୩ ଦିନରେ ଅସୁସ୍ଥ ହୋଇପଡ଼ିଲେ ୨୪ ଛାତ୍ରୀ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇ…

ଜୟପୁର,୧୪ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଭେଗାହାଣ୍ଡି ୟୁପିଏସ୍‌ ନୋଡାଲ ସ୍କୁଲରେ ୩ ଦିନରେ ୨୪ ଜଣ ଛାତ୍ରୀ ଅସୁସ୍ଥ ହୋଇପଡ଼ିଛନ୍ତି। ପ୍ରଥମ ଦିନରେ ୯ ଜଣ ଛାତ୍ରୀ ଅସୁସ୍ଥ ହୋଇପଡ଼ିବାରୁ ସେମାନଙ୍କୁ କୁନ୍ଦୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରାଯାଇଥିଲା। ସେଥିରୁ ୬ ଜଣ ସୁସ୍ଥ ହୋଇଥିବାବେଳେ ଅନ୍ୟ ୩ ଜଣଙ୍କୁ ଜୟପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପୁଣି ଗତକାଲି ରାତିରେ ଆଉ ୧୩ ଜଣ ଛାତ୍ରୀ ଅସୁସ୍ଥ ହୋଇପଡ଼ିବାରୁ ସେମାନଙ୍କୁ ଜୟପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏହି ଛାତ୍ରୀମାନଙ୍କର ଝାଡ଼ା ହୋଇଥିଲା ବୋଲି ଡାକ୍ତରଖାନା ସୂତ୍ରରୁ ପ୍ରକାଶ। ତେବେ ଝାଡ଼ା ହେବାର ପ୍ରକୃତ କାରଣ ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବଢିଲା ଅଡୁଆ: ଜେଲର, ଅଧୀକ୍ଷକଙ୍କୁ ଏକ୍ସପ୍ଲାନେଶନ ଚିଠି

କଟକ,୨୦।୧: ଚୌଦ୍ୱାର ଜେଲ ପୂର୍ବତନ ଜେଲର ଏବଂ ଅଧୀକ୍ଷକଙ୍କ କଳି ଏବେ ପଦାରେ ପଡିଛି। ଘଟଣାକୁ ନେଇ କ୍ୟାମେରା ଆଗରେ ଉତ୍ତର ରଖିଛନ୍ତି DIG ବୀରେନ...

ଏହି କ୍ରିକେଟର୍‌ଙ୍କୁ ଟାର୍ଗେଟ କଲେ କୋହଲିଙ୍କ ଭାଇ: କହିଲେ, କରିବା ଅପେକ୍ଷା କହିବା ସହଜ

ନୂଆଦିଲ୍ଲୀ,୨୦।୧: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ପୁଣି ଥରେ ପୂର୍ବତନ ଭାରତୀୟ କ୍ରିକେଟର ଏବଂ ପ୍ରସିଦ୍ଧ ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କୁ...

ଚା’ ବଦଳରେ ସକାଳୁ ଏଥିରୁ ପିଅନ୍ତୁ ଗୋଟିଏ ଗ୍ଲାସ, ଉପକାରିତା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ: ଅଧିକାଂଶ ଭାରତୀୟଙ୍କ ସକାଳ ଗରମ ଚା’ ସହିତ ଆରମ୍ଭ ହୁଏ। ତଥାପି, ଖାଲି ପେଟରେ ଚା ପିଇବା ସ୍ବାସ୍ଥ୍ୟକର ନୁହେଁ। ଯଦି ଆପଣ ଏକ...

ଓଡ଼ିଶା ନାଁ ନେଇ ଏମିତି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି: ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ନୂଆ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳର...

ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହେଲା ନମ୍ବର ବିହୀନ ସ୍କର୍ପିଓ ଗାଡ଼ି, ଘଟଣାସ୍ଥଳରେ ନଥିଲେ କେହି…

ମୋହନା, ୨୦।୧( ମନ୍ମଥ ମିଶ୍ର ): ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହେଲା ନମ୍ବର ବିହୀନ ସ୍କର୍ପିଓ ଗାଡ଼ି। ଗଜପତି ଜିଲା ମୋହନା ଥାନା ଚନ୍ଦ୍ରଗିରି ନିକଟ...

US Tariff:‘ପଦ ଛାଡିବେ ଫ୍ରାନ୍ସ ରାଷ୍ଟ୍ରପତି’, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୨୦।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫରାସୀ ମଦ ଏବଂ ସାମ୍ପେନ ଉପରେ ୨୦୦ ପ୍ରତିଶତ ଶୁଳ୍କ ଲାଗୁ କରିବାକୁ ଧମକ ଦେଇଛନ୍ତି। ଫ୍ରାନ୍ସ ରାଷ୍ଟ୍ରପତି...

ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି: ସାମିଲ ହେଲେ ଏସବୁ ନେତା…

ଭୁବନେଶ୍ୱର,୨୦।୧: ବିଜେଡିରେ ହେବ କି ବଡ଼ ପରିବର୍ତ୍ତନ? ବୈଠକ ପରେ ବୈଠକ ବସୁଛି। ଇତି ମଧ୍ୟରେ ମଙ୍ଗଳବାର ପ୍ରମିଳା ମଲ୍ଲିକଙ୍କ ଭୁବନେଶ୍ବର ବାସଭବନରେ ଯାଜପୁର ନେତାଙ୍କ...

ପ୍ରମିଳାଙ୍କ ଘରେ ଏମିତି କ’ଣ ହେଲା? ନବୀନ ନିବାସ ମୁହାଁ ହେଲେ ବରିଷ୍ଠ ନେତା, ରାଜନୀତି ହଲଚଲ

ଭୁବନେଶ୍ୱର,୨୦।୧: ନବୀନ ନିବାସରେ ବଡ଼ ହଲଚଲ। ବରିଷ୍ଠ ନେତା ନବୀନ ନିବାସରେ ପହଞ୍ଚିଛନ୍ତି। ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି ପରେ ଅଚାନକ ନବୀନ ନିବାସରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri