ବିନା ଭକ୍ତରେ ମେରୁ ଯାତ୍ରା

ସୋରଡ଼ା,୧୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ବିନା ଭକ୍ତରେ ବୁଧବାର ମେରୁ ଯାତ୍ରା ଅନୁଷ୍ଠିତ ହୋଇଛି। ସମସ୍ତ ମନ୍ଦିରରେ କଟକଣା ସହିତ ପୋଲିସ ମୁତୟନ କରାଯାଇଛି। ବିଧିମୁତାବକ ଦଣ୍ଡୁଆମାନଙ୍କୁ ନେଇ ରୀତିନୀତି ସମ୍ପର୍ଣ୍ଣ କରାଯାଇଛି। ମନ୍ଦିରସ୍ଥଳରେ ପୋଲିସ ପଇଁତରା ମାରୁଥିବା ଦେଖିବାକୁ ମିଳିଛି। ଅନ୍ୟପକ୍ଷେ ଦଣ୍ଡ ଯାତ୍ରା ପରିଚାଳନା କମିଟି ଲୋକଙ୍କୁ ମନ୍ଦିର ନ ଆସିବାକୁ ବାରଣ କରିଛନ୍ତି। ଚଳିତ ବର୍ଷ ମାସନ୍ତ ଯାତ୍ରା, ମେରୁ ଯାତ୍ରା ଫିକା ପଡିଛି। ଏନ୍‌ଏସି ପକ୍ଷରୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ଲୋକଙ୍କୁ ବାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ଜନ୍ମ ଦେବାରୁ ମହିଳାଙ୍କୁ ପୋଡ଼ି ହତ୍ୟା

ରାଉରକେଲା ଅଫିସ,୧୨।୨:କନ୍ୟା ସନ୍ତାନ ଜନ୍ମ ଦେବାରୁ ରାଧା କୁମାରୀ(୨୪) ନାମ୍ନୀ ଜଣେ ମହିଳାଙ୍କୁ ନିର୍ଯାତନା ଦିଆଯିବା ସହ ପୋଡି ହତ୍ୟା କରାଯାଇଛି ବୋଲି ମଙ୍ଗଳବାର ଷ୍ଟିଲ...

ଗାନ୍ଧୀ ପାର୍କରେ ଦୁଇଦିନିଆ ପୁଷ୍ପ ପ୍ରଦର୍ଶନୀ ଆରମ୍ଭ, ଆକର୍ଷଣୀୟ ଫୁଲର ସମ୍ଭାର

ପୁରୀ ଅଫିସ, ୧୯ା୧: ଭଳିକି ଭଳି ଫୁଲର ସମ୍ଭାରରେ ବେଶ୍‌ ଆକର୍ଷଣୀୟ ଲାଗୁଛି ଗାନ୍ଧୀ ପାର୍କ। ପାର୍କକୁ ଯେଉଁମାନେ ବୁଲି ଆସିଥିଲେ ସେମାନେ ରଙ୍ଗ ବେରଙ୍ଗର...

ଧାନକିଣା ସରିନି, ମଣ୍ଡି ବନ୍ଦ

ବରଗଡ଼ ଅଫିସ୍‌,୪।୧: ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ସପ୍ତାହକ ପରେ ୨ମାସ ବିତିବ। ମାତ୍ର ଟୋକନ ସମସ୍ୟା ସାଙ୍ଗକୁ ମନ୍ଥର ଗତିରେ ଉଠାଣ...

୭ ଦିନରେ ଆମରଣ ଅନଶନ: ଅସୁସ୍ଥ ହେବାରେ ଲାଗିଛନ୍ତି କର୍ମଚାରୀ

କାଳିଆପାଣି,୧୦ା୧୦(ଡି.ଏନ୍‌.ଏ.): ସୁକିନ୍ଦା ଟାଟା ଖଣି ମୁଖ୍ୟ ଫାଟକ ସମ୍ମୁଖରେ କାର୍ଯ୍ୟରତ କର୍ମଚାରୀ ଏବଂ ଛଟେଇ ଶ୍ରମିକଙ୍କ ଅନଶନ ବୁଧବାର ୭ମ ଦିନରେ ପହଞ୍ଚତ୍ଛି। ଗାନ୍ଧୀ ଜୟନ୍ତୀଠାରୁ...

ସଙ୍କଟ ଟାଳିବ ସଚେତନତା: ଜିଲାପାଳ

ଢେଙ୍କାନାଳ ଅଫିସ, ୫।୪-ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ସମସ୍ତଙ୍କ ପାଇଁ ସତର୍କ ଘଣ୍ଟି ବଜାଇଛି। ସତର୍କତା, ସଚେତନତା, ସାମାଜିକ ଦୂରତ୍ୱ ହିଁ ଏହି ମହାମାରୀ...

କୃଷି ଯନ୍ତ୍ରପାତି ଉଦ୍ଭାବକ କୁନି ବୈଜ୍ଞାନିକଙ୍କୁ ସମ୍ବର୍ଦ୍ଧନା

ରୂପ୍‌ସା, ୫।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକର ୭ମ ଶ୍ରେଣୀ ଅଧ୍ୟୟନରତ କୁନି ବୈଜ୍ଞାନିକ ବିପ୍ଳବ କୁମାର ଘୋଷଙ୍କୁ ବେଣାପୁରା ‘ଜୀବନ ସାଥି’ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ...

ରାସ୍‌ତା ତରେ ଜୀବନ୍‌ ଜିବ୍‌କା

ବରପାଲି, ୩।୨ (ଡି.ଏନ.ଏ)- ଧନୀନୁ ଗରିବ୍‌ ସଭେ ପେଟ୍‌ ପାଲବାର ଲାଗି ନାନା ଉପେ ପାଁଚୁଛନ୍‌। ଯାହାର ପଏସା କଉଡ଼ ଅଛେ ବେପାର ବନିଜ କରି...

ଗ୍ରାମ୍ୟ କୃଷି କର୍ମଚାରୀଙ୍କ ପାଇଁ ନାହିଁ କାର୍ଯ୍ୟାଳୟ: ଚାଷୀଙ୍କୁ ମିଳୁନି ଚାଷ ସମ୍ପର୍କିତ ସୂଚନା

ବଅଁରପାଳ, ୨୦।୫ (ଡି.ଏନ୍‌.ଏ.)  ଅନୁଗୋଳ ଜିଲା ବଅଁରପାଳ ବ୍ଲକ କୃଷି ବିଭାଗ ଅଧୀନରେ କାର୍ଯ୍ୟ କରୁଥିବା ଗ୍ରାମ୍ୟ କୃଷି କର୍ମଚାରୀମାନେ ନାନା ଅସୁବିଧା ଭୋଗୁଛନ୍ତି। କାର୍ଯ୍ୟ...

Advertisement


Archives

Model This Week