ଇଟାଲୀ ଡଙ୍ଗା ଦୁର୍ଘଟଣାରେ ପାକିସ୍ତାନର ୨୪ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି: ପ୍ରଧାନମନ୍ତ୍ରୀ

ଇସଲାମାବାଦ,୨୭ା୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ସୋମବାର କହିଛନ୍ତି, ଇଟାଲୀରେ ଏକ ଡଙ୍ଗା ଦୁର୍ଘଟଣାରେ ୨୪ରୁ ଅଧିକ ପାକିସ୍ତାନୀଙ୍କ ସମେତ ୫୯ ଜଣଙ୍କର ମୃତ୍ୟୁ ଘଟିଛି। ଯାହାକି ଅତ୍ୟନ୍ତ ଚିନ୍ତାଜନକ ଏବଂ ଦୁଃଖଦାୟକ।

ସେ କହିଛନ୍ତି, ରବିବାର ଇଟାଲୀର ଦକ୍ଷିଣ ଉପକୂଳବର୍ତ୍ତୀ ଏକ ଚଟାଣରେ ଶରଣାର୍ଥୀ ଭର୍ତ୍ତି ଏକ ଡଙ୍ଗା ଖସିପଡ଼ି ୧୨ ଜଣ ଶିଶୁଙ୍କ ସମେତ ୫୯ ଜଣଙ୍କର ମୃତ୍ୟୁ ଘଟିଛି। ଡଙ୍ଗାରେ ପ୍ରାୟ ୧୫୦ ଲୋକ ଥିଲେ। ୮୧ ଜଣଙ୍କୁ ଉଦ୍ଧାର କରାଯାଇଛି। ଷ୍ଟେକାଟୋ ଡି କଟ୍ରୋ ନିକଟରେ ଡଙ୍ଗାର ଧ୍ୱଂସାବଶେଷ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

କେବେ ଭାରତ ଆସିବେ ବାଂଲାଦେଶୀ ପ୍ରଧାନମନ୍ତ୍ରୀ? ଆସିଲା ନୂଆ ତାରିଖ

ନୂଆଦିଲ୍ଲୀ,୨୨।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହkସିନାଙ୍କ ବହିଷ୍କାର ଏବଂ ଭାରତରେ ଆଶ୍ରୟ ନେବା ମଧ୍ୟରେ, ବାଂଲାଦେଶୀ ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ 23 ରୁ 25 ମଧ୍ୟରେ…

ମିତ୍ର ଦେଶ କାନାଡାକୁ ଶକ୍ତ ଝଟକା ଦେଲେ ଟ୍ରମ୍ପ!

ଓ୍ବାଶିଂଟନ,୨୨।୮: ଡୋନାଲ୍ଡ ଟ୍ରମ୍ପ ଆମେରିକାର ଘନିଷ୍ଠ ସହଯୋଗୀ ଏବଂ ବନ୍ଧୁ କାନାଡା ଉପରେ ‘ଶୁଳ୍କ ବୋମା’ ପକାଇଛନ୍ତି। ବାଣିଜ୍ୟ ଚୁକ୍ତି ଆଲୋଚନା ସମୟରେ ଦୁଇ ରାଷ୍ଟ୍ର ଏକ…

ଷ୍ଟେଜ ଉପରେ କାହିଁକି ହଠାତ ନାଚିଲେ ଟ୍ରମ୍ପ? ସାମ୍ନାକୁ ଆସିଲା ଭିଡ଼ିଓ

ଓ୍ବାଶିଂଟନ,୨୨।୮: ଦକ୍ଷିଣ କାରୋଲିନାର ପ୍ରସିଦ୍ଧ ରିସର୍ଟ ସହର ମର୍ଟଲ ବିଚରେ ଏକ କାର୍ଯ୍ୟକ୍ରମରେ ଡୋନାଲ୍ଡ ଟ୍ରମ୍ପ ନାଚିଥିବାର ଦେଖାଯାଇଥିଲା। ଏହି କାର୍ଯ୍ୟକ୍ରମ ଶୁକ୍ରବାର ରାତିରେ ଅନୁଷ୍ଠିତ ହୋଇଥିଲା…

କଡ଼ା ଜବାବ ଦେବୁ: ଇରାନ

ତେହେରାନ, ୨୨।୮: ଇରାନର ନେତୃତ୍ୱକୁ କ୍ଷତବିକ୍ଷତ କରିବା ପାଇଁ ଆମେରିକା ଇତିହାସର ସବୁଠାରୁ କଠୋର ଆର୍ଥିକ କଟକଣା ଲଗାଇବାକୁ ଘୋଷଣା କରିବା ପରେ, ଇରାନ ଏହାର ଏକ…

ପାକିସ୍ତାନରେ କେତେ ଟଙ୍କାରେ ମିଳୁଛି ସେକେଣ୍ଡ ହ୍ୟାଣ୍ଡ୍‌ ଗାଡ଼ି, ଦାମ୍‌ ଜାଣିଲେ ଚମକି ପଡିବେ…

ଇସଲାମାବାଦ,୨୧।୮: ପାକିସ୍ତାନରେ ପ୍ରବଳ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଲୋକଙ୍କ ବଜେଟ ସମ୍ପୂର୍ଣ୍ଣ ବିଗିଡ଼ି ଯାଇଛି। ନିତ୍ୟବ୍ୟବହାର୍ଯ୍ୟ ଜିନିଷଠାରୁ ଆରମ୍ଭ କରି ପେଟ୍ରୋଲ-ଡିଜେଲ ପର୍ଯ୍ୟନ୍ତ ସବୁକିଛି ମହଙ୍ଗା…

କ୍ରାଶ ହେଲା ଚାଟାର୍ଡ ପ୍ଲେନ; ୮ ମୃତ, ଜାଣନ୍ତୁ କିପରି ହେଲା ଦୁର୍ଘଟଣା

ଆଲାସ୍କା,୨୧।୮: ପଶ୍ଚିମ ଆଲାସ୍କାର ଏକ ଦୁର୍ଗମ ରାଡାର ସାଇଟ୍ ନିକଟରେ ୮ ଜଣଙ୍କୁ ନେଇ ଯାଉଥିବା ଏକ ଚାଟାର୍ଡ ପ୍ଲେନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗୁରୁବାର ଏନେଇ…

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri