Posted inଜାତୀୟ

ମହିଳାଙ୍କୁ ଗଣବଳାତ୍କାର ପରେ ଅଟୋରେ ଆଣି ଫିଙ୍ଗିଦେଲେ

ହାଇଦ୍ରାବାଦ,୨୫।୯ ତେଲଙ୍ଗାନା ସଙ୍ଗାରେଡ୍ଡୀ ଜିଲା ଅଧୀନ ଜାହିରାବାଦ ସହରରେ ଜଣେ ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।

ସିକନ୍ଦରାବାଦର ୨୪ ବର୍ଷୀୟା ବିବାହିତା ମହିଳାଙ୍କୁ ଶୁକ୍ରବାର ରାତିରେ ଜାହିରାବାଦ ସହର ନିକଟ ଏକ ଗ୍ରାମରେ କେତେଜଣ ବ୍ୟକ୍ତି ବଳାତ୍କାର କରିବା ପରେ ଅଟୋରିକ୍ସାରେ ଆଣି ରାସ୍ତାକଡ଼ରେ ଫିଙ୍ଗି ଫେରାର ହୋଇଯାଇଥିଲେ। ଶନିବାର ସକାଳେ ସ୍ଥାନୀୟ ଲୋକେ ପୀଡ଼ିତାଙ୍କୁ ସଂଜ୍ଞାହୀନ ଅବସ୍ଥାରେ ଉଦ୍ଧାର କରି ପୋଲିସକୁ ଜଣାଇଥିଲେ। ପୋଲିସ ମହିଳାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିଥିଲା। ଏପରିକି ପୋଲିସ ମହିଳାଙ୍କ ବୟାନ ରେକର୍ଡ କରିଛି। ସ୍ଥାନୀୟ ପୋଲିସ ଏକ ବଳାତ୍କାର ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗମ୍ଭୀର-କୋହଲି ବିବାଦ ଉପରେ ପୂର୍ବତନ ଅମ୍ପାୟାରଙ୍କ ବଡ଼ ବୟାନ, ‘ଏହା ଜରୁରୀ, ନଚେତ୍…’

ନୂଆଦିଲ୍ଲୀ,୪।୮: ପୂର୍ବତନ ଅନ୍ତର୍ଜାତୀୟ ଅମ୍ପାୟାର ଅନିଲ ଚୌଧୁରୀ ବିରାଟ କୋହଲିଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି । ସେ କହିଛନ୍ତି ଯେ କ୍ରିକେଟ୍‌ର ଆକର୍ଷଣ ଓ ରୋମାଞ୍ଚ…

‘ବିମାନ ବନ୍ଦରରୁ ସିଧା ଫାଶୀ ଖୁଣ୍ଟ…’, ହାସିନାଙ୍କ ବାଂଲାଦେଶ ପ୍ରତ୍ୟାବର୍ତ୍ତନକୁ ନେଇ ମିଳିଲାନି ଧମକ

ଢାକା,୪।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଅଗଷ୍ଟ 2024 ରୁ ଭାରତରେ ରହୁଛନ୍ତି; କ୍ଷମତାରୁ ବହିଷ୍କୃତ ହେବା ପରଠାରୁ ସେ ସେଠାରେ ରହିଛନ୍ତି। ସେ କହିଛନ୍ତି…

ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, କାହାକୁ କେଉଁ ଦାୟିତ୍ବ ଜାଣନ୍ତୁ

ଭୁବନେଶ୍ୱର,୪।୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଅଧିକାରୀସ୍ତରରେ ସୋମବାର ଅଦଳବଦଳ କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି…

ପ୍ରକୃତିର କୋପ; ବନ୍ୟାରେ ଭାସିଗଲା ୫୪ ବର୍ଷ ପୁରୁଣା ସେତୁ, ୯୦ ଜଣଙ୍କ ମୃତ୍ୟୁ ସହ ୧୦୯ ରାସ୍ତା ବନ୍ଦ

ଶିମଲା,୪।୮: ହିମାଚଳ ପ୍ରଦେଶରେ ଚଳିତ ବର୍ଷା ଋତୁରେ ବର୍ଷା ସମ୍ବନ୍ଧୀୟ ବିଭିନ୍ନ ଘଟଣାରେ ଏପର୍ଯ୍ୟନ୍ତ ୯୦ ଜଣ ପ୍ରାଣ ହରାଇଛନ୍ତି। ଶନିବାର କିନ୍ନୌରରେ ଜାତୀୟ ରାଜପଥ ୫…

ମାଛ ଯାଆଁଳ ନେବାକୁ କହି ଡକାୟତି, ଘରେ ପଶି ଲୁଟିନେଲେ ସୁନା ଗହଣା ସହ ଟଙ୍କା

ଭଦ୍ରକ,୪।୮(ସନାତନ ରାଉତ): ଭଦ୍ରକ ଗ୍ରାମଞ୍ଚଳ ଥାନା ଅନ୍ତର୍ଗତ ଜଗଦଳପୁର ପଞ୍ଚଯାତର ଜୁଡ଼ାଗଡିଆ ଗ୍ରାମରେ ଏକ ବଡ଼ ଧରଣର ଡ଼କାୟତି ହୋଇଛି । ଗ୍ରାମର ନିରଞ୍ଜନ ଶତପଥୀଙ୍କ ଘରକୁ…

ଇମୋଶନାଲ ହେଲେ ହିଟମ୍ୟାନ, କହିଲେ ‘ତୁମେ ଜଣେ ଲିଜେଣ୍ଡ’

ନୂଆଦିଲ୍ଲୀ,୪।୮: ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ଟି. ଦିଲୀପଙ୍କୁ ବିଦାୟ ବାର୍ତ୍ତା ଭାଇରାଲ ହୋଇଛି। ଶୁଭଦୀପ ଘୋଷଙ୍କୁ ଏବେ ଦିଲୀପଙ୍କ ସ୍ଥାନରେ ଭାରତର ଫିଲ୍ଡିଂ ପ୍ରଶିକ୍ଷକ…

PM ମୋଦିଙ୍କୁ ଅଭିଜିତଙ୍କ ଚ୍ୟାଲେଞ୍ଜ! ଆପଣ ଡିଗ୍ରୀ ଦେଖାନ୍ତୁ, ମୁଁ ଦେଖାଇବି…

ଛତ୍ରପତି ସମ୍ଭାଜୀନଗର,୪।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯଦି ତାଙ୍କ ଶିକ୍ଷାଗତ ଡିଗ୍ରୀକୁ ସର୍ବସାଧାରଣରେ ଦେଖାନ୍ତି ତେବେ ଆମେରିକାରେ ପଢ଼ିବା ପାଇଁ କକ୍‌ରୋଚ ଜନତା ପାର୍ଟି (ସିଜେପି) ନେତା…

ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ: ରାଷ୍ଟ୍ରପତି

କଟକ,୪।୮(କାର୍ତ୍ତିକ ସାହୁ): ଶିକ୍ଷା କେବଳ ଜ୍ଞାନ ଅର୍ଜନର ମାଧ୍ୟମ ନୁହେଁ ବରଂ ବ୍ୟକ୍ତିତ୍ୱ ଗଠନ, ସାମାଜିକ ପରିବର୍ତ୍ତନ ଏବଂ ରାଷ୍ଟ୍ରର ସମୃଦ୍ଧ ଭବିଷ୍ୟତ ନିର୍ମାଣର ଭିତ୍ତିପ୍ରସ୍ତର ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri