ରାଜ୍ୟରେ ଆଉ ୨୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୫।୧(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୨୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଆଇଏଲ୍‌ଏସ ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣଙ୍କ ବିଦେଶ ଲିଙ୍କ୍‌ ରହିଥିବା ଜଣାପଡିଛି। ବାକି ୧୯ ଜଣ ସ୍ଥାନୀୟ ସଂକ୍ରମଣ ହୋଇଥିବା ସୂଚନା ମିଳିଛି। ମୋଟ ୨୧୮ ଜିନମ୍‌ ସିକ୍ୟୁଏନ୍ସିଂ କରାଯାଇଥିଲା। ତେବେ ୨୧୮ ସାମ୍ପଲରୁ ୨୪ ଓମିକ୍ରନ ଭାରିଆଣ୍ଟ ରହିଛନ୍ତି। ପୂର୍ବରୁ ୩୭ ଜଣ ଚିହ୍ନଟ ହୋଇଥିଲେ। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଏମ୍‌ସିର ଘୋଷଣା: ଭୁବନେଶ୍ୱର ଖୋଲା ମଳମୁକ୍ତ ସହର

ଭୁବନେଶ୍ୱର, ୪ା୧(ବ୍ୟୁରୋ):  ଭୁବନେଶ୍ୱରରେ ବର୍ତ୍ତମାନ ୨୨୬ଟି ଶୌଚାଳୟ କାର୍ଯ୍ୟରତ ଥିବାବେଳେ ଏଥିରେ ୧୬୯୮ଟି ସିଟ୍‌ରେ ଲୋକେ ଶୌଚ କରୁଛନ୍ତି। ସାମୂହିକ, ଗୋଷ୍ଠୀ, ଇ-ଟଏଲେଟ୍‌ ଓ ପେଟ୍ରୋଲପମ୍ପ...

ଏସ୍‌ସିବି ମେଡିକାଲରେ ଭିଜିଲାନ୍ସର ଖୋଳତାଡ: ୨୯୪ କର୍ମଚାରୀ ନିଯୁକ୍ତିକୁ ନେଇ ଅଡୁଆ ପରିସ୍ଥିତି

କଟକ ଅଫିସ,୧୨।୧୨: ଏସ୍‌ସିବି ମେଡିକାଲରେ ଏକ ଘରୋଇ ସଂସ୍ଥା ମାଧ୍ୟମରେ ୨୯୪ଜଣ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯାଇଥିଲା। ଏହି ନିଯୁକ୍ତିରେ ବ୍ୟାପକ ଜାଲିଆତି କରାଯାଇଥିବା...

ଟୋଲ୍‌ଗେଟ୍‌କୁ ନେଇ ବଢ଼ିଲା ଅସନ୍ତୋଷ

ବାରିପଦା ଅଫିସ,୮।୪- ମୟୂରଭଞ୍ଜ ଜିଲା ଦେଇ ଯାଇଥିବା ୧୮ ଓ ୪୯ନଂ. ଜାତୀୟ ରାଜପଥର ୩ଟି ସ୍ଥାନରେ ଟୋଲଗେଟ୍‌ ନିର୍ମାଣ ପରେ ଶୁଳ୍କ ଆଦାୟ ଆରମ୍ଭ...

ଛାତ୍ର ଓମ୍‌ପ୍ରକାଶଙ୍କ ବଦାନ୍ୟତା

ଜଟଣୀ,୨।୪(ଡି.ଏନ.ଏ): ବର୍ତ୍ତମାନ କରୋନା କଟକଣା ଯୋଗୁ ସମସ୍ତେ ଘରର ଚାରିକାନ୍ଥ ମଧ୍ୟରେ ଆବଦ୍ଧ ହୋଇ ରହୁଛନ୍ତି। ମାତ୍ର ଏହି ସମୟରେ ସମାଜସେବା ଲାଗି ସାଇକେଲ ଧରି...

ସହରରେ ବାଇକ୍‌ ପାଟ୍ରୋଲିଂ ଆରମ୍ଭ

ପୁରୀ ଅଫିସ,୧୧ା୪: କରୋନା ପାଇଁ ପୁରୀରେ ଆରମ୍ଭ ହୋଇଛି ବାଇକ୍‌ ପାଟ୍ରୋଲିଂ। କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ଲାଗି ସାମାଜିକ ଦୂରତା ଉପରେ ଗୁରୁତ୍ୱ...

ବୁଥ୍‌ ଖୋଜି ଖୋଜି ଭୋଟର ନୟାନ୍ତ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ୭ ବର୍ଷ ପରେ ପୌର ନିର୍ବାଚନ ହୋଇଛି। ଏହା ଭିତରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଭୋଟର ଓ ପରିସୀମା ମଧ୍ୟ ବଢ଼ିଛି। ଏଥିପାଇଁ...

ପୁଣି ରାସ୍ତାକୁ ଓହ୍ଲାଇଲେ ଅଧ୍ୟାପକ, କର୍ମଚାରୀ

ଭୁବନେଶ୍ୱର, ୧୯।୯ (ବ୍ୟୁରୋ):ପୁଣି ରାସ୍ତାକୁ ଓହ୍ଲାଇଛି ନିଖିଳ ଓଡ଼ିଶା ୬୬୨ (+୨ ଓ +୩) ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘ। ପ୍ରସ୍ତାବିତ ତ୍ରୁଟିପୂର୍ଣ୍ଣ ଗ୍ରେଡ୍‌ ପେ’...

ଏ ବର୍ଷ ବି ବୋଲ୍‌ବମ୍‌ ଉପରେ ଲାଗିଲା କଟକଣା

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ କରୋନା ପାଇଁ ବୋଲବମ୍‌ ଉପରେ କଟକଣା ଲଗାଇଲେ ରାଜ୍ୟ ସରକାର। ଏନେଇ ଏସ୍‌ଆର୍‌ସିଙ୍କ ପକ୍ଷରୁ ମଙ୍ଗଳବାର ନିର୍ଦ୍ଦେଶନାମା...

Advertisement
Archives

Model This Week