Posted inରାଜ୍ୟ

ଆନନ୍ଦପୁରରେ ୨୪ ମେଗାୱାଟ କ୍ଷୁଦ୍ର ଜଳବିଦ୍ୟୁତ୍‌ ପ୍ରକଳ୍ପ ଲୋକାର୍ପିତ

ଭୁବନେଶ୍ୱର,୭।୧୧(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ଜରିଆରେ ଶନିବାର କେନ୍ଦୁଝର ଜିଲା ଆନନ୍ଦପୁର ସିଂହନାଳୀରେ ୧୨ ମେଗାଓ୍ବାଟ୍‌ର ବୈତରଣୀ କ୍ଷୁଦ୍ର ଜଳ ବିଦ୍ୟୁତ୍‌ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତିି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜିଲା ଖଣିଜ ପାଣ୍ଠିର ଟଙ୍କା ହେଉଛି ଲୋକଙ୍କର । ଏସବୁ ଟଙ୍କା କେବଳ ଲୋକଙ୍କ କଲ୍ୟାଣ ପାଇଁ ଖର୍ଚ୍ଚ କରାଯିବ। କେନ୍ଦୁଝର ଜିଲାର ଉଭୟ ଦେଶ ଓ ରାଜ୍ୟ ଅର୍ଥନୀତିରେ ବିଶେଷ ଅବଦାନ ରହିଛି। କେନ୍ଦୁଝରରେ ଏକ ମେଡିକାଲ କଲେଜ ଓ ହସ୍ପିଟାଲ କାର୍ଯ୍ୟ ଆଗେଇ ଚାଲିଥିବା ବେଳେ ଜିଲାର ସବୁ ରାସ୍ତାର ଉନ୍ନତୀକରଣ ପାଇଁ ପଦକ୍ଷେପ ନିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବରରେ ବର୍ଷର ଶେଷ ସୂର୍ଯ୍ୟୋପରାଗ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ଚଳିତ ବର୍ଷର ଦ୍ୱିତୀୟ ତଥା ଶେଷ ସୂର୍ଯ୍ୟୋପରାଗ ଆସନ୍ତା ଡିସେମ୍ବର ୪ରେ ସଙ୍ଗଠିତ ହେବ। ପ୍ରଥମ ପରାଗ ଗତ ଜୁନ୍‌ ୧୦ରେ ହୋଇଥିଲା। ତାହା...

ଦେଶରେ ୨୩, ଓଡ଼ିଶାରେ ୨ ନକଲି ବିଶ୍ୱବିଦ୍ୟାଳୟ: ଉତ୍ତରପ୍ରଦେଶରେ ସର୍ବାଧିକ ୮, ଦିଲ୍ଲୀରେ ୭

ଭୁବନେଶ୍ୱର, ୨୩ା୭(ବ୍ୟୁରୋ): ବିଶ୍ୱବିଦ୍ୟାଳୟ ମଞ୍ଜୁରୀ କମିଶନ(ୟୁଜିସି) ମଙ୍ଗଳବାର ନକଲି ବିଶ୍ୱବିଦ୍ୟାଳୟ ସଂକ୍ରାନ୍ତ ତଥ୍ୟ ପ୍ରକାଶ କରିଛି। ଦେଶରେ ନିଜସ୍ବ ଢଙ୍ଗରେ ୨୩ ନକଲି ବିଶ୍ୱବିଦ୍ୟାଳୟ କାର୍ଯ୍ୟ...

ପାସ୍‌ ହାର: ନୟାଗଡ଼ ଆଗରେ, ଦେବଗଡ଼ ପଛରେ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ବୁଧବାର ଯୁକ୍ତ ୨ ବିଜ୍ଞାନ ପରୀକ୍ଷାଫଳ ପ୍ରକାଶ ପାଇଥିବା ବେଳେ ପାସ୍‌ ହାର ରହିଛି ୭୪.୯୫ ପ୍ରତିଶତ। ପାସ୍‌ ହାରରେ ନୟାଗଡ଼ ସବୁଠାରୁ...

ଆଇଏଏସ୍‌ ବିଜୟ କେତନ ଗିରଫ ମାମଲା: ଜାମିନ ଖାରଜ କଲେ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ

ଭୁବନେଶ୍ୱର, ୧୩ା୧(ବ୍ୟୁରୋ): ଲକ୍ଷେ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ୨୦୦୯ ବ୍ୟାଚ୍‌ର ଆଇଏଏସ୍‌ ଅଫିସ ବିଜୟ କେତନ ଉପାଧ୍ୟାୟଙ୍କ ପାଇଁ ଅଡୁଆ...

୨୨ ଜିଲାରେ ହେବ ୫୫ ବସ୍‌ଷ୍ଟାଣ୍ଡ

ଭୁବନେଶ୍ୱର,୨୪ା୧୨(ବ୍ୟୁରୋ):ରାଜ୍ୟରେ ଗ୍ରାମାଞ୍ଚଳ ଯୋଗାଯୋଗ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଗୁରୁବାର ଭର୍ଚୁଆଲ ମୋଡ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୨ ଜିଲାର...

ନନ୍ଦନକାନନରେ ଖୁସି ଖବର: ନୀଳଗିରି ଲାଙ୍ଗୁରର ଶାବକ ଜନ୍ମ

ନରାଜ,୧।୬(ଡି.ଏନ୍‌.ଏ.): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଶୁକ୍ରବାର ଡାଇରିଆ ରୋଗରେ ଆକ୍ରାନ୍ତ ହୋଇ ଅଣ୍ଡିରା ନୀଳଗିରି ଲାଙ୍ଗୁରର ମୃତ୍ୟୁ ଘଟିଥିଲା। ତେବେ ଏକାକି ଥିବା ମାଇ ନୀଳଗିରି...

ଗୃହ ବିଭାଗ ଖର୍ଚ୍ଚ ଦାବି ଆଲୋଚନା:‘ଅପରାଧ ବୃଦ୍ଧି ପାଇଲେ ବିକାଶ ହୁଏନାହିଁ’

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ବିଧାନସଭାରେ ସୋମବାର ଗୃହ ଏବଂ ସାଧାରଣ ପ୍ରଶାସନ ବିଭାଗ ଖର୍ଚ୍ଚ ଦାବି ଉପରେ ଆଲୋଚନା ବେଳେ ବିରୋଧୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି...

ଜୁନ୍‌ ଚତୁର୍ଥ ପର୍ଯ୍ୟାୟର ସମୟ; ଜୀବିକାକୁ ରକ୍ଷା କରିବା ବେଳେ ଦେଖାଦେଇଛି ଅନୁଶାସନ କୋହଳର ଭୟ: ବାଗ୍‌ଚୀ

ଭୁବନେଶ୍ୱର,୬।୬(ବ୍ୟୁରୋ): କରୋନା ମୁକାବିଲାର ପ୍ରଥମ ପର୍ଯ୍ୟାୟରେ ବିଦେଶରୁ ଫେରିଥିବା କିଛି ବ୍ୟକ୍ତି ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଦ୍ୱିତୀୟ ପର୍ଯ୍ୟାୟରେ ଦିଲ୍ଲୀ ନିଜାମୁଦ୍ଦିନ ଫେରନ୍ତା ବ୍ୟକ୍ତି ଏବଂ...

Advertisement
Archives

Model This Week