ଦୁବାଇରେ ୨୪, ଆବୁଧାବିରେ ୨୦, ଶାରଜାରେ ଖେଳାଯିବ ୧୨ ଆଇପିଏଲ୍‌ ମ୍ୟାଚ୍‌

ନୂଆଦିଲ୍ଲୀ, ୬।୯: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ସିଜନ-୧୩ ଲାଗି ବିସିସିଆଇ ପକ୍ଷରୁ ରବିବାର କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି କାର୍ଯ୍ୟସୂଚୀ ଅନୁଯାୟୀ ଗତଥରର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର୍‌ କିଙ୍ଗ୍ସ ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ୍‌ ସେପ୍ଟେମ୍ବର ୧୯ରେ ଖେଳାଯିବ। ଭାରତୀୟ ସମୟ ସନ୍ଧ୍ୟା ୭ଟା ୩୦ ମିନିଟ୍‌ରେ ଆବୁଧାବିରେ ଏହି ମ୍ୟାଚ୍‌ ଖେଳାଯିବ। ଆଇପିଏଲ୍‌ ଚେୟାରମ୍ୟାନ ବ୍ରିଜେଶ ପଟେଲ ପ୍ଲେ-ଅଫ୍‌ ଓ ଫାଇନାଲକୁ ଛାଡ଼ି ମୋଟ୍‌ ୫୬ ମ୍ୟାଚ୍‌ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି। ଯେଉଁଥିରୁ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ସର୍ବାଧିକ ୨୪ ମ୍ୟାଚ୍‌ ଖେଳାଯିବ। ସେହିଭଳି ଆବୁଧାବିର ଶେଖ୍‌ ଜାୟେଦ କ୍ରିକେଟ୍‌ ଷ୍ଟାଡିୟମ ୨୦ ମ୍ୟାଚ୍‌ ଏବଂ ଶାରଜା କ୍ରିକେଟ୍‌ ଷ୍ଟାଡିୟମ ୧୨ ମ୍ୟାଚ୍‌ର ଆୟୋଜନ ଅଧିକାର ପାଇଛି। ଚଳିତ ବର୍ଷ ଭାରତରେ କରୋନା ମହାମାରୀର ଭୟାବହତାକୁ ଦୃଷ୍ଟିରେ ରଖି ଆଇପିଏଲ୍‌କୁ ୟୁଏଇରେ ଆୟୋଜିତ କରାଯାଇଛି। ନଭେମ୍ବର ୧୦ରେ ଫାଇନାଲ ମ୍ୟାଚ୍‌ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କେଜ୍‌ରିୱାଲ ଦୋଷମୁକ୍ତ ହେବାପରେ ଆନ୍ନା ହଜାରେଙ୍କ ବଡ଼ ବୟାନ: ମୁଁ କୋର୍ଟଙ୍କ ନିଷ୍ପତ୍ତିକୁ…

ନୂଆଦିଲ୍ଲୀ,୨୮।୨: ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ପୂର୍ବତନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟି ସଂଯୋଜକ ଅରବିନ୍ଦ କେଜ୍‌ରିୱାଲଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି।…

ଜବରଦସ୍ତି ବିବାହ ପରେ ଥାନାରେ ବର କନିଆ, କନ୍ୟା ନାବାଳିକା ସନ୍ଦେହ

ବାଲେଶ୍ବର, ୨୮।୨( ବାଞ୍ଛାନିଧି ଦେ) : ବାଲେଶ୍ୱର ସହଦେବଖୁଣ୍ଟା ଥାନାରେ ବର କନିଆ ଅଟକ ରହିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଜବରଦସ୍ତି ବିବାହ ପରେ ଥାନାରେ…

ଶୌଚ ପାଇଁ ଯାଇଥିବାବେଳେ ବାର୍‌ହା ସମ୍ମୁଖରେ ପଡିଗଲେ ୨ ବ୍ୟକ୍ତି

ଭୁବନ, ୨୮।୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବନ୍ୟାଞ୍ଚଳ ଜମୁନାକୋଟ ପଞ୍ଚାୟତ କୃଷ୍ଣପୁର ଗ୍ରାମର ବଳରାମ ରାଉତ(୩୮) ଓ ଦିବାକର ପାଣି (୫୫) ଶନିବାର…

ଅଧିକ ସମୟ ଖେଳିବାକୁ ନେଇ ସପ୍ତମ ଶ୍ରେଣୀ ଛାତ୍ରଙ୍କୁ ଆଣ୍ଠେଇଦେଲେ ନବମ ଶ୍ରେଣୀ ଛାତ୍ର, ଭିଡିଓ ଭାଇରାଲ ପରେ…

ଉଦଳା ,୨୮।୨(ସନ୍ତୋଷ କୁମାର ବାଛିନୀ), ହଷ୍ଟେଲରେ ସୀମା ଟପିଲେ ବଡ଼ ଶ୍ରେଣୀର ଛାତ୍ର। ତଳ ଶ୍ରେଣୀ ଛାତ୍ରଙ୍କୁ କରିଲେ ରାଗିଙ୍ଗ୍‌ । ଖେଳ ସମୟରେ ହଷ୍ଟେଲର ୩…

ଏତେ କୋଟି ଟଙ୍କାର ସୁନା ପିନ୍ଧିଥିଲେ ରଶ୍ମିକା-ବିଜୟ , ମୂଲ୍ୟ ଶୁଣିଲେ ଉଡିଜିବ ହୋସ୍‌

ମୁମ୍ବାଇ: ରଶ୍ମିକା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ସାରା ଦେଶରେ ଚର୍ଚ୍ଚା ସୃଷ୍ଟି କରିଛି। ପ୍ରଧାନମନ୍ତ୍ରୀଙ୍କଠାରୁ ଆରମ୍ଭ କରି ବଲିଉଡ ଷ୍ଟାର ପର୍ଯ୍ୟନ୍ତ ସମସ୍ତେ ସେମାନଙ୍କୁ ଅଭିନନ୍ଦନ…

ଜିଇବା ପାଇଁ ପିଇବା

ର୍ବତ ଏବଂ ଲସିର ଦେଶ ରୂପେ ଭାରତ ପ୍ରସିଦ୍ଧ। କିନ୍ତୁ ଅଧିକାଂଶ ଭାରତୀୟ ଆଜି ପାଶ୍ଚାତ୍ୟ ପେୟ ଦ୍ୱାରା ପ୍ରଭାବିତ। ନିଜକୁ ‘ଆଧୁନିକ’ ପ୍ରମାଣିତ ପାଇଁ ଭାରତୀୟମାନେ…

ସୁସ୍ଥ ଓଡ଼ିଶା ଲକ୍ଷ୍ୟ ପୂରଣ ହେବ ତ

ଡ଼ିଶାର ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ଲଗାତର ତୃତୀୟ ବଜେଟ ଉପସ୍ଥାପନ କରି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପାଇଁ ୨୦୨୬-୨୭…

ଅମଲାତାନ୍ତ୍ରିକ ବିବାଦ

ନିକଟରେ କର୍ନାଟକ ହାଇକୋର୍ଟ ଆଇପିଏସ୍‌ ଅଧିକାରୀ ଡି. ରୂପା ମୁଦଗିଲ୍‌ଙ୍କ ଦ୍ୱାରା ଆଇଏଏସ୍‌ ଅଧିକାରୀ ରୋହିଣୀ ସିନ୍ଧୁରୀଙ୍କ ବିରୋଧରେ ଦାୟର ମାନହାନି ମାମଲାକୁ ରଦ୍ଦ କରିବାକୁ ମନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri