ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ଘୋଷଣା କରାଯାଇଛି। ଏମ୍ଭି-୨୬ ଓ ରାଖେଲଗୁଡ଼ା ଗାଁରେ ଗଣ୍ଡଗୋଳ ପରେ ପ୍ରଶାସନ ଏହି କଟକଣା ଲଗାଇଛି। ଆଜି ସନ୍ଧ୍ୟା ୬ଟାରୁ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ କରାଯାଇଛି।

ଏମ୍ଭି-୨୬ ଗାଁରେ ଘର, ଗାଡ଼ି ଭଙ୍ଗାରୁଜା ସହ ନିଆଁ ଲଗାଇ ଦେଇଛନ୍ତି। ପୋଲିସ ଉପସ୍ଥିତ ସତ୍ତ୍ବେ ପୁରୁଷ, ମହିଳା ଏକାଠି ହୋଇ ଭଙ୍ଗାରୁଜା କରିଛନ୍ତି। କାଲି ପୋଡ଼ାଜଳା ପରେ ଭିନ୍ନ ଭିନ୍ନ ସ୍ଥାନରେ ଉଭୟ ଗୋଷ୍ଠୀ ଏକତ୍ରିତ ହୋଇଛନ୍ତି। ଖେଲଗୁଡ଼ାରେ ପାରମ୍ପାରିକ ଅସ୍ତଶସ୍ତ୍ର ଧରି ଏକାଠି ହେଲେ ଗୋଟିଏ ଗୋଷ୍ଠୀ । ମାଲକାନଗିରି ସହରରେ ଅନ୍ୟ ଏକ ଗୋଷ୍ଠୀର ବହୁ ସଂଖ୍ୟାରେ ମେଳି ବାନ୍ଧିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

Chanakya Niti: ସ୍ତ୍ରୀଙ୍କ ପାଖରେ ସବୁବେଳେ ସ୍ବାମୀ ଏହି ୫ କଥା ଲୁଚାଇ ରଖିବା ଜରୁରୀ, ନଚେତ୍‌…

ସଫଳ ଏବଂ ସୁଖମୟ ଜୀବନ ବିତାଇବା ପାଇଁ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଅତ୍ୟନ୍ତ ମାର୍ଗଦର୍ଶକ ସାବ୍ୟସ୍ତ ହୋଇଥାଏ। ନିଜର ଆତ୍ମସମ୍ମାନ, ସମ୍ପର୍କ ଏବଂ ସାମାଜିକ ପ୍ରତିଷ୍ଠାକୁ ବଜାୟ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି

ଦାରିଙ୍ଗବାଡ଼ି, ୪/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି…

କଣ୍ଟାପଡ଼ା ଯାତ୍ରା ଦେଖିବା ହେଲା ଶେଷ ଯାତ୍ରା: ଦୁର୍ଘଟଣାରେ ଏଲ୍‌ଆଣ୍ଡ୍‌ଟି କର୍ମଚାରୀଙ୍କ ମୃତ୍ୟୁ

ଭଞ୍ଜନଗର, ୪/୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାର କଣ୍ଟାପଡ଼ା ଯାତ୍ରା ଦେଖି ଶନିବାର ମଧ୍ୟରାତ୍ରିରେ ଭଞ୍ଜନଗର ନିକଟସ୍ଥ ଡିହପଢ଼ାଳ ଗ୍ରାମସ୍ଥିତ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା…

ତାମିଲନାଡୁରେ ବନ୍ଧା ପଡ଼ିଛି ଦାଦନ ଶ୍ରମିକଙ୍କ ମୃତଦେହ

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଦାଦନ ସମସ୍ୟା ଅସମାହିତ ରହିଛି। ଜିଲାର ପଦ୍ମପୁର ଉପଖଣ୍ଡରେ ଏହି ସମସ୍ୟା ଲାଗି ରହିଛି। ଏଠାରୁ ପ୍ରତିବର୍ଷ ରାଜ୍ୟ ବାହାରକୁ ଲୋକେ…

ସୂର୍ଯ୍ୟ-ଶନିଙ୍କ ମୁହାଁମୁହିଁ ଦୃଷ୍ଟି: ସତର୍କ ରୁହନ୍ତୁ ୩ ରାଶି; ଚାଲିଯିବ ସବୁ ଟଙ୍କା, କ୍ୟାରିୟରରେ ବଡ଼ ସଙ୍କଟ!

ସୂର୍ଯ୍ୟ ଏବଂ ଶନିଙ୍କ ମଧ୍ୟରେ ପ୍ରତିଯୁତି ଦୃଷ୍ଟି ଯୋଗ ଗଠନ ଅନେକ ରାଶି ପାଇଁ ଅଶୁଭ ସାବ୍ୟସ୍ତ ହୋଇପାରେ। ସୂର୍ଯ୍ୟ ଏବଂ ଶନି ମୁହାଁମୁହିଁ ହେବା ଏକ…

ଅଧରାତିରେ ଭାରତରେ ଭୂକମ୍ପ ଝଟ୍‌କା: ୨ ରାଜ୍ୟକୁ ଦୋହଲାଇଦେଲା…

ନୂଆଦିଲ୍‌ଲୀ,୪।୧୦: ଭାରତ, ଇଣ୍ଡୋନେସିଆ ଏବଂ ମିଆଁମାରର ଅନେକ ସହରରେ ଗତ ବିଳମ୍ୱିତ ରାତିରୁ ଆଜି ସକାଳ ପର୍ଯ୍ୟନ୍ତ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?