପୁରୀ-ଗୁଣପୁର, ଭୁବନେଶ୍ୱର-ରାମେଶ୍ୱରମ, ହାୱଡା-ମହୀଶୂର, ଭୁବନେଶ୍ୱର-ସିକନ୍ଦରାବାଦ, ବିଶାଖାପାଟନା-ରାୟଗଡ଼ା ଟ୍ରେନ ଗୁଡ଼ିକୁ ବାତିଲ କରି ଦିଆଯାଇଛି । ସମ୍ଭାବ୍ୟ ବାତ୍ୟା ସମୟରେ ଯାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଏପରି ପଦକ୍ଷେପ ନିଆଯାଇଥିବା ଇଷ୍ଟ କୋଷ୍ଟ ରେଲୱେ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ୩୦୪ ଆକ୍ରାନ୍ତ ୨୧ ଜିଲାର: ଅଛନ୍ତି ପଶ୍ଚିମବଙ୍ଗରୁ ଫେରିଥିବା ୪୨ ଯବାନ

ଭୁବନେଶ୍ୱର,୨୧।୬(ବ୍ୟୁରୋ): ରାଜ୍ୟରେ ଚିହ୍ନଟ ହୋଇଥିବା ନୂତନ ୩୦୪ ଆକ୍ରାନ୍ତ ୨୧ ଜିଲାର। ଏଥିରେ ଅମ୍ଫନ ମୁକାବିଲା ସାରି ପଶ୍ଚିମବଙ୍ଗରୁ ଫେରିଥିବା ୨୨ଜଣ ଅଗ୍ନିଶମ ଏବଂ ଏନ୍‌ଡିଆର୍‌ଏଫ୍‌...

ମେୟର ପ୍ରାର୍ଥୀ ବ୍ୟବହାର କରିବେ ୬ ଗାଡ଼ି

ଭୁବନେଶ୍ୱର,୧୬।୨(ବ୍ୟୁରୋ): ଆସନ୍ତା ପୌର ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନର କାଉନସିଲର, କର୍ପୋରେଟର, ଅଧ୍ୟକ୍ଷ ଓ ମେୟର ପ୍ରାର୍ଥୀମାନଙ୍କ ପ୍ରଚାର ସକାଶେ ଉପଯୋଗ ହେବାକୁ ଥିବା...

ନିଜ ପିସ୍ତଲରୁ ଗୁଳି ଫୁଟାଇ ଯୁବକଙ୍କ ଆତ୍ମହତ୍ୟା

ହିଞ୍ଜିଳିକାଟୁ,୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଧୀନ ଗୋପୀନାଥପୁର ନିକଟ ଜାତୀୟ ରାଜପଥ ନଂ.୫୯ରେ ଥିବା ଏକ ଗ୍ୟାରେଜରେ ରବିବାର ଜଣେ ଯୁବକ ଗୁଳି ଫୁଟାଇ...

ଇଭିଏମ୍‌ରେ ରହିବ ‘ନୋଟା’

ଭୁବନେଶ୍ୱର,୨୨ା୨(ବ୍ୟୁରୋ):ଆଗାମୀ ପୌର ନିର୍ବାଚନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। କେବଳ ତାରିଖ ଘୋଷଣାକୁ ଅପେକ୍ଷା କରାଯାଇଛି। ପଞ୍ଚାୟତ ନିବର୍ର୍ାଚନ ଶେଷ ହେବା...

କୋଭିଡ୍‌ ହସ୍ପିଟାଲରେ ଜନ୍ମ ନେଲେ ଦୁଇ ଶିଶୁ

ରାଉରକେଲା ଅଫିସ,୮।୭-ରାଉରକେଲା କୋଭିଡ୍‌ ହସ୍ପିଟାଲରେ ଆଡମିଟ ଥିବା ୨ଜଣ କରୋନା ଆକ୍ରାନ୍ତ ମହିଳା ସୁରକ୍ଷିତ ଭାବେ ଏକ କନ୍ୟା ଓ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି।...

ସ୍କୁଲରେ ଶିକ୍ଷା ପୂର୍ବରୁ ଦକ୍ଷତା ଟେଷ୍ଟ

ଅନୁଗୋଳ ଅଫିସ, ୧୦।୧୦ କରୋନା କାରଣରୁ ଗତ ମାର୍ଚ୍ଚରୁ ସ୍କୁଲ ବନ୍ଦ ହେବା ପରେ କେବଳ ଅନ୍‌ଲାଇନ୍‌ ଶିକ୍ଷା ହିଁ ଏକମାତ୍ର ଭରସା ପାଲଟିଛି। ହେଲେ...

ଯୁକ୍ତ ୨ ପରୀକ୍ଷା କେନ୍ଦ୍ର ଚୟନରେ ଅନିୟମିତତା ପ୍ରସଙ୍ଗ: ୨୦ ପରୀକ୍ଷା କେନ୍ଦ୍ର ବଦଳାଇବାକୁ ନିଷ୍ପତ୍ତି

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କେନ୍ଦ୍ର ଚୟନରେ ଦୁର୍ନୀତି ହୋଇଥିବା ନେଇ ଗତ ୭ତାରିଖରେ ଅନୁଷ୍ଠିତ ପରୀକ୍ଷା ପରିଚାଳନା କମିଟି ବୈଠକରେ...

ଶେଷ ପର୍ଯ୍ୟାୟରେ ନିର୍ବାଚନ ପ୍ରଚାର: ବିଜେଡି-ଭାଜପା ମଧ୍ୟରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତା

ଢେଙ୍କାନାଳ ଅଫିସ, ୨୦।୪- ସାଧାରଣ ନିର୍ବାଚନକୁ ନେଇ ଚଳଚଞ୍ଚଳ ଢେଙ୍କାନାଳ ଲୋକସଭା କ୍ଷେତ୍ର। ହାଟ୍ରିକ୍‌ ବିଜୟ ସହ ମୋଟ ୪ ଥର ଏମ୍‌ପି ରହିଆସିଥିବା ବରିଷ୍ଠ...

Advertisement
Archives

Model This Week