ବିନା କଏଲ୍‌ରେ ଦୂର ହେବ ମଶା

ସନ୍ଧ୍ୟା ହେବା ପରେ ଅନେକଙ୍କ ଘରେ ମଶାଙ୍କ ସମସ୍ୟା ଦେଖିବାକୁ ମିଳିଥାଏ। ସେଥିପାଇଁ ଅନେକେ ମଶା ଦୂରକରିବା ପାଇଁ ବଜାରରେ ମିଳୁଥିବା ଲିକ୍ୟୁଡି, କଏଲ୍‌ ତଥା ଧୂପ ଆଦିର ବ୍ୟବହାର କରିଥାନ୍ତି । ଏହା କିଛି ସମୟ ପାଇଁ ଘରୁ ମଶା ଦୂର କରିଥାଏ ସତ, କିନ୍ତୁ ସେଥିରୁ ବାହାରୁ ଥିବା କେମିକାଲଯୁକ୍ତ ଧୂଆଁ ମଣିଷ ଶରୀର ପାଇଁ କ୍ଷତିକାରକ ହୋଇଥାଏ। ସେଥିପାଇଁ ଜାଣନ୍ତୁ କିଛି ଘରୋଇ ଉପାୟରେ ମଶା ଦୂର କରିବାର ଟିପ୍ସ…

କତାକୁ ଜଳାଇ ସେଥିରେ କିଛି ଜୁଆଣି ପକେଇ ଦେଲେ ଯେଉଁ ଧୂଆଁ ବାହାରିବ ତାକୁ ସବୁ ଘରେ ଖେଳେଇ ଦିଅନ୍ତୁ ।
ଏହା ଦ୍ୱାରା ବହୁ ଶୀଘ୍ର ଘରୁ ମଶା ପଳେଇବେ ।

କତା ଧୂଆଁରେ ମଧ୍ୟ ମଶା ଦୂର ହୋଇଯାଇଥାନ୍ତି ।

କିଛି କର୍ପୂର ଗୁଣ୍ଡ ମିଶାଇ ଏହି ମିଶ୍ରଣକୁ ତେଜପତ୍ରରେ ଲଗାଇ ଜଳାନ୍ତୁ। ଏଥିରୁ ଯେଉଁ ଧୂଆଁ ବାହାରେ ସେଥିରେ ବି ମଶା ସବୁ ଘରୁ ଶୀଘ୍ର ବାହାରିଯାନ୍ତି ।

ତା’ଛଡ଼ା ଏହି ନିମ୍ବ ତେଲ ଓ କର୍ପୂର ଗୁଣ୍ଡର ମିଶ୍ରଣକୁ ଦୀପ ଆକାରରେ ଜଳାଇଲେ ରାତିସାରା ଘରେ ମଶା ହୋଇ ନ ଥାନ୍ତି।

ସମୟରେ ଘରର ସବୁ ଝରକା କବାଟ ବନ୍ଦ କରି ୩ରୁ ୪ଟି କର୍ପୂରକୁ ଜଳାଇ ଦେଲେ ଘର ଭିତରେ ଥିବା ମଶା ସବୁ ମରି ଯାଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ଖୁସି: ଅକ୍ଟୋବର ପର୍ଯ୍ୟନ୍ତ ଏହି ୩ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌

ଅଗଷ୍ଟ ମାସରେ ଶନିଦେବଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଗୋଚର ହେବାକୁ ଯାଉଛି। ଜ୍ୟୋତିଷ ଅନୁସାରେ ଏହି ଗୋଚରର ପ୍ରଭାବ ବେଶ ଗୁରୁତ୍ୱପୂର୍ଣ୍ଣ ରହିପାରେ। ବର୍ତ୍ତମାନ ଶନି ମୀନ ରାଶିରେ…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

ରକ୍ଷାବନ୍ଧନରେ ଲାଗିବ ଚନ୍ଦ୍ରଗ୍ରହଣ: ଏହି ୩ ରାଶିଙ୍କ ଉପରେ ବଡ଼ ସଙ୍କଟ! ଜାଣନ୍ତୁ ଅଶୁଭ ପ୍ରଭାବରୁ ବଞ୍ଚିବାର ଉପାୟ

୨୭ ଅଗଷ୍ଟରେ ଶ୍ରାବଣ ପୂର୍ଣ୍ଣିମାର ଆରମ୍ଭ ସକାଳ ୯ଟା ୮ ମିନିଟରେ ହେବ। ଏହାର ସମାପ୍ତି ୨୮ ଅଗଷ୍ଟ ରାତି ୯ଟା ୪୮ ମିନିଟରେ ହେବ। ଏଭଳି…

ସୂର୍ଯ୍ୟଙ୍କ ନକ୍ଷତ୍ରରେ ରାଜକୁମାର ବୁଧଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଚମକିବ ଭାଗ୍ୟ; ଆଖି ପିଛୁଳାକେ ମିଳିବ ଧନ…

ବୁଧ ଗ୍ରହଙ୍କର କେବଳ ରାଶି ପରିବର୍ତ୍ତନ ନୁହେଁ, ବରଂ ନକ୍ଷତ୍ର ପରିବର୍ତ୍ତନ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, କାରଣ ସେ ବୈଦିକ ଜ୍ୟୋତିଷ ଶାସ୍ତ୍ରର ସବୁଠାରୁ ଶୁଭ ଗ୍ରହମାନଙ୍କ…

Surya Grahan 2026: ଏହି ୫ରାଶିଙ୍କ ଜୀବନରେ ଆସିବ ବଡ଼ ପ୍ରଳୟ! ଧନହାନୀ ସହ ପ୍ରେମ ସମ୍ପର୍କରେ ପଡିବ ଭଟ୍ଟା…

ଧାର୍ମିକ ଓ ଖଗୋଳୀୟ ଦୃଷ୍ଟିକୋଣରୁ ଆଜିର ଦିନଟି ବହୁତ ଖାସ୍, କାରଣ ଆଜି ଅର୍ଥାତ୍ ୧୨ ଅଗଷ୍ଟ ୨୦୨୬ ରେ ବର୍ଷର ଦ୍ୱିତୀୟ ସୂର୍ଯ୍ୟପରାଗ ଲାଗିବାକୁ ଯାଉଛି।…

ଆଜି ଅମାବାସ୍ୟାରେ ସୂର୍ଯ୍ୟଗ୍ରହଣ: ୫ ରାଶିଙ୍କୁ ମିଳିବ ବଡ଼ ସୁଯୋଗ, ଏହି ରାଶି ଉପରେ ମାଡିଆସୁଛି ବିପଦ!

୧୨ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର କୃଷ୍ଣ ପକ୍ଷର ଅମାବାସ୍ୟା ତିଥି ଏବଂ ବାର ବୁଧବାର ଅଟେ। ଏହା ଚାତୁର୍ମାସର ୧୯ ତମ ଦିନ, ଯାହାକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri