୨୪୦ କେଜି ଗଞ୍ଜେଇ ଜବତ, ୬ ଗିରଫ

ବ୍ରହ୍ମପୁର,୨୪ା୩(ସୁବାସ ଚନ୍ଦ୍ର ପାଢ଼ୀ): ଅବକାରୀ ଗୁଇନ୍ଦା ବିଭାଗ ପକ୍ଷରୁ ବିପୁଳ ପରିମାଣର ଗଞ୍ଜେଇ ପୃଥକ୍‌ ସ୍ଥାନରୁ ଜବତ ହୋଇଛି। ୬ ଜଣ ଚାଲାଣକାରୀଙ୍କୁ କାବୁ କରିଛି। ଦୁଇଟି କାର୍‌, ପିକ୍‌ଅପ୍‌ ଗାଡ଼ି ଓ ଦୁଇଟି ବାଇକ୍‌ ଜବତ କରିଛି। ମୋଟ୍‌ ୨୪୦ କେଜି ଗଞ୍ଜେଇ ଜବତ ହୋଇଛି। ଜବତ ଗଞ୍ଜେଇ ଓ ଗାଡ଼ିଗୁଡିକର ଆନୁମାନିକ ମୂଲ୍ୟ ପ୍ରାୟ ୬୦ଲକ୍ଷ ଟଙ୍କା ହେବ ବୋଲି ସୂଚନା ଦିଆଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ଗଜପତି ଜିଲା ଚାନ୍ଦିପୁଟର ଜୀବିଜ୍ୟ ନାୟକ(୩୨), ବୁଲୁ ଲିମା (୨୬), ଲୁହାଗୁଡ଼ିର ସରୋଜ କୁମାର ସାହୁ(୨୫), ଅଢ଼ବା ଥାନା ଅନ୍ତର୍ଗତ ନରଣପୁର ଗ୍ରାମର ଶୋନୁ ଶବର (୨୩), କବିସୂର୍ଯ୍ୟନଗର ନୂଆ ଖରିଢାର ଶେଖର ମହାନ୍ତି ଓ ଉତ୍ତରପ୍ରଦେଶର କେ. ସୁଧାକର (୨୯)। ମାମଲା ନମ୍ବର ୯୧୮/୨୩-୨୪ରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଇନ୍ସପେକ୍ଟର ଗୋବର୍ଦ୍ଧନ ରଣା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri