ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ଓଡ଼ିଶା ବିଧାୟକ

ନୂଆଦିଲ୍ଲୀ/ଭୁବନେଶ୍ୱର,୩।୮(ବ୍ୟୁରୋ): ଓଡ଼ିଶାର ୨୪ ଜଣ ବିଧାୟକ ବୁଧବାର ରାଷ୍ଟ୍ରପତି ଭବନରେ ପହଞ୍ଚିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ସବୁ ଦଳର ବିଧାୟକ ଅଭିନନ୍ଦନ ଜଣାଇଛନ୍ତି। ଏହାସହ ରାଷ୍ଟ୍ରପତିଙ୍କୁ ପ୍ରଭୁ ଜଗନ୍ନାଥଙ୍କ ଫଟୋ, ମହାପ୍ରସାଦ ଏବଂ ଅନ୍ୟାନ୍ୟ ସ୍ମରଣିକା ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ୱରେ ୨୪ଜଣ ବିଧାୟକ ମଙ୍ଗଳବାର ଦିଲ୍ଲୀରେ ପହଞ୍ଚିଥିଲେ। ଏହି ପ୍ରତିନିଧି ମଣ୍ଡଳୀରେ ବିଜେଡିର ୧୫ଜଣ, ଭାଜପାର ୬ଜଣ ଏବଂ କଂଗ୍ରେସର ୩ଜଣ ବିଧାୟକ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri