ରାଜ୍ୟରୁ ଚିହ୍ନଟ ହେଲେ ୨୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ପିଲା ୩ ଜଣ ଆକ୍ରାନ୍ତ ହୋଇଛନ୍ତି। ସେହିପରି କ୍ୱାରାଣ୍ଟାଇନ୍‌ରୁ ୧୫ ଜଣ ଏବଂ ଲୋକାଲ କେସ ୯ ଜଣ ରହିଛନ୍ତି। ଏ ନେଇ ଶନିବାର ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୨ ଜଣ ଚିହ୍ନଟ ହୋିଥିବା ବେଳେ ଝାରସୁଗୁଡ଼ାରୁ ୫, ସୁନ୍ଦରଗଡ଼ରୁ ୩ ଏବଂ କଟକ ଓ ଷ୍ଟେଟ୍‌ ପୁଳ୍‌ରୁ ୨ ଜଣ ଚିହ୍ନଟ ହୋଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୬

ବାଲେଶ୍ୱର ଅଫିସ,୨୭ା୪ : ଜିଲାରେ ସୋମବାର ଅପରାହ୍ନରେ ଆଉଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬ରେ ପହଞ୍ଚିଛି।...

ପୁଅଙ୍କୁ ଥଇଥାନ

ଭୁବନେଶ୍ୱର, ୨୭।୩(ବ୍ୟୁରୋ): ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବିଜେଡି ବୁଧବାର ୩୬ଟି ଆସନ ଲାଗି ପ୍ରାର୍ଥୀ ଘୋଷଣା କରିଛି। ପୂର୍ବରୁ ଯାହା ଚର୍ଚ୍ଚା ହେଉଥିଲା ତାହା...

ସାମାଜିକ ଦୂରତା ବଜାୟ ନ ରଖିବାରୁ ବୈଜ୍ଞାନିକ ଫର୍ଗୁସନ୍‌ଙ୍କୁ ଦେବାକୁ ପଡ଼ିଲା ଇସ୍ତଫା

ଲଣ୍ଡନ,୬।୫: ବ୍ରିଟେନ୍‌ରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ଏଠାରେ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସାଧାରଣ ଲୋକେ ସାମାଜିକ ଦୂରତା...

ଏମାର ମଠର କଥା: ଶ୍ରୀରାମାନୁଜଙ୍କୁ ନେଇ ଘଟିଥିଲା ବିସ୍ମୟକର ଘଟଣା

ପୁରୀ ଅଫିସ,୧ା୯: ଦ୍ୱାଦଶ ଶତାବ୍ଦୀର ଏମାର ମଠ ଭଙ୍ଗାଯାଉଛି। ଆଉ ଅଳ୍ପ ଦିନ ପରେ ଏହାର ନଁା ରହିବ ସିନା ହେଲେ ଚେହେରା ସମ୍ପୂର୍ଣ୍ଣ ବଦଳିଯିବ।...

ଏଠାରେ ଭଗବାନଙ୍କୁ ପ୍ରସାଦ ରୂପେ ଅର୍ପଣ କରାଯାଉଛି ମାସ୍କ

ବାରାଣସୀ,୧୭।୭: ଦେଶରେ ମହାମାରୀ କରୋନା ସଙ୍କଟ ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ପ୍ରତିଦିନ ହଜାର ହଜାର ସଂଖ୍ୟାରେ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି।...

ଜାଗା ଦେବାକୁ ରାଜି ହେଲେନି ବୋଲି: ୨ ଭଉଣୀଙ୍କୁ ମାଡ଼ମାରି ଗଛରେ ବାନ୍ଧିଲେ ଭାଇ

କୁଜଙ୍ଗ,୯ା୧(ଡି.ଏନ.ଏ.): ସମ୍ପତ୍ତି ଲୋଭରେ ୨ ଭାଇ ତାଙ୍କ ମା’ ଓ ଦୁଇ ଭଉଣୀଙ୍କୁ ମାଡ଼ମାରିବା ସହ ଗଛରେ ବାନ୍ଧିଛନ୍ତି। ଏ ନେଇ ଥାନାରେ ଅଭିଯୋଗ ହେବାପରେ...

ସନ୍ଦିଗ୍ଧଙ୍କ ରିପୋର୍ଟକୁ ଅପେକ୍ଷା

ଅନୁଗୋଳ ଅଫିସ, ୫।୪- ଅନୁଗୋଳ ଜିଲାରେ ଥିବା କରୋନା ସନ୍ଦିଗ୍ଧଙ୍କ ରକ୍ତ ନମୁନା ଭୁବନେଶ୍ୱର ପଠାଯାଇଥିଲା। ବିଶେଷକରି ଦିଲ୍ଲୀ ନିଜାମୁଦ୍ଦିନ ଧର୍ମସଭାରୁ ଫେରନ୍ତାଙ୍କ ସଂସ୍ପର୍ଶରେ ଆସିଥିବା...

ସୋନପୁର ଛୁଇଁଲା କରୋନା: ରାଜ୍ୟରେ ମୋଟ ୨୯ ଜିଲାକୁ ବ୍ୟାପିଲାଣି

ଭୁବନେଶ୍ୱର, ୨୬।୫(ବ୍ୟୁରୋ): ସାରା ଦେଶରେ କାୟା ବିସ୍ତାର କରିଚାଲିଛି କରୋନା ଭାଇରସ। ଏହା ଗୋଟିଏ ପରେ ଗୋଟିଏ ଜିଲାକୁ ଡେଇଁବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୭୯...

Advertisement
Archives

Model This Week