Posted inଜାତୀୟ

୩ ଦିନରେ ବନ୍ୟା ନେଲାଣି ୨୪ ଜୀବନ

ଲକ୍ଷ୍ନୌ,୧୮।୯: ଲଗାଣବର୍ଷା କାରଣରୁ ଉତ୍ତରପ୍ରଦେଶର ବିଭିନ୍ନ ଜିଲାରେ ସୃଷ୍ଟି ହୋଇଛି ଭୟଙ୍କର ବନ୍ୟା ପରିସ୍ଥିତି। ଶୁକ୍ରବାର ଚିତ୍ରକୁଟ, ପ୍ରତାପଗଡ଼, ଆମେଠି ଓ ସୁଲତାନପୁର ଜିଲାରେ ଘର ଭୁଶୁଡ଼ି ପଡ଼ିବାରୁ ୧୨ ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ ଗତ ୩ ଦିନରେ ବନ୍ୟା କାରଣରୁ ମୃତ୍ୟୁ ସଂଖ୍ୟା ପହଞ୍ଚିଛି ୨୪ରେ।

ଶୁକ୍ରବାର ବନ୍ୟା ସମୀକ୍ଷା କରିବା ସହ ପ୍ରଭାବିତ ଅଞ୍ଚଳରେ ତୁରନ୍ତ ରିଲିଫ୍‌ ଯୋଗାଇବାକୁ ସ୍ଥାନୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ବରିଷ୍ଠ ଅଧିକାରୀଙ୍କ ସହ ବୈଠକ ପରେ ସେ ଜଳମଗ୍ନ ସ୍ଥାନରେ ତୁରନ୍ତ ଡ୍ରେନେଜ ବ୍ୟବସ୍ଥା କରିବାକୁ ନିଦ୍ଦେର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧିନତା ଦାବିରେ  ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ...

ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି

ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର...

ଫିଲ୍ମ ଶୁଟିଂ ପାଇଁ ବାହାରିଲେ ରିଜେକ୍ଟ ହୋଇଥିବା ୨ ରାଜକୁମାର, ରାହୁଲ-ଅଖିଳେଶଙ୍କୁ ଟାର୍ଗେଟ କଲେ ମୋଦି

ଅମରୋହା,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର କରୁଛନ୍ତି। ଶୁକ୍ରବାର (ଏପ୍ରିଲ ୧୯) ଉତ୍ତରପ୍ରଦେଶର ଆମରୋହା ଠାରେ ଏକ ରାଲିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri