ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ ପ୍ରକାଶ ପାଇଛି ତାଲିକା। ସେହିପରି ୩ଟି ଜିଲାର ୫ ନୂଆ ମ୍ୟୁନିସିପାଲିଟି ନେଇ ବିଜ୍ଞପ୍ତି ଜାରି ହୋଇଛି। NAC ତାଲିକାରେ ପାଲଲହଡ଼ା, ସିମୁଳିଆ, ସୋହେଲା, ତିହିଡ଼ି, ଧୂଷୁରୀ, ସାଲେପୁର, ବଡ଼ମ୍ବା, ନରସିଂହପୁର, ଗଁଦିଆ, ଜଗନ୍ନାଥପ୍ରସାଦ, ପାତ୍ରପୁର, ନର୍ଲା, ଜୟପାଟଣା, ଖୋର୍ଦ୍ଧାର ଟାଙ୍ଗୀ, ବୋରିଗୁମ୍ମା, ବେତନଟୀ, ବାଙ୍ଗିରିପୋଷି, ଚିତ୍ରଡ଼ା, କପ୍ତିପଦା, ରାସଗୋବିନ୍ଦପୁର, ବିଷମକଟକ, ବାମରା, ରେଙ୍ଗାଲି, ବୀରମହାରାଜପୁର ରହିଛି। ସେହିପରି ନୂଆ ମ୍ୟୁନିସିପାଲିଟି ତାଲିକାରେ ବୈଦ୍ଧଗଡ଼, ଭଞ୍ଜନଗର, କବିସୂର୍ଯ୍ୟନଗର, ପୋଲସରା, କରଞ୍ଜିଆ ରହିଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁରୁବାର ନବୀନ କରିବେ ବଡ଼ ଘୋଷଣା! ସୁଜାତା କାର୍ତ୍ତିକେୟନକୁ ନେଇ ଆସିଲା ବଡ଼ ଖବର

ଭୁବନେଶ୍ୱର,୨୬।୬: ଗୁରୁବାର ବିଜେଡିରେ ମିଶିପାରନ୍ତି ସୁଜାତା କାର୍ତ୍ତିକେୟନ। ବୁଧବାର ବରିଷ୍ଠ ନେତାଙ୍କ ସହ ନବୀନଙ୍କ ଆଲୋଚନା ପରେ ବଢ଼ିଲା ଚର୍ଚ୍ଚା। ଶଙ୍ଖ ଭବନରେ ଏନେଇ ନବୀନ ବଡ଼…

ପୁରୀ ହତ୍ୟାକାଣ୍ଡ: ମୁଖ୍ୟ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କଲା ପୋଲିସ

ପୁରୀ,୨୪ା୬(ଅଜିତ କୁମାର ମହାନ୍ତି): ପୁରୀରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବଳିଆପଣ୍ଡା ଥାନା ଅଞ୍ଚଳରେ ଜଣେ ହୋଟେଲ ମାଲିକଙ୍କୁ ବୀଭତ୍ସ ହତ୍ୟା…

ମେଡିସିନ୍‌ ଖାଇ ୭ କଏଦୀ ଅସୁସ୍ଥ! ଝାରପଡ଼ା ଜେଲ୍‌ରେ ଚାଲିଛି ତଦନ୍ତ

ଭୁବନେଶ୍ୱର,୨୪।୬: ରାଜଧାନୀର ଝାରପଡ଼ା ସ୍ପେଶାଲ୍‌ ଜେଲ୍‌ରେ ୭ ଜଣ କଏଦୀ ହଠାତ୍ ଅସୁସ୍ଥ ହୋଇପଡ଼ିବା ଘଟଣାକୁ ନେଇ ଚିନ୍ତା ବଢ଼ିଛି। ଅସୁସ୍ଥ କଏଦୀମାନଙ୍କୁ ତୁରନ୍ତ ଚିକିତ୍ସା ପାଇଁ…

ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା, ତେଜିଲା ଅସନ୍ତୋଷ

ବରଗଡ଼,୨୪ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ୧୯ରୁ କାରଖାନା ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ। କାରଖାନା କର୍ତ୍ତୃପକ୍ଷ ଏ ନେଇ ଗତ ୧୯ ତାରିଖ ଭାରତ…

ଅର୍ଥ ବିଭାଗର ସ୍ବୀକୃତିପ୍ରାପ୍ତ ବ୍ୟାଙ୍କ ତାଲିକାରେ ଏବେ ୧୪

ଭୁବନେଶ୍ୱର,୨୪।୬(ରବିନାରାୟଣ ଜେନା): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଲୋକାଭିମୁଖୀ ଯୋଜନାକୁ କାର୍ଯ୍ୟାନ୍ବୟନ କରିବାରେ ଅବହେଳା ପ୍ରଦର୍ଶନ କରିବା ଏବେ ୮ଟି ବ୍ୟାଙ୍କକୁ ମହଙ୍ଗା ସାବ୍ୟସ୍ତ…

ସଂଶୋଧିତ ତାଲିକାରେ ବି ବଢ଼ିଲା ତ୍ରୁଟି: ଦକ୍ଷତାକୁ ନେଇ ବଡ଼ ପ୍ରଶ୍ନବାଚୀ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ବଢ଼ୁଛି ବିବାଦ। ପ୍ରତିଦିନ ପାଠ୍ୟପୁସ୍ତକରେ ତ୍ରୁଟି ନେଇ ନୂଆ ନୂଆ ତଥ୍ୟ ପଦାକୁ ଆସୁଛି। ପାଠ୍ୟପୁସ୍ତକରେ ତ୍ରୁଟି…

ଭାଜପା ବୁଥ୍‌ ସଭାପତିଙ୍କୁ ବିଚ୍‌ ରାସ୍ତାରେ ନିର୍ମମ ହତ୍ୟା: କାଠ ଫାଳିଆରେ ବାଡେଇ ବାଡେଇ ମାରିଦେଲେ…

ମହାକାଳପଡ଼ା,୨୪।୬( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ ରାମନଗର ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ…

ଗୁରୁ-ଶିଷ୍ୟ ସମ୍ପର୍କରେ କଳଙ୍କ: ଟ୍ୟୁସନ ବାହାନାରେ ନାବାଳକଙ୍କୁ ବଳାତ୍କାର କରି ଫସିଲେ ଶିକ୍ଷକ, ପୂରା ଘଟଣା ଜାଣିଲେ…

କଟକ,୨୪।୬(ପ୍ରଭୁ କଲ୍ୟାଣ ପାଲ): ଅପ୍ରାକୃତିକ ଯୌନ ଲାଳସା ହେଲା କାଳ। ନାବାଳକଙ୍କୁ ବଳାତ୍କାର କରି ଫସିଲେ ଉର୍ଦ୍ଦୁ ଶିକ୍ଷକ। ଟ୍ୟୁସନ ବାହାନାରେ ନାବାଳକକୁ ବାରମ୍ବାର ପକାଉଥିଲେ ଲୋଲୁପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri